Monthly Archives

September 2022

ଜନଜାତି କୃତି ଛାତ୍ରୀଙ୍କୁ ୧୦ ହଜାର ଟଙ୍କା ପୁରସ୍କାର

ନୀଳଗିରି : ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକର ଅନୁସୂଚିତ ଜନଜାତି ବର୍ଗର ପିଲାଙ୍କ ଭିତରୁ ତରତରୀସ୍ଥିତ ବାଳିକା ବିଦ୍ୟା ନିକେତନର ଛାତ୍ରୀ ଜ୍ୟୋତିପ୍ରିୟା ମାଝୀ ଚଳିତ ମାଟ୍ରିକ ପରୀକ୍ଷାରେ ସର୍ବାଧିକ ୫୩୩ ନମ୍ବର ରଖି ବ୍ଲକରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ଏହି ଅବସରରେ ସମ୍ପୃକ୍ତା
Read More...

ରାଜପୁର ଗ୍ରାମ ଦଣ୍ଡକାଳୀ ମନ୍ଦିର ପ୍ରାଙ୍ଗଣରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅଧୀନସ୍ଥ ବିଭିନ୍ନ ଖାଲି ସ୍ଥାନମାନଙ୍କରେ ସମାଜସେବୀ ଭାଗୀରଥୀ ବେହେରା ଗଛ ଲଗାଇ ସାମାଜିକ ବନୀକରଣ କରିବା ଲକ୍ଷ୍ୟ ନେଇଛନ୍ତି । ସେ କିଛି ଜଣ ସହଯୋଗୀ ସମାଜସେବୀଙ୍କୁ ନେଇ ଏହି କାର୍ଯ୍ୟ ଅନୁକୂଳ କରିଛନ୍ତି । ଗଞ୍ଜାମ
Read More...

ସର୍ବେଶ୍ୱର ପଣ୍ଡାଙ୍କ ପରଲୋକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ପୁଡାପଦର ଗ୍ରାମର ସର୍ବେଶ୍ୱର ପଣ୍ଡାଙ୍କ ୯୩ ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ, ପରୋପକାରୀ ବ୍ୟକ୍ତି ଥିଲେ । ତାଙ୍କ ଶେଷ ସମୟରେ ଦୁଇ ପୁଅ ନରେନ୍ଦ୍ର ପଣ୍ଡା ଓ ନକୁଳ ପଣ୍ଡା, ଚାରି ନାତି ଅଜିତ, ସୁଜିତ, ଆଶିଷ, ଦେବାଶିଷ, ଦୁଇ
Read More...

ସେପ୍ଟେମ୍ବର ୧୦ରୁ ୨୭ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଇ-ଆଡ୍‌ମିଶନ ପ୍ରକ୍ରିୟା

ଭାଗ ନେଇପାରିବେ ଦଶମ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦଶମ ବା ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା କିଛି ଛାତ୍ରଛାତ୍ରୀ ପ୍ରଥମ ପର୍ଯ୍ୟାୟ ଇ-ଆଡ୍‌ମିଶନରେ ଭାଗ ନେଇପାରିନଥିବା ସରକାରଙ୍କ ଦୃଷ୍ଟିକୁ ଆସିଛି । ଏହି
Read More...

ନବରଙ୍ଗପୁର ଜିଲ୍ଲାରେ ଅହିଂସା ରଥକୁ ସ୍ୱାଗତ କାର୍ଯ୍ୟକ୍ରମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନବରଙ୍ଗପୁର ତେନ୍ତୁଳିଖୁଣ୍ଟି ବ୍ଲକରେ ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମରେ ନବରଙ୍ଗପୁର ବିଧାୟକ, ବିଡିଓ, ତହସିଲଦାର ଏବଂ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହି ସମ୍ବର୍ଦ୍ଧିତ କରିଛନ୍ତି । ସେହିପରି ନନ୍ଦାହାଣ୍ଡି ବ୍ଲକ୍‌ରେ ଛାତ୍ରଛାତ୍ରୀମାନେ ହାତରେ
Read More...

ମୟୁରଭଞ୍ଜ ଜିଲ୍ଲାରେ ପ୍ରବେଶ କରିଛି ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୟୁରଭଞ୍ଜ ଜିଲ୍ଲାରେ ପ୍ରବେଶ କରିଛି ଅହିଂସା ରଥ । ଜିଲ୍ଲାର ଠାକୁରମୁଣ୍ଡା, କରଞ୍ଜିଆ ଓ କପ୍ତିପଦା ବ୍ଲକର ବିଭିନ୍ନ ଅଞ୍ଚଳରେ ଜିଲ୍ଲା ପ୍ରଶାସନ ଓ ସାଧାରଣ ଜନତାଙ୍କ ପକ୍ଷରୁ ସ୍ୱାଗତ କରାଯାଇଛି ଦୁଇଟି ଅହିଂସା ରଥକୁ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୬୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୬୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩୯ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୭୫୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୭ ଜଣ
Read More...

ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ

ଭୁବନେଶ୍ୱର : ଭୁବନେଶ୍ୱର ୟୁନିଟ୍‌ ୮ର ବସ୍ତି ଅଞ୍ଚଳରେ ଜଣେ ଯୁବକଙ୍କୁ ସଙ୍ଗବଦ୍ଧ ଭାବେ କିଛି ଯୁବକ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯୁବକ ଜଣକ ପ୍ରଥମେ ଗୁରୁତର ହୋଇଥିବା ବେ​‌ଳେ ତାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡିଛି ।
Read More...

କ୍ରୀଡା ଦେଇଛି ଓଡିଶାକୁ ନୂଆ ପରିଚୟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିରନ୍ତର ପ୍ରଚେଷ୍ଟାରେ ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ହେବା ସହ ବିଶ୍ୱ କ୍ରୀଡ଼ା ମାନଚିତ୍ରରେ ଓଡ଼ିଶାର ଗୌରବମୟ ପରିଚୟ ସୃଷ୍ଟି ହେଉଛି । ବହୁ ଅନ୍ତର୍ଜାତୀୟମାନର ପ୍ରତିଯୋଗିତାର ସଫଳ ଆୟୋଜନ ଏବଂ
Read More...

ଯବାନଙ୍କ ରଣ ହୁଙ୍କାର, ଗାଁ ଦାଣ୍ଡରେ ଟାଙ୍ଗିଆ ଧରି ବୁଲୁଛନ୍ତି

ନୂଆପଡା, (ନିରାକାର ମେହେର) : ଯବାନ ଜଣକ ଟାଙ୍ଗିଆ ଧରି ରାସ୍ତାରେ ପଇଁନ୍ତରା ମାରୁଛନ୍ତି । କୌଣସି ସୀମାନ୍ତ ଅଞ୍ଚଳରେ ପହରା ଦେଉନାହାନ୍ତି ଏହି ଯବାନ ଜଣକ । ବରଂ ଛୁଟିରେ ନିଜ ଗାଁକୁ ଆସି ଗାଁ ଦାଣ୍ଡରେ ଏଭଳି ପଇଁତରା ମାରୁଛନ୍ତି । ଅତି କଦର୍ଯ୍ୟ ଭାଷାରେ ଗାଳି ଗୁଲଜ କରିବା ସହ କାହାକୁ
Read More...