Monthly Archives

September 2022

ଗାଡି ସହ କାଠ ପଟା ଜବତ : ୬ ଗିରଫ

ମାଲକାନଗିରି : ମାଲକାନଗିରି ବନବିଭାଗ ଦୁଇଟି ପୃଥକ ପୃଥକ ସ୍ଥାନରେ ଚଢାଉ କରି ଏକ ଗାଡି ସହ ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କାଠ ପଟା ଜବତ କରିଛି । ଏଥିସହ ୬ ଜଣଙ୍କୁ ଗିରଫ କରିଛି । ମାଲକାନଗିରି ଥାନସ୍ଥ ଏମଭି୨୩ ଗ୍ରାମରେ ବେଆଇନ ଭାବେ କାଠ ନିର୍ମିତ ଆସବାପତ୍ର ନିର୍ମାଣ କରି ବିକ୍ରି
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ, ୧ ଗୁରୁତର

ରଗଡ଼ି : ଯାଜପୁର ଜିଲ୍ଲା କୋରେଇ ଥାନା ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମୀନଗର ଛକରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଥିବା ଜଣାପଡିଛି । ଘଟଣାସ୍ଥଳରେ କୋରେଇ ପୋଲିସ ପହଞ୍ଚି ଟ୍ରଲରେ ଚାଳକକୁ ଗିରଫ କରିଛି । ସୂଚନାନୁଯାୟୀ,
Read More...

ଆସନ୍ତା ୨୦ ତାରିଖରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

ବଡ଼ମ୍ବା : ସ୍ଥାନୀୟ ବିଧାୟକ ଦେବୀପ୍ରସାଦ ମିଶ୍ରଙ୍କ ଉପସ୍ଥିତିରେ ବ୍ଲକ ସମ୍ମିଳନୀ କକ୍ଷରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଏବଂ ୩ୟ ପର୍ଯ୍ୟାୟ ବିଦ୍ୟାଳୟ ଉନ୍ନତିକରଣ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି । ବଡ଼ମ୍ବା ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତିଙ୍କ
Read More...

ଚଳିତ ସପ୍ତାହର ଶେଷ ସୁଦ୍ଧା ପ୍ରକାଶ ପାଇବ ଓସିଏସ୍‍ ପରୀକ୍ଷା ଫଳ

କଟକ : ଚଳିତ ସପ୍ତାହର ଶେଷ ସୁଦ୍ଧା ଓଡ଼ିଶା ସିଭିଲ୍‍ ସର୍ଭିସେସ୍‍ (ଓସିଏସ୍‍) ୨୦୨୦ ପରୀକ୍ଷା ଫଳ ପ୍ରକାଶ ପାଇବ । ଏ ସମ୍ପର୍କରେ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ସତ୍ୟଜିତ୍‍ ମହାନ୍ତି ଟ୍ୱିଟର୍‌ରେ ସୂଚନା ଦେଇଛନ୍ତି । ଓଡ଼ିଶା ସିଭିଲ୍‍ ସର୍ଭିସେସ୍‍ ୨୦୨୦ ନିମନ୍ତେ ସାକ୍ଷାତକାର ପରୀକ୍ଷା
Read More...

ନବରଙ୍ଗପୁର ଜିଲ୍ଲାରେ ଅହିଂସା ରଥକୁ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନବରଙ୍ଗପୁର ଜିଲ୍ଲାରେ ଅହିଂସା ରଥକୁ ସ୍ୱାଗତ କରି ଭତ୍ରାସିଉନୀଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି । ଏଥିରେ ପ୍ରେରଣାପ୍ରଦ ଦେଶାତ୍ମବୋଧକ ନୃତ୍ୟ ଓ ନାଟକ ପରିବେଷଣ ହୋଇଥିଲା । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା
Read More...

ମିଶନ ଶକ୍ତି ମହିଳା ମାନଙ୍କ ସହ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମିଶନ ଶକ୍ତି ମହିଳା ମାନଙ୍କ ସହ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ । ସାକ୍ଷାତ ସମୟର ପ୍ରତିକ୍ରିୟା ରଖି ସେ କହିଚନ୍‌ତି ଯେ, ଯାଜପୁର, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଆସିଥିବା ମିଶନ ଶକ୍ତି ମା’ମାନଙ୍କୁ ଭେଟି ସୁବିଧା ଅସୁବିଧା ବିଷୟରେ
Read More...

ଭୁବନେଶ୍ୱରରେ କ୍ୟାନସର ହସ୍ପିଟାଲ ନିର୍ମାଣ ପାଇଁ ଓଡିଶା ସରକାରଙ୍କ ଏକ ବୁଝାମଣାପତ୍ର ସ୍ଵାକ୍ଷର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁମ୍ବାଇ ସ୍ଥିତ ଟାଟା ମେମୋରିଆଲ୍ ସେଣ୍ଟର ପକ୍ଷରୁ ଭୁବନେଶ୍ୱରରେ କ୍ୟାନସର ହସ୍ପିଟାଲ ନିର୍ମାଣ ପାଇଁ ଓଡିଶା ସରକାର ଏକ ବୁଝାମଣାପତ୍ର ସ୍ଵାକ୍ଷର କରିଛନ୍ତି । ଲୋକସେବା ଭବନ କନ୍‌ଭେନସନ ସେଣ୍ଟରରେ ଅନୁଷ୍ଠିତ ବୁଝାମଣାପତ୍ର ସ୍ଵାକ୍ଷର କାର୍ଯ୍ୟକ୍ରମରେ
Read More...

ଅହିଂସା ରଥ ପ୍ରବେଶ କରିଛି ନବରଙ୍ଗପୁର ଜିଲ୍ଲାରେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ମୃତିଚାରଣ କରି ରାଜ୍ୟ ପରିକ୍ରମା କରୁଥିବା ପବିତ୍ର ଅହିଂସା ରଥ ଗତକାଲି ପ୍ରବେଶ କରିଛି ନବରଙ୍ଗପୁର ଜିଲ୍ଲାରେ । ଏହି ଅବସରରେ ପାପଡାହାଣ୍ଡି ବ୍ଲକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଜିଲ୍ଲା ପରିଷଦ
Read More...

ରାସାୟନିକ ସାର ଖାଇ ଆତ୍ମହତ୍ୟା

ପାଟଣା : ଘଟଗାଁ ଥାନା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ସରାସପଶି ଗ୍ରାମର ରଘୁନାଥ ମୁଣ୍ଡା(୫୫) କୃଷି ପାଇଁ ବ୍ୟବହାର ରାସାୟନିକ ସାର ଖାଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ଘରେ ଝଗଡ଼ା ପରେ ରଘୁ ଏହି ସାର ଖାଇ ଗୁରୁତର ହେବା ପରେ ତାଙ୍କୁ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୬୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୬୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪୮ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୬୧୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୭ ଜଣ
Read More...