କଖଡିରେ ବିଜେଡିର ସାଂଗଠନିକ ବୈଠକ ଅନୁଷ୍ଠିତ
ଗୁରୁଡିଝାଟିଆ : କଖଡି ସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ ବିଜୁ ଜନତା ଦଳର ସାଂଗଠନିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ବିଜୁ ଜନତା ଦଳ ସଭାପତି ରଞ୍ଜନ କୁମାର ମୁଦୁଲିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ସରପଞ୍ଚ କଳ୍ପନା ଛତାର, ଦଳର ବରିଷ୍ଠ କର୍ମୀ ବିଷ୍ଣୁଚରଣ ମହାରଣା,!-->…
Read More...
Read More...