Monthly Archives

September 2022

ପୁରୁଣା ପେନସନ ଦାବୀ ନେଇ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଆନ୍ଦୋଳନକୁ ଓହ୍ଲାଇବା ପାଇଁ ନିଷ୍ପତ୍ତି

୧୫ ଅକ୍ଟୋବର ବ୍ଲକ ସ୍ତରରେ ଓ ୨୯ ଅକ୍ଟୋବର ଜିଲ୍ଲାସ୍ତରରେ ଘେରାଓ ବଲାଙ୍ଗିର, (ଦେବାଶିଷ ମିଶ୍ର) : କଲେଜ ଛକ ବଲାଙ୍ଗିରଠାରେ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ (ଏନ୍‌ପିଏସ୍‌)ର ଜିଲ୍ଲା ସଭାପତି ଶିତୋଷ କୁମାର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଗତକାଲି ଏକ କାର୍ଯ୍ୟକାରୀ କମିଟି ବୈଠକ
Read More...

ବଲାଙ୍ଗିର ଦିନ୍‌ର ସ୍ମରଣୀକା ପାଇଁ ଲେଖା ଆବଶ୍ୟକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗତବର୍ଷ ପରି ଏ ବର୍ଷ ମଧ୍ୟ ବଲାଙ୍ଗିର ଦିନ୍‌ ଭାବେ ଧୁମ୍‌ଧାମ୍‌ରେ ପାଳନ କରାଯିବ । ପୂର୍ବ ବର୍ଷ ପରି ସମସ୍ତ କାର୍ଯ୍ୟକ୍ରମ ରହିଥିବା ବେଳେ ଏଥର ମାଁ, ମାଟି, ମହକ ଓ ଅସ୍ମିତାକୁ ନେଇ ଏକ ସ୍ମରଣିକା ପ୍ରକାଶ ପାଇବ । ସ୍ମରଣିକା ପ୍ରସ୍ତୁତି ପାଇଁ ଏକ ବିଶେଷ
Read More...

ଅବସରପ୍ରାପ୍ତ ଶିକ୍ଷକଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଅବସର ଗ୍ରହଣ କରିଥିବା ପ୍ରଧାନ ଶିକ୍ଷକ ସୀତାକାନ୍ତ ଭୋଇ ଗତକାଲି ରବିବାର ଦିନ ନିଜ କନସିଂହା ସ୍ଥିତ ବାସ ଭବନରେ ଇହଧାମ ତ୍ୟାଗ କରିଛନ୍ତି । ମୃତ୍ୟୁ ସମୟରେ ତାଙ୍କୁ ୭୦ ବର୍ଷ ବୟସ ହେଉଥିବା ବେଳେ ସେ ଅସୁସ୍ଥତା କାରଣରୁ
Read More...

ତହଁକ କୁଟୁମ୍‌ର ନୂଆଁଖାଇ ଭେଟ୍‌ଘାଟ୍‌

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଶିବତଲା ତହଁକ କୁଟୁମ୍‌ ତରଫରୁ ମହାସମାରୋହରେ ନୂଆଁଖାଇ ଭେଟ୍‌ଘାଟ୍‌ ପାଳିତ ହୋଇଯାଇଛି । ଶିବତଲାର ମା' ସମଲେଇଙ୍କ ଠାରେ ପୂଜାର୍ଚ୍ଚନା ପରେ ଗୋପୀନାଥ ଦଣ୍ଡସେନାଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ଦେଓଗାଁ ବ୍ଲକ ଅଧ୍ୟକ୍ଷ ଦୟାନିଧି
Read More...

ପାଇକମାଲ ନବରାତ୍ର ଦୁର୍ଗାପୂଜା ପାଇଁ ଭବ୍ୟ କଳସ ଶୋଭାଯାତ୍ରା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସାର୍ବଜନୀନ ନବରାତ୍ର ଦୁର୍ଗାପୂଜା ଆଜିଠାରୁ ଆରମ୍ଭ ହୋଇଯାଇଛି । ପାଇକମାଲ ସ୍ଥିତ ଶିବ ମନ୍ଦିର ଝରଣାରୁ ପୂର୍ଣ୍ଣ କଳସ ପୂଜାବିଧି କରି ଏକ ଭବ୍ୟ ଶୋଭାଯାତ୍ରାରେ ବାଦ୍ୟ ଘଣ୍ଟ, ଶଙ୍ଖ, ହୁଳହୁଳିରେ ମଣ୍ତପକୁ ଅଣାଯାଇ କଳସ ସ୍ଥାପନ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୭୧ ଅଭିଯୋଗ ଦରଖାସ୍ତ ଗ୍ରହଣତୁରନ୍ତ ସମାଧାନ ହେଲା ୦୭ ଅଭିଯୋଗ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଅତିରକ୍ତ ଜିଲ୍ଲପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ
Read More...

ଓଡିଶା ନାଟ୍ୟ ସଂଘର ୩୫ତମ ସ୍ୱନକ୍ଷତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶା ନାଟ୍ୟ ସଂଘର ୩୫ତମ ସ୍ୱନକ୍ଷତ୍ର ଦିବସ ଭଞ୍ଜଭବନ ସ୍ଥିତ ଆଦର୍ଶ ସାହିତ୍ୟ ଘର ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ସଂଘର ସୁନ୍ଦରଗଡ ଜିଲ୍ଲା ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନାଟ୍ୟ ନିର୍ଦ୍ଦେଶକ ତଥା ଅଭିନେତା ଭାସ୍କର ଚନ୍ଦ୍ର ମହାପାତ୍ର
Read More...

ଗଣ୍ତାବାହାଲିଠାରେ ଶାରଦୀୟ ନବ ଦୁର୍ଗାପୂଜା ଆରମ୍ଭ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଗଣ୍ତାବାହାଲି ଏକ କେନ୍ଦ୍ରସ୍ଥଳୀ । ଏଠାରେ ବାର ମାସରେ‌ ତେର ପର୍ବ ମହାଆଡ଼ମ୍ବରରେ ପାଳନ କରାଯାଏ । ସଂସ୍କୃତ ପରମ୍ପରାକୁ ନେଇ ଅନେକ ଉତ୍ସବ ଓ କାର୍ଯ୍ୟକ୍ରମ ହେଉଥିବା ବେଳେ ଦଶହରା ପର୍ବରେ ଗାଁ ଚଳଚଞ୍ଚଳ ହୋଇ ଉଠେ । ଦୀର୍ଘ
Read More...

କନ୍ଧପାଲି ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ତରଫରୁ ହାଟପଦାପଡାଠାରେ ଅଣସଂକ୍ରାମକ ରୋଗ ଚିହ୍ନଟ ସ୍ୱାସ୍ଥ୍ୟ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର କନ୍ଧପାଲିପଡ଼ା ଯାହା (ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ) ତରଫରୁ ଏକ ଅଣସଂକ୍ରାମକ ରୋଗ ଚିହ୍ନଟ ସ୍ୱାସ୍ଥ୍ୟ ଶିବିର ହାଟପଦାପଡ଼ାର କମ୍ୟୁନିଟି ହଲଠାରେ ଅନୁଷ୍ଠିତ ହୋଇଥିଲା । ସ୍ଥାନୀୟ କାଉନସିଲର ଓ ମହିଳା ଆରୋଗ୍ୟ
Read More...

ସହୀଦ ପରିବାରକୁ ଉଦାହରଣ ତରଫରୁ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ନବଗଠିତ ସାମାଜିକ ଅନୁଷ୍ଠାନ ଉଦାହରଣ ତରଫରୁ ଭଞ୍ଜଭବନ ଠାରେ ସହୀଦ ସମ୍ମାନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଉଦାହରଣ ଅନୁଷ୍ଠାନର ସଭାପତି ସିଆରପିଏଫ ଡିଆଇଜି ଦୟାନିଧି ତନ୍ତିଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ ବିମଳ ବିଶିଙ୍କ ଆବାହକତ୍ୱରେ ଆୟୋଜିତ ଏହି
Read More...