ଦେଓଗାଁ ଶିଶୁ ମନ୍ଦିରରେ ଗୁରୁ ଦିବସ ପାଳନ
ଦେଓଗାଁ, (ମନୀଷ କୁମାର ସାହୁ) : ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଦେଓଗାଁରେ ସୋମବାର ଦିନ ଗୁରୁଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷକ ସୁଦାମ ଚରଣ ଭୋଇ ଯୋଗ ଦେଇଥିଲେ । ପ୍ରଧାନାଚାର୍ଯ୍ୟ ସନ୍ତୋଷ ସା ଅତିଥି ପରିଚୟ ତଥା ସ୍ୱାଗତ ଭାଷଣ!-->…
Read More...
Read More...