Monthly Archives

September 2022

ବାଣିଜ୍ୟିକ ଖଣି ନିଲାମୀର ଦ୍ୱିତୀୟ ଦିନରେ ନିଲାମ ହେଲା ଓଡ଼ିଶାର ଦୁଇଟି କୋଇଲା ଖଣି

ନୂଆଦିଲ୍ଲୀ, (ପିଆଇବି) : ସିଏମଏସପି ଆଇନ ଏବଂ ଏମଏମଡିଆର ଆଇନର ଚତୁର୍ଥ ଓ ପଞ୍ଚମ ପର୍ଯ୍ୟାୟ ଦ୍ୱିତୀୟ ପ୍ରୟାସ ଅଧୀନରେ ବାଣିଜ୍ୟିକ କୋଇଲା ଖଣିର ନିଲାମୀ ମାର୍ଚ୍ଚ ୩୦, ୨୦୨୨ରେ ଆରମ୍ଭ ହୋଇଥିଲା। ଏହି କ୍ରମରେ କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଆଜି ଇ-ନିଲାମୀର ଦ୍ୱିତୀୟ ଦିନରେ ଦୁଇଟି ଏମଏମଡିଆର
Read More...

ରୁଗୁଡିପଡା ସେରସୁଆଁଗୁଡିରେ ନୂଆଁଖାଇ ଭେଟ୍‌ଘାଟ୍‌ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ବ୍ୟଙ୍ଗକବି ଅଚ୍ୟୁତ ପୁରୋହିତ ଓ ବ୍ୟାସ ପୁରୋହିତଙ୍କ ଗୀତରେ ଝୁମିଲେ ଦର୍ଶକ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ରୁଗୁଡିପଡା ଛକର ସେରସୁଆଁଗୁଡି ବୈଠକିରେ ନୂଆଁଖାଇ ଭେଟ୍‌ଘାଟ୍‌ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଠାରେ ସହରର ବିଭିନ୍ନ ପଡାରୁ ଆସୁଥିବା
Read More...

ଗୋପାଳପୁର ବନ୍ଦର ପକ୍ଷରୁ ଡୁବୁରୀ ଛକଠାରେ ଏକ ପ୍ରାଥମିକ ସ୍ୱାସ୍ଥ୍ୟସେବା ଓ ପରୀକ୍ଷଣ କେନ୍ଦ୍ର ଉଦ୍‌ଘାଟିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗୋପାଳପୁର ବନ୍ଦର ଏହାର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ ଶାଖା ଅଧୀନରେ ଏକ ପ୍ରାଥମିକ ସ୍ୱାସ୍ଥ୍ୟସେବା ଓ ପରୀକ୍ଷଣ କେନ୍ଦ୍ର ସ୍ଥାନୀୟ କଣମଣା ପଞ୍ଚାୟତର ଡୁବୁରୀ ଛକଠାରେ ଉଦ୍‌ଘାଟନ ହୋଇଯାଇଛି । ଗୋପାଳପୁର ବନ୍ଦରର ମୁଖ୍ୟ କାର୍ଯ୍ୟ ନିର୍ବାହୀ
Read More...

ରେନବୋ ପବ୍ଲିକ ସ୍କୁଲରେ ହିନ୍ଦୀ ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ଥାନୀୟ ରେନବୋ ପବ୍ଲିକ ସ୍କୁଲ, ବରଗଡ଼ ପରିସରରେ ଗତକାଲି ହିନ୍ଦୀ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଭୁକ୍ତା ମହାବିଦ୍ୟାଳୟର ପ୍ରାଧ୍ୟାପକ ଡ. ରାଧାକୃଷ୍ଣ ବିଶ୍ଵକର୍ମା ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ । ବିଦ୍ୟାଳୟର ଶିକ୍ଷକ ରାଜୀବ ଲୋଚନ ଭୋଇ
Read More...

ଆସନ୍ତା କାଲି ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୩୬ଟି କେନ୍ଦ୍ରରେ ୧୮ରୁ ଅଧିକ…

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୧୮ଟି କେନ୍ଦ୍ରରେ(କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୋନପୁର ମ୍ୟୁନିସିପାଲିଟି
Read More...

ଭାରତରେ ଅନୁଷ୍ଠିତ ହେବ ୧୭ ବର୍ଷରୁ କମ୍‌ ମହିଳା ଫୁଟବଲ ବିଶ୍ୱକପ

• ଅନ୍ତର୍ଜାତୀୟ ଫୁଟବଲ ମହାସଂଘ (ଫିଫା)ର ଏହି ସମ୍ମାନଜନକ ପ୍ରତିଯୋଗିତା ଆୟୋଜନ ପାଇଁ ଗ୍ୟାରେଣ୍ଟିରେ ସ୍ୱାକ୍ଷର ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରି• ଭୁବନେଶ୍ୱର, ନଭି ମୁମ୍ବାଇ ଏବଂ ଗୋଆରେ ୧୧ରୁ ୩୦ ଅକ୍ଟୋବର ୨୦୨୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତା
Read More...

ବିଲେଇସର୍ଡା ଜବାହରଲାଲ ହାଇସ୍କୁଲରେ ହିନ୍ଦୀ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ଜବାହରଲାଲ ହାଇସ୍କୁଲରେ ହିନ୍ଦୀ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବିଲେଇସର୍ଡା ହାଇସ୍କୁଲର ପ୍ରଧାନ ଶିକ୍ଷକ ସ୍ୱାଧୀନ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ଦିବସର ଉଦ୍ଦେଶ୍ୟ, ହିନ୍ଦୀ ଭାଷାର ମହତ୍ୱ ବଜାୟ
Read More...

ଶବଦାହ ପାଇଁ ମାଗଣାରେ କାଠ ଯୋଗାଇବେ ସମାଜସେବୀ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ସହର ତଥା ଆଖପାଖ ଗ୍ରାମର ଅନେକ ବ୍ୟକ୍ତିଙ୍କ ମୃତ୍ୟୁ ପରେ ଅନ୍ତିମ ସତ୍କାର ପାଇଁ ବରଗଡ଼ ଜୀରା ନଦୀ କୂଳରେ ଥିବା ସ୍ୱର୍ଗଦ୍ୱାର ଉପରେ ନିର୍ଭର କରିଥାନ୍ତି । ହେଲେ ଏଠାରେ ଅନେକ ଦିନରୁ ଶବଦାହ ପାଇଁ କାଠର ଅଭାବ ଦେଖିବାକୁ ମିଳିଥିଲା । ଅନେକ ଅନୁଷ୍ଠାନ
Read More...

ବଲାଙ୍ଗିର ସିନିୟର ନକ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଏକାଦଶ ଦିବସ

ପ୍ରୋଗ୍ରେସିଭ କ୍ଲବ, ମହିପୁର, ଖୁଣ୍ଟସମଲେଇ ଓ ଜିଏସ୍‌ପି ଟିଟିଲାଗଡ ବିଜୟୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଆଜି ଜରାସିଂହା ପଡିଆରେ ମହିପୁର ୨-୧ ଗୋଲରେ ହାତିସରାକୁ ହରାଇ ଗ୍ରୁପ ଚମ୍ପିୟାନ ହୋଇଛି । କ୍ରୀଡା ସଂସଦର ଟୁର୍ଣ୍ଣାମେଣ୍ଟ
Read More...

ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଘୋରଡିଆ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଆଜି ନୂଆ ପ୍ରଧାନ ଶିକ୍ଷକ ଭାବେ ଉମେଶ ଚନ୍ଦ୍ର ଦାଶ ଯୋଗଦାନ କରିଛନ୍ତି । ବହୁ ଦିନ ହେଲା ପ୍ରଧାନ ଶିକ୍ଷକ/ଅନ୍ୟାନ ଶିକ୍ଷକ ଅଭାବୀ ନେଇ ବାରମ୍ବାର ଅଭିଯୋଗ ହୋଇ ଆସୁଥିବା
Read More...