Monthly Archives

September 2022

ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ

ତୁରେକେଲା, (କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ପୂଜା ବେହେରାଙ୍କ ଆହ୍ୱାନ କ୍ରମେ ବିଏସ୍ଏସ୍ଓ ଉକ୍ତ ଶିବିରକୁ ପରିଚାଳନା କରିଥିଲେ । ଏହି
Read More...

ପ୍ରଖ୍ୟାତ ଆନ୍ତର୍ଜାତିକ ଓଡିଶୀ ନୃତ୍ୟାଙ୍ଗନା ଡ. ଚନ୍ଦନା ରାଉଳଙ୍କ ଇଣ୍ଡିଆ ଗେଟ ନିକଟରେ ସାଂସ୍କୃତିକ ସମ୍ଭାରରେ ଓଡିଶୀ…

ନୂଆଦିଲ୍ଲୀ, (କେ.ସତ୍ୟନାରାୟଣ ରେଡ୍ଡୀ) : ଇଣ୍ଡିଆ ଗେଟ ନିକଟ କର୍ତ୍ତବ୍ୟପଥରେ କେନ୍ଦ୍ର ସୂଚନା ପ୍ରସାରଣ ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ଗତକାଲି ପ୍ରଖ୍ୟାତ ଆନ୍ତର୍ଜାତିକ ଓଡିଶୀ ନୃତ୍ୟାଙ୍ଗନା ଡକ୍ଟର ଚନ୍ଦନା ରାଉଳ ସର୍ବପ୍ରଥମେ ମା' ଦୁର୍ଗାଙ୍କ ଉପରେ ଆଧାରିତ ନବ ଦୁର୍ଗା
Read More...

ବଲାଙ୍ଗିର ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟରେ ୨ୟ ଗ୍ରାଜୁଏସନ୍‌ ସେରିମୋନି

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପି.ପି. ଏକାଡେମୀଠାରେ ଆଜି ବଲାଙ୍ଗିର ଜିଲ୍ଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟର ୨୦୧୯-୨୨ ଶିକ୍ଷା ବର୍ଷର +୩ ଛାତ୍ରଛାତ୍ରୀମାନଙ୍କ ଗ୍ରାଜୁଏସନ୍ ସେରିମୋନି ମହାବିଦ୍ୟାଳୟର ଅଧ୍ୟକ୍ଷ ସି.ଏ ଶ୍ରୀକାନ୍ତ ଶର୍ମା,
Read More...

ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶାର ଘରେ ଘରେ ପରିଚିତ ସ୍ୱେଚ୍ଛାସେବୀ ସଂଗଠନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ଆଜି ସନ୍ଧ୍ୟା ସମୟରେ ସ୍ଥାନୀୟ କୋଶଳ କଳା ମଣ୍ଡଳ ଠାରେ ନୂଆଁଖାଇ ଭେଟଘାଟ ଅନୁଷ୍ଠିତ ହେବ । ଏଥିପାଇଁ ମା’ ସମଲେଇଶ୍ୱରୀ ମନ୍ଦିରରୁ ବାହିରି କୋଶଳ କଳା ମଣ୍ଡଳ ପର୍ଯ୍ୟନ୍ତ
Read More...

ବଲାଙ୍ଗିର ସହରର ବିଚ୍‌ ରାସ୍ତାରେ ଆଦିବସୀଙ୍କ ବିଶାଳ ରାଲି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ସ୍ଥାନୀୟ କୋଶଳ କଳା ମଣ୍ଡଳ ଠାରେ ଆଜି ସନ୍ଧ୍ୟା ସମୟରେ ନୂଆଁଖାଇ ଭେଟଘାଟ ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ ମା’ ସମଲେଇଶ୍ୱରୀ ମନ୍ଦିରରୁ ବାହିରି କୋଶଳ କଳା ମଣ୍ଡଳ ପର୍ଯ୍ୟନ୍ତ ଏକ ମଶାଳ ଶୋଭାଯାତ୍ରା ଅନୁଷ୍ଠିତ
Read More...

ମୁଣ୍ଡୁଳି ବ୍ରିଜରୁ ଡେଇଁପଡ଼ିଥିବା ଯୁବକ ମହାନଦୀରୁ ସୁରକ୍ଷିତ ଭାବେ ଉଦ୍ଧାର

କଟକ : ମୁଣ୍ଡୁଳି ବ୍ରିଜରୁ ମହାନଦୀକୁ ଡେଇଁ ପଡ଼ିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଆଜି ସକାଳୁ ସ୍ଥାନୀୟ ଲୋକମାନେ ଯୁବକ ଜଣଙ୍କୁ ଏକ ଟାପୁରୁ ଉଦ୍ଧାର କ​‌ରିଥିବା ଜଣାପଡ଼ିଛି । ମିଳିଥିବା ସୂଚନା ଅନୁଯାୟୀ, ଯୁବକ ଜଣକ ଗତକାଲି ରାତି ୯ଟା ବେଳେ ମୁଣ୍ଡୁଳି ବ୍ରିଜରୁ
Read More...

ଆଜି ପ୍ରକାଶ ପାଇବ ପିଜି ପ୍ରଥମ ପର୍ଯ୍ୟାୟ ସିଟ୍‌ ବଣ୍ଟନ ତାଲିକା, ୧୬, ୧୭ ତାରିଖରେ ନାମଲେଖା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଥିବା ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଡିଗ୍ରୀ କଲେଜ ଗୁଡିକରେ ପ୍ରଦାନ କରାଯାଉଥିବା ସ୍ନାତକୋତ୍ତର(ପିଜି) ପ୍ରଥମ ବର୍ଷରେ ନାମ ଲେଖିବା ଲାଗି ଗୁରୁବାର ଅପରାହ୍ନ ୪ଟାରେ ପ୍ରଥମ ପର୍ଯ୍ୟାୟ ସିଟ୍‌ ବଣ୍ଟନ ତାଲିକା ପ୍ରକାଶ ପାଇବ । ପ୍ରଥମ ପର୍ଯ୍ୟାୟରେ
Read More...

ହିନ୍ଦୀ ଦିବସ ଓ ପକ୍ଷ ପାଳିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକର ଗୁରୁକୁଳ ସଂକୃତି ମହାବିଦ୍ୟାଳୟ ଚକାପାଦଠାରେ ନେହେରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ହିନ୍ଦୀ ଦିବସ ଓ ପକ୍ଷ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବରେ ଗୁରୁକୁଳ ସଂକୃତ ମହାବିଦ୍ୟାଳୟର ଅଧ୍ୟକ୍ଷ ପଦ୍ମନାଭ ଦିଗାଲ ଯୋଗ ଦେଇଥିବା
Read More...

ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ହିନ୍ଦୀ ଦିବସ ପାଳିତ

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକରେ ଥିବା ଓଡ଼ିଶା ଆର୍ଦଶ ବିଦ୍ୟାଳୟରେ ହିନ୍ଦୀ ଦିବସ ପାଳନ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ସଙ୍ଗୀତ ପଲକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀପ ପ୍ରଜ୍ୱଳନ କରିବା ସହ ହିନ୍ଦୀ ଭାଷାର ମହତ୍ତ୍ଵ ବିଷୟରେ ବର୍ଣ୍ଣନା କରିଥିଲେ । ପୂର୍ବତନ
Read More...

ପୋଖରୀରେ ସାଙ୍ଗମାନଙ୍କ ସହ ଗାଧୋଉଥିବା ବେଳେ ବୁଡ଼ିଯାଇ ନାବାଳକଙ୍କ ମୃତ୍ୟୁ

କାମାକ୍ଷାନଗର : ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଅଁଳାବେରେଣୀ ଗ୍ରାମ ଜୁଆଙ୍ଗ ସାହିରେ ଘଟିଛି ଏକ ଅଭାବନୀୟ ଘଟଣା । ପୋଖରୀରେ ସାଙ୍ଗମାନଙ୍କ ସହ ଗାଧୋଉଥିବା ବେଳେ ବୁଡ଼ିଯାଇ ନାବାଳକଙ୍କ ମୃତ୍ୟୁ । ମୃତ ନାବାଳକ ଜଣଙ୍କ ହେଲେ ଉକ୍ତ ଗ୍ରାମ ଜୁଆଙ୍ଗ ସାହିର ବିଭୁତି ପ୍ରଧାନଙ୍କ ୧୦ ବର୍ଷର
Read More...