ପୁରୁଣାକଟକ ଥାନାରେ ରକ୍ତଦାନ ଶିବିର
ହରଭଙ୍ଗା : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ପରିସରରେ ରବିବାର ପୁରୁଣାକଟକ ପୁଲିସ ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଅଛି ।ପୁରୁଣାକଟକ ଥାନା ଅଧିକାରୀ ଜୋସ୍ନା କାଉଁରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଶିବିରରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ଜିଲ୍ଲାପାଳ ସତ୍ୟ ରଞ୍ଜନ ସାହୁ ଯୋଗ ଦେଇଥିବା!-->…
Read More...
Read More...