ଆଜି ୪୬ ଶିକ୍ଷକଙ୍କୁ ପୁରସ୍କୃତ କରିବେ ରାଷ୍ଟ୍ରପତି, ଶିକ୍ଷକମାନଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ଆଜି ପବିତ୍ର ଗୁରୁ ଦିବସ । ଏହାର ଅବ୍ୟବହତି ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦେଶର ଶିକ୍ଷକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସେ ଦେଶର ଶ୍ରେଷ୍ଠ ୪୬ ଜଣ ଶିକ୍ଷକଙ୍କୁ ଚଳିତବର୍ଷ (୨୦୨୨)ର ଜାତୀୟ ପୁରସ୍କାର ପ୍ରଦାନ କରିବେ । ଏହି ଶିକ୍ଷକମାନଙ୍କ ମଧ୍ୟରେ ଅଛନ୍ତି!-->…
Read More...
Read More...