ଜିଲ୍ଲାସ୍ତରୀୟ ନୂଆଁଖାଇ ଭେଟ୍ଘାଟ୍ ପାଇଁ ଜିଲ୍ଲା ଯାଦବ ସମାଜ ତରଫରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ନୂଆପଡା, (ନିରାକାର ମେହେର) : ଜିଲ୍ଲା ସଭାପତି ଭରତଲାଲ ରାଉତଙ୍କ ଅଧ୍ୟକ୍ଷତାରେ ନୂଆପଡା ଜିଲ୍ଲା ଖଡିଆଳ ବ୍ଲକ ଗଡ୍ରାମୁଣ୍ଡା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ଯାଦବ ସମାଜ ତରଫରୁ ଜିଲ୍ଲାସ୍ତରୀୟ ନୂଆଁଖାଇ ଭେଟ୍ଘାଟ୍ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା!-->…
Read More...
Read More...