ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ୍ ତରଫରୁ ଗୁରୁ ଦିବସ ପାଳନ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୃଥ୍ୱୀରାଜ ହାଇସ୍କୁଲ ବଲାଙ୍ଗିର ୧୯୭୭ ବ୍ୟାଚ ଆନୁକୂଲ୍ୟରେ ପୃଥ୍ୱୀରାଜ ହାଇସ୍କୁଲ ପରିସରରେ ଗୁରୁ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ହାଇସ୍କୁଲର ଅବସରପ୍ରାପ୍ତ ବର୍ଷିୟାନ ଗୁରୁମାନଙ୍କୁ ନିମନ୍ତ୍ରିତ କରାଯାଇଥିଲା । ଗୁରୁବୃନ୍ଦ!-->…
Read More...
Read More...