ସାମାନ୍ୟ ବଚସାରୁ ଯୁବକଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ଅଭିଯୋଗ
ଦେବଗଡ଼ : ଦେବଗଡ ଜିଲ୍ଲା କୁଣ୍ଢେଇଗୋଳା ଥାନା ଗୋହିଡା ଗ୍ରାମର ରଞ୍ଜିତ ନାୟକଙ୍କୁ ସାମାନ୍ୟ ବଚସାକୁ କେନ୍ଦ୍ର କରି ଅତି ନିର୍ମମ ଭାବେ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁସାରେ ଗତକାଲି ରାତିରେ ରଞ୍ଜିତ ଘର ବାହାରେ ଶୋଇଥିବା ବେଳେ ତାଙ୍କୁ ପ୍ରଭାତ!-->…
Read More...
Read More...