ନେହେରୁ ଆଦିବାସୀ କ୍ଲବ ପକ୍ଷରୁ ନୂଆଁଖାଇ ଭେଟ୍ଘାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ
କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ଅବସରରେ ଚଟୁଅନକା ଗ୍ରାମ ପଂଚାୟତର ଚଟୁଅନକା ଗ୍ରାମରେ ଜବାହାରଲାଲ ନେହେରୁ ଆଦିବାସୀ କ୍ଲବ ଦ୍ଵାରା ଚତୁର୍ଥ ବର୍ଷ ନୂଆଁଖାଇ ଭେଟ୍ଘାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଚଟୁଅନକା ପଂଚାୟତର!-->…
Read More...
Read More...