Monthly Archives

September 2022

ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ : ଟଳିପଡିଲେ ୨ ଆତଙ୍କବାଦୀ

ଶ୍ରୀନଗର : ଜମ୍ମୁ କଶ୍ମୀରର ଶୋପିଆନ ଏବଂ ବାରାମୂଳାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁରୁବାର ବିଳମ୍ବିତ ରାତିରେ ଗୁଳିବିନିମୟ ହୋଇଥିଲା । ବାରମୂଲାର ବିଦିପୋରା ପଟନ ଅଞ୍ଚଳରେ ହୋଇଥିବା ଏହି ଏନ୍‌କାଉଣ୍ଟରରେ ଦୁଇ ଆତଙ୍କବାଦୀ ଟଳିପଡିଛନ୍ତି । ଅନ୍ୟପକ୍ଷରେ, ଶୋପିଆନ
Read More...

ଆଫଗାନିସ୍ତାନର କାବୁଲର ଏକ ବିଦ୍ୟାଳୟରେ ବୋମା ବିସ୍ଫୋରଣ : ଅତି କମ୍‌ରେ ୨୪ ଜଣ ଛାତ୍ରଙ୍କ ପ୍ରାଣହାନୀ

ନୂଆଦିଲ୍ଲୀ : ଆଫଗାନିସ୍ତାନର ସ୍କୁଲ ଉପରେ ଆତଙ୍କବାଦୀ ଆକ୍ରମଣ ବନ୍ଦ ହେବାର ନାମ ନେଉନାହିଁ । ତାଲିବାନ ସରକାର କ୍ଷମତାକୁ ଆସିବା ପରେ ବିଦ୍ୟାଳୟଗୁଡ଼ିକରେ କ୍ରମାଗତ ଭାବରେ ବୋମା ଫୁଟୁଛି ଏବଂ ଆକ୍ରମଣରେ ପିଲାମାନଙ୍କ ପ୍ରାଣହାନୀ ଘଟୁଛି । ଆଫଗାନିସ୍ତାନର ପଶ୍ଚିମ କାବୁଲର ଦଶ୍‌ତେ ବାରଚିରେ
Read More...

ବରଗଡ଼କୁ ଦେଶର ମେଡିକାଲ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇଁ ପ୍ରୟାସ ଆରମ୍ଭ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼କୁ ଦେଶର ମେଡିକାଲ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ଦେବାକୁ ବିକାଶ ମଲ୍ଟି ସ୍ପେଶାଲିଟି ହସ୍ପିଟାଲର ପ୍ରୟାସ ଆରମ୍ଭ ହୋଇଛି ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ବିକାଶ ସମୁହ ଗୃପର ଅଧ୍ୟକ୍ଷ ଡି ମୁରଲିକ୍ରିଷ୍ଣା ପ୍ରକାଶ କରିଥିଲେ । ଏହି ଅବସରରେ
Read More...

ସିନ୍ଧେକେଲାରେ କୋଶଲୀ ବାଲ୍ମୀକି ଇନ୍ଦ୍ରମଣି ସାହୁ ଜୟନ୍ତୀ ପାଳିତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ସିନ୍ଧେକେଲାସ୍ଥିତ ସାହୁ ଭବନଠାରେ କୋଶଲୀ ବାଲ୍ମୀକି ଇନ୍ଦ୍ରମଣି ସାହୁଙ୍କ ଜୟନ୍ତୀ ଅବସରରେ କୋଶଲୀ ସଂସ୍କୃତି ଦିବସ ପଶ୍ଚିମ ଓଡିଶା ଯୁବାମଂଚ ଓ ସାହୁ ସମାଜର ମିଳିତ ଆନୁକୂଲ୍ୟରେ ପାଳିତ ହୋଇଯାଇଛି । ଜୟନ୍ତୀ ପାଳନ କମିଟିର ଆବାହକ କବୟିତ୍ରୀ ସାଧବୀ
Read More...

ପଖନମୁଣ୍ଡା ବିଦ୍ୟାଳୟରେ ପୋଷାକ ବିତରଣ ମେଳା

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ମାନ୍ଦଲା କ୍ଲଷ୍ଟରର ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ, ଜୋତା, ବେଲ୍ଟ, ବେଚ ବିତରଣ ମେଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ମେଳାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିରଂଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ କ୍ଲଷ୍ଟର
Read More...

ସାନକଲଙ୍ଗାପାଲିରେ କୋସଲି ସଂସ୍କୃତି ଦିନ ପାଳିତ

ପାଟଣାଗଡ, (ଗୋରେଖନାଥ ବରିହା) : କୋସଲି ରାମାୟଣର ରଚୟିତା କୋସଲି ବାଲ୍ମୀକି ଇନ୍ଦ୍ରମଣି ସାହୁଙ୍କର ଜନ୍ମ ଦିନ କୋସଲି ସଂସ୍କୃତି ଦିନ ତାଙ୍କ ଜନ୍ମ ପୀଠ ବାଲିପଟା ପଞ୍ଚାୟତ ଅନ୍ତର୍ଗତ ସାନକଲଙ୍ଗାପାଲିଠାରେ ଅନୁଷ୍ଠିତ ହୋଇଯାଇଛି । ହଳଦିଆ ତେଲି ଜୁଆନ କୁଟୁମ୍‌ର ସଭାପତି କ୍ଷୀରୋଦ୍ର କୁମାର
Read More...

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ବାଣିଜ୍ୟ ବିଭାଗରେ ଆନ୍ତର୍ଜାତିକ ସମ୍ମିଳନୀ ଉଦ୍‌ଯାପିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ବାଣିଜ୍ୟ ବିଭାଗରେ ୨ ଦିନିକିଆ ଆନ୍ତର୍ଜାତିକ ସମ୍ମିଳନୀ ଉଦ୍‌ଯାପିତ ହୋଇଯାଇଛି । ସଭାରେ ମୁଖ୍ୟ ଅତିଥି ଭାବେ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶ ସଭାପତିତ୍ୱ କରିଥିଲେ । ସ୍ନାତକୋତ୍ତର ବିଭାଗ ସମୂହ ଅଧ୍ୟକ୍ଷ ପ୍ରଫେସର
Read More...

ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କଲେ ମୋଦୀ

ଗାନ୍ଧିନଗର : ତୃତୀୟ ସ୍ୱଦେଶୀ ନିର୍ମିତ ହାଇ ସ୍ପିଡ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଶୁକ୍ରବାର ଗାନ୍ଧିନଗର ଷ୍ଟେସନରୁ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି । ଏହି ଟ୍ରେନ ଗାନ୍ଧିନଗରରୁ ମୁମ୍ବାଇ ସେଣ୍ଟ୍ରାଲ ପର୍ଯ୍ୟନ୍ତ
Read More...

ବଲାଙ୍ଗିର ଡେଲିମାର୍କେଟ ରୋଡରେ ଥିବା ଅଙ୍ଗଶ୍ରୀ ଅଳଙ୍କାର ଦୋକାନରୁ ଚୋରି ଅଭିଯୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ଡେଲିମାର୍କେଟ ରୋଡରେ ଥିବା ଅଙ୍ଗଶ୍ରୀ ଅଳଙ୍କାର ଦୋକାନରୁ ଚୋରି ହୋଇଥିବା ନେଇ ଦୋକାନ ମାଲିକ ବିଚିତ୍ରା ନନ୍ଦ ସାହୁ ଟାଉନଥାନାରେ ଅଭିଯୋଗ କରିଛନ୍ତି । ଟାଉନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଫରେନ୍‌ସିକ୍‌ ଟିମ୍‌ ମଧ୍ୟ
Read More...

ଜାତୀୟ କ୍ରୀଡାକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ଅହମ୍ମଦାବାଦ : ୩୬ତମ ଜାତୀୟ କ୍ରୀଡାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍‌ଘାଟନ କରିଛନ୍ତି । ଗୁରୁବାର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଏହା ଏକ ଭବ୍ୟ ଓ ବର୍ଣ୍ଣାଢ଼୍ୟ ପରିବେଶରେ ଉଦ୍‌ଘାଟିତ କରାଯାଇଥିଲା । ୭ ବର୍ଷ ପରେ ପୁନର୍ବାର ଦେଶରେ ଜାତୀୟ କ୍ରୀଡା ଆୟୋଜିତ ହେବାକୁ ଯାଉଛି ।
Read More...