Monthly Archives

September 2022

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୯୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪୦ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୪୪୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୬ ଜଣ
Read More...

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ଇଜିପ୍ଟ ପ୍ରତିରକ୍ଷା ମନ୍ତ୍ରୀ ଜେନେରାଲ୍ ମହମ୍ମଦ ଜାକିଙ୍କ ମଧ୍ୟରେ କାଇରୋରେ…

ପ୍ରତିରକ୍ଷା ସମ୍ପର୍କକୁ ମଜବୁତ୍ କରିବା ଦିଗରେ ଯୁଗ୍ମ ସୈନ୍ୟାଭ୍ୟାସ ବଢ଼ାଇବା ଏବଂ ପ୍ରଶିକ୍ଷଣ ପାଇଁ ସେନା କର୍ମଚାରୀଙ୍କ ଆଦାନ ପ୍ରଦାନ ପାଇଁ ସହମତିପାରସ୍ପରିକ ହିତର ସମସ୍ତ କ୍ଷେତ୍ରରେ ପ୍ରତିରକ୍ଷା ସହଯୋଗ ବୃଦ୍ଧି ପାଇଁ ବୁଝାମଣା ସ୍ୱାକ୍ଷର ନୂଆଦିଲ୍ଲୀ, (ପିଆଇବି) : ପ୍ରତିରକ୍ଷା
Read More...

ପିଆଇବି ସହଭାଗିତାରେ ଜିଇଏମ ପକ୍ଷରୁ ଭୁବନେଶ୍ୱରରେ ଆୟୋଜିତ ହେଲା ‘ସେଲର୍ ସମ୍ବାଦ’ କାର୍ଯ୍ୟକ୍ରମ

● ପୋର୍ଟାଲର ନୂତନ ବୈଶିଷ୍ଟ୍ୟ ଓ ସୁବିଧା ସମ୍ପର୍କରେ ସଚେତନ ହେଲେ ବିକ୍ରେତା● ଜିଇଏମର ସେବା ବିତରଣରେ ସୁଧାର ଆଣିବା ଲାଗି ନିଆଗଲା ମତାମତ ଭୁବନେଶ୍ୱର, (ପିଆଇବି) : ସରକାରୀ ଇ ମାର୍କେଟ ପ୍ଲେସ୍ (ଜିଇଏମ) ପୋର୍ଟାଲ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ଏକ ମତବିନିମୟ
Read More...

ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମ

ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଓ କୋଣାର୍କ ସୂର୍ଯ୍ୟ ମନ୍ଦିର ବୁଲି ଦେଖିଲେ ଓଡ଼ିଶା ଗସ୍ତରେ ଆସିଥିବା ମହାରାଷ୍ଟ୍ର ଛାତ୍ରଛାତ୍ରୀ ଭୁବନେଶ୍ୱର, (ପିଆଇବି) : ସେପ୍ଟେମ୍ବର ୨୦ : ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଓଡ଼ିଶା ଗସ୍ତରେ ଆସିଥିବା ନଭି ମୁମ୍ବାଇର କେସି ପାଟିଲ
Read More...

ମୁଖ୍ୟ ସ୍ରୋତରେ ଥିବା ଗଣମାଧ୍ୟମ ନିଜ ପାଇଁ ନିଜେ ବିପଦ : ଅନୁରାଗ ଠାକୁର

ବିଭିନ୍ନ ଚାନେଲରେ ବିତର୍କ ସମୟରେ ବିରୋଧାତ୍ମକ ମତ ପ୍ରକାଶ ଚାନେଲର ବିଶ୍ୱସନୀୟତାକୁ ହ୍ରାସ କରୁଛିକର୍ତ୍ତବ୍ୟନିଷ୍ଠ ସାମ୍ବାଦିକ ଅତିରଞ୍ଜନ ନ କରି ସମ୍ବାଦ ପରିବେଷଣ କରନ୍ତିପ୍ରସାର ଭାରତୀ ସି.ଇ.ଓ. ମୟଙ୍କ ଅଗ୍ରୱାଲଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାର- ୨ଠ୨୨ ପ୍ରଦାନ ନୂଆଦିଲ୍ଲୀ,
Read More...

ଘୋରଡିଆରେ ନୂତନ ଫାଣ୍ଡି ପ୍ରତିଷ୍ଠା ପାଇଁ ଦାବୀ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ସାଊରିଆ ଓ ଘନିପୂର ପଞ୍ଚାୟତର ବିଭନ୍ନ ସ୍କୁଲରେ ବାରମ୍ବାର ଚୋରି ହେଉଛି । ଏନେଇ ପୋଲିସ ପ୍ରଶାସନିକ ଅଧିକାରୀଙ୍କୁ ଅବଗତ କରାଯାଇଥିଲେ ମଧ୍ୟ ଚୋରି ସାମଗ୍ରୀ ଉଦ୍ଧାର ଅଥବା ଚୋରକୁ ଧରିବାରେ ପୋଲିସ ବିଫଳ ହୋଇଥିବା ଅଭିଯୋଗ
Read More...

ଦୀପ୍ତିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋଡାସମ୍ବର ବ୍ଲକ୍ ଅନ୍ତର୍ଗତ ଦିପ୍ତିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଜ୍ଞାନ ଶିକ୍ଷୟତ୍ରୀ ସୁଶ୍ରୀ ସେଫାଲି ପାତ୍ରଙ୍କ ସହଯୋଗରେ ୨୨ ଗୋଟି ପ୍ରକଳ୍ପ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା
Read More...

‘ସୁରକ୍ଷିତ ଭବିଷ୍ୟତ ପାଇଁ ଗଛଟିଏ ଲଗାଇବା’ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ରାଜବୋଡାସମ୍ବର ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟରେ "ସୁରକ୍ଷିତ ଭବିଷ୍ୟତ ପାଇଁ ଗଛଟିଏ ଲଗାଇବା' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ଏକ ସଭାରେ ରାଜ ବୋଡାସମ୍ବର ବ୍ଲକ୍ ଶିକ୍ଷା ଅଧିକାରୀ
Read More...

ବରଗଡ ଜିଲ୍ଲା ବିଜେପି ପଛୁଆ ବର୍ଗ ମୋର୍ଚ୍ଚା ଜିଲ୍ଲା ସଭାପତି ଭାବେ ପରେଶ ବିଶି ନିଯୁକ୍ତ

ବରଗଡ, (ନିରୋଜ କୁମାର ପାଣୀ) : ବିଜେପି ଜିଲ୍ଲା ସଭାପତି ଅଶ୍ଵିନୀ ଷଡ଼ଙ୍ଗୀଙ୍କ ଅନୁମୋଦନ କ୍ରମେ, ବିଜେପି ରାଜ୍ୟ ପଛୁଆ ବର୍ଗ ମୋର୍ଚ୍ଚା ସଭାପତି ସୁରଥ ବିଶ୍ଵାଳ ବରଗଡ ଜିଲ୍ଲା ବିଜେପି ପଛୁଆ ବର୍ଗ ମୋର୍ଚ୍ଚା ସଭାପତି ଭାବେ ବରିଷ୍ଠ ବିଜେପି ନେତା ପରେଶ ବିଶିଙ୍କୁ ନିଯୁକ୍ତ କରିଛନ୍ତି ।
Read More...

ଅମଠି ବିଦ୍ୟାଳୟରେ ସ୍ୱାସ୍ଥ୍ୟ ଏବଂ ସୁସ୍ଥତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ବୈତାଳି କ୍ଲଷ୍ଟର ଅନ୍ତର୍ଗତ ଅମଠି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ୱାସ୍ଥ୍ୟ ଏବଂ ସୁସ୍ଥତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷକ ପ୍ରଭୁଦାସ ମହାନନ୍ଦଙ୍କ ସହ
Read More...