Monthly Archives

September 2022

ଝୁଲନ୍ତା ଅବସ୍ଥାରେ ସ୍ଵାମୀ ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର : କାରଣ ଅସ୍ପଷ୍ଟ, ତଦନ୍ତ ଜାରୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ ପାବୁରିଆ ପଞ୍ଚାୟତର ମାଲେରିମାହା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ପରିବାରର ଦୁଇଜଣ ଆତ୍ମହତ୍ୟା କରିଛନ୍ତି, ଯାହା ଫଳରେ ସମଗ୍ର ଅଞ୍ଚଳରେ ଶୋକର ଛାୟା
Read More...

ଏନ୍‌ଆର୍‌ଇଜିଏସ୍‌ କାମର ପାରିଶ୍ରମିକ ଟଙ୍କା ନମିଳିବାରୁ ୪ ଜଣ ବନ କର୍ମଚାରୀଙ୍କୁ ଅଟକ ରଖିଛନ୍ତି ବାନ୍ଧେନମାଲର ଶ୍ରମିକ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ବନାଞ୍ଚଳ ରେଞ୍ଜ ଲରମ୍ଭା ସର୍କଲର ବାନ୍ଧେନମାଲ ଗ୍ରାମରେ ବନ କର୍ମଚାରୀଙ୍କୁ ଦୀର୍ଘ ସମୟ ଧରି ଗ୍ରାମବାସୀ ଅଟକ ରଖିଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ଲରମ୍ଭା ସର୍କଲର ବାନ୍ଧେନମାଲ ଓ ଖୋଲାଗଡ ଗ୍ରାମରେ ବନ ବିଭାଗ ତରଫରୁ
Read More...

ଇସ୍ପାତ ସାହିତ୍ୟ ସଂସଦର ନାରୀକବି ସମ୍ମିଳନୀ

ନାରୀ ମନସ୍ତତ୍ତ୍ବର ନିଖୁଣ ଚିତ୍ରଣ ଓଡିଆ ଉପନ୍ୟାସକୁ କାଳଜୟୀ କରିପାରିଛି ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦ ଆନୁକୂଲ୍ୟରେ ନାରୀକବି ସମ୍ମିଳନୀ ମହାସମାରୋହରେ ପାଳିତ ହୋଇଯାଇଛି । ସଂସଦର ଉପସଭାପତି ରଶ୍ମିବାଳା ରାଉତରାୟଙ୍କ
Read More...

ପୋଷାକ ବିତରଣ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ପାନପୋଷ ସରକାରୀ ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟରେ ନୂତନ ସରକାରୀ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଉର୍ବଶୀ ଦାଶ ଏବଂ ଶିକ୍ଷକ ଏମ୍‌ଡି ମୋହିବଙ୍କ ତତ୍ତ୍ୱାବଧାନରେ ଏହି ଉତ୍ସବ ଅନୁଷ୍ଠିତ ହୋଇଥିବା
Read More...

ଡମ୍ପିଂ ୟାର୍ଡ ସାଜିଛି ବିଜୁ ଏକ୍ସପ୍ରେସ ସଡ଼କ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଡମ୍ପିଂ ୟାର୍ଡ ସାଜିଛି ବିଜୁ ଏକ୍ସପ୍ରେସ ସଡ଼କ । ସୂଚନା ଅନୁସାରେ ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ସଦର ଗ୍ରାମର ଅବସ୍ଥା ଦେଖିଲେ ଓଡ଼ିଶାର ପୂର୍ତ୍ତ ବିଭାଗର ଅସଲ ରୂପ ତଥା ପାଇକମାଲ ବ୍ଲକ ପ୍ରଶାସନର ସ୍ଥାଣୁତା ଜଳ ଜଳ ଦେଖିବାକୁ ମିଳୁଛି
Read More...

କୋସଲ ରାଜ୍ୟ ମୁକ୍ତି ମୋର୍ଚ୍ଚାର ପ୍ରଥମ ରାଜ୍ୟ ସ୍ତରୀୟ ସାଙ୍ଗଠନିକ ବୈଠକ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ବରଗଡ଼ ସ୍ଥିତ ମଙ୍ଗଲମ୍ ପେଲେସ୍ ହୋଟେଲରେ କୋସଲ ରାଜ୍ୟ ମୁକ୍ତି ମୋର୍ଚ୍ଚା (କେ ଏମ୍ଏମ୍)ର ପ୍ରଥମ ରାଜ୍ୟ ସ୍ତରୀୟ ସାଙ୍ଗଠନିକ ବୈଠକ ସମ୍ୱଲପୁରର କୋଶଳବାଦୀ ନେତା ଭକ୍ତ ପ୍ରସାଦ ନନ୍ଦଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବରଗଡ଼, ବଲାଙ୍ଗିର,
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଅର୍ଥନୀତି ବିଭାଗର ପାରଦର୍ଶିତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଅର୍ଥନୀତି ବିଭାଗ ପାଞ୍ଚଜଣ ଛାତ୍ରଛାତ୍ରୀ ଅର୍ଥନୀତିର ସ୍ନାତକୋତ୍ତର ଏମ୍‌ଏରେ ନାମ ଲେଖାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ତନ୍ମୟ ଶିଖା, ସ୍ନେହଲତା ବେହେରା, ମାନସ ସେଠ ସମ୍ବଲପୁର ବିଶ୍ୱ ବିଦ୍ୟାଳୟ, ଗଙ୍ଗାଧର ମେହେର
Read More...

ଶିଶୁ ବିକାଶ କେନ୍ଦ୍ରର କର୍ମକର୍ତ୍ତା ନିର୍ବାଚନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଟିକ୍ରାପଡା ସ୍ଥିତ ଦଧିବାମନ ମନ୍ଦିର ଠାରେ ବିଶିଷ୍ଟ ଶିଶୁ ସାହିତ୍ୟିକ ହୃଷୀକେଶ ପୁରୋହିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠାନର ଦୁଇ ବାର୍ଷିକ ସାଂଗଠନିକ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସର୍ବସମ୍ମତି କ୍ରମେ ମଦନ ମୋହନ ରଥ ସଭାପତି, ସୁନାଧର ବନଛୋର ଉପସଭାପତି,
Read More...

ବରଗଡ ଜିଲ୍ଲା ତୈଳିକ ବେଶ୍ୟ ସାହୁ ସମାଜ ପଦାଧିକାରୀଙ୍କ ନୂଆଁଖାଇ ଭେଟ୍‌ଘାଟ୍‌

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ରାଜୀବ ଟାଉନ ହଲଠାରେ ବରଗଡ ଜିଲ୍ଲା ତୈଳିକ ବୈଶ୍ୟ ସାହୁ ସମାଜର ପଦାଧିକାରୀମାନଙ୍କ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଜିଲ୍ଲା ସଭାପତି ମନୋରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଦୀପ ପ୍ରଜ୍ୱଳନ ଓ ସମାଜର
Read More...

ବଲାଙ୍ଗିର ସିନିୟର ନକ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଷୋଡଷ ଦିବସ

ଅମାମୁଣ୍ଡା ଓ ପ୍ରୋଗ୍ରେସିଭ୍‌ କ୍ଲବ ବିଜୟୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଆୟୋଜିତ ଆଜି ସୁପର ନକ ଆଉଟ ଖେଳ ଗାନ୍ଧୀ ଷ୍ଟାଡିୟମ ଠାରେ ପ୍ରୋଗ୍ରେସିଭ୍‌ କ୍ଲବ ବଲାଙ୍ଗିର ଟ୍ରାଇବ୍ରେକର ସଡନ୍‌ ଡେଥ୍‌ରେ ଜିଏସ୍‌ପି ଟିଟିଲାଗଡକୁ ହରାଇ
Read More...