Monthly Archives

September 2022

ଝାରବନ୍ଧ ସ୍ନାତକ ମହାବିଦ୍ୟାଳୟ ଠାରେ ଜାତୀୟ ସେବା ଯୋଜନା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଝାରବନ୍ଧ ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟ ଝାରବନ୍ଧ ଠାରେ ଜାତୀୟ ସେବା ଯୋଜନା ଦିବସ, ଅଧ୍ୟକ୍ଷ ଶ୍ୟାମ ସୁନ୍ଦର ବେହେରାଙ୍କ ସଭାପତିତ୍ୱରେ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରଥମେ ପତାକା ଉତ୍ତୋଳନ ଓ ଶପଥ ପାଠ ପୂର୍ବକ କାର୍ଯ୍ୟକ୍ରମ ଆରମ୍ଭ
Read More...

ଅତାବିରାରେ ବ୍ଲକସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା

ବରଗଡ, (ନିରୋଜ କୁମାର ପାଣୀ) : ପ୍ରଜ୍ଞାନ ମିଶନ ପକ୍ଷରୁ ଆୟୋଜିତ ହେଉଥିବା ଚତୁର୍ଥ ରାଜ୍ୟସ୍ତରୀୟ ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା ଅବସରରେ ଗତକାଲି ବରଗଡ଼ ଜିଲ୍ଲାର ଅତାବିରା ବ୍ଲକସ୍ତରୀୟ ପ୍ରତିଯୋଗିତା ସ୍ଥାନୀୟ ଅତାବିରା ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମଦ୍ ଭଗବଦ୍
Read More...

ରାଉରକେଲା ମହାବିଦ୍ୟାଳୟରେ ପଞ୍ଚସୂତ୍ରୀ ସ୍ୱଚ୍ଛତା କାର୍ଯ୍ୟ ଯୋଜନା ସଂପର୍କିତ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ 'ରାଉରକେଲା କଲେଜ'ରେ ସ୍ୱାସ୍ଥ୍ୟ ସ୍ୱଚ୍ଛତା ଏବଂ ପାନୀୟ ଜଳ ବିଭାଗ ତରଫରୁ ଅଧ୍ୟାପକ ଅଜିତ ବେକ୍‌ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ମହାତ୍ମାଗାନ୍ଧୀ ରାଷ୍ଟ୍ରୀୟ ଗ୍ରାମୀଣ ଶିକ୍ଷା ପରିଷଦ ସହଯୋଗରେ 'ପଞ୍ଚସୂତ୍ରୀ ସ୍ୱଚ୍ଛତା କାର୍ଯ୍ୟ
Read More...

କେ.ଆର୍ଯ୍ୟପଲ୍ଲୀ ଗ୍ରାମରେ ବୃକ୍ଷ ରୋପଣ ଓ ସ୍ୱାସ୍ଥ୍ୟସେବା ଶିବିର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗୋପାଳପୁର ବନ୍ଦର ଉପକୂଳବର୍ତ୍ତୀ କେ.ଆର୍ଯ୍ୟପଲ୍ଲୀ ଗ୍ରାମରେ ଶନିବାର ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଛତ୍ରପୁର ନଗରପାଳିକା ଶ୍ରୀମତୀ ଶର୍ମିଷ୍ଠା ପ୍ରଧାନ, ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଶାନ୍ତ କର ଏବଂ
Read More...

ବିରଳ ଓ ଅନନ୍ୟ ପ୍ରତିଭାର ଅଧିକାରୀ ଥିଲେ ଭାଗବତ ପ୍ରସାଦ ନନ୍ଦ

ବରଗଡ, (ନିରୋଜ କୁମାର ପାଣୀ) : ପୂଜ୍ୟ ପୂଜା ପରମ୍ପରାର ପୂଜାରୀ ସାରସ୍ୱତ ସାଧକ, ସମାଜସେବୀ କର୍ମଯୋଗୀ ସ୍ୱର୍ଗତ ଭାଗବତ ପ୍ରସାଦ ନନ୍ଦ ଥିଲେ ବିରଳ ଓ ଅନନ୍ୟ ପ୍ରତିଭା ର ଅଧିକାରୀ ଥିଲେ ବୋଲି ବରଗଡ଼ ସାମ୍ବାଦିକ ସଂଘ ଓ ଭାଗବତ ନନ୍ଦ ସ୍ମୃତି କମିଟି ଆନୁକୂଲ୍ୟରେ ସ୍ଥାନୀୟ ବିଜୁପଟ୍ଟନାୟକ
Read More...

ଆସନ୍ତା କାଲି ଜିଲ୍ଲାର ୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ସମସ୍ତ ବ୍ଲକ ଅଂଚଳର ୨୩ଟି କେନ୍ଦ୍ରରେ ଟୀକାକରଣ

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୋନପୁର ଜିଲ୍ଲାର ୧୨ରୁ ୧୪ ବର୍ଷ ପର୍ଯ୍ୟନ୍ତ ସମସ୍ତ ବ୍ଲକ ଅଂଚଳର ହିତାଧିକାରୀଙ୍କୁ (ଅଫଲାଇନ
Read More...

ଦେଓଗାଁ ହାଇସ୍କୁଲରେ ବ୍ଲକସ୍ତରୀୟ ବିଜ୍ଞାନ ସେମିନାର ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ବିଜ୍ଞାନ ସେମିନାର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ପ୍ରଧାନ ଶିକ୍ଷକ ଅମ୍ବରୀଶ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ 'ସହନୀୟ ବିକାଶ ପାଇଁ ମୌଳିକ ବିଜ୍ଞାନ : ସମ୍ଭାବନା ଓ ଆହ୍ୱାନ' ବିଷୟରେ ସେମିନାରରେ
Read More...

ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମାଗଣା ବୁଷ୍ଟର ଡୋଜ୍‌ କାର୍ଯ୍ୟକ୍ରମ ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ବଲାଙ୍ଗିର ଦ୍ୱାରା ସମର୍ଥିତ ମାଗଣା ବୁଷ୍ଟର ଡୋଜ୍ କାର୍ଯ୍ୟକ୍ରମ ଚିମିନିଭାଟି ଶାସ୍ତ୍ରୀ କ୍ଲବ ପରିସରରେ ନାରୀ ଶକ୍ତି ଫାଉଣ୍ଡେସନ ଦ୍ୱାରା ଆୟୋଜିତ ହୋଇଯାଇଛି । ଏହି ଅବସରରେ ୩୩୦ ଜଣ ଟୀକା ନେଇଛନ୍ତି । ଏହି କାର୍ଯ୍ୟକ୍ରମରେ
Read More...

ଶାନ୍ତିପଡାରୁ ଟାଟାଏସି ଗାଡି ସହ ବିପୁଳ ପରିମାଣରେ ରେଙ୍ଗାଲ କାଠ ଜବତ : ୧ ଗିରଫ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶାନ୍ତିପଡାରୁ ଟାଟାଏସି ଗାଡି ସହ ବିପୁଳ ପରିମାଣରେ ରେଙ୍ଗାଲ କାଠ ଜବତ ହୋଇଥିବା ବେଳେ ଘଟଣାରେ ସମ୍ପୃକ୍ତ ଜଣେ ବ୍ୟକ୍ତିଙ୍କୁ ମଧ୍ୟ ଗିରଫ କରାଯାଇଛି । ସୂଚନା ଅନୁସାରେ ଶିବତଲା ଜନକପୁରରୁ ବଲାଙ୍ଗିର ପଟକୁ ଆସୁଥିବା ବେଳେ ବିଶ୍ୱସ୍ତ ସୁତ୍ରରୁ ଖବର ପାଇ
Read More...

ବଲାଙ୍ଗିର ସିନିୟର ନକ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ଏପିଜେ ଲୋଇସିଂହା ଚମ୍ପିୟାନ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଗାନ୍ଧୀ ଷ୍ଟାଡିୟମ ଠାରେ ଆୟୋଜିତ ସିନିୟର ନକ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଫାଇନାଲ ଖେଳରେ ଏପିଜେ ଲୋଇସିଂହା ୨-୧ ଗୋଲରେ ବିଏନ୍‌ଏଏ ଜରାସିଂହାକୁ ହରାଇ ଚମ୍ପିୟାନ ହୋଇଛି ।
Read More...