Monthly Archives

September 2022

ଜଗତଗୁରୁ ଶଙ୍କରାଚାର୍ଯ୍ୟ ସ୍ୱାମୀ ସ୍ୱରୂପାନନ୍ଦ ସରସ୍ୱତୀ ମହାରାଜଙ୍କ ଦେହତ୍ୟାଗ

ନରସିଂହପୁର : ମଧ୍ୟପ୍ରଦେଶର ନରସିଂହପୁର ଜିଲ୍ଲାରେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ସ୍ୱାମୀ ସ୍ୱରୂପାନନ୍ଦ ସରସ୍ୱତୀ ମହାରାଜ ୯୯ ବର୍ଷ ବୟସରେ ଦେହତ୍ୟାଗ କରିଛନ୍ତି । ଝାତେଶ୍ୱର ପରମହଂସୀ ଗଂଗା ଆଶ୍ରମରେ ସ୍ୱାମୀ ସ୍ୱରୂପାନନ୍ଦ ସରସ୍ୱତୀ ମହାରାଜଙ୍କ ସ୍ୱର୍ଗାରୋହଣ ହୋଇଛି । ଆସନ୍ତାକାଲି ଝାତେଶ୍ୱର
Read More...

ଭାରତୀ ବିଦ୍ୟାପୀଠରେ ଆଜାଦୀ କା ଅମୃତ ମହୋତ୍ସବ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସ୍ଥିତ ଭାରତୀ ବିଦ୍ୟାପୀଠରେ ଆଜାଦୀ କା ଅମୃତ ମହୋତ୍ସବ ଆଜି ପାଳିତ ହୋଇଯାଇଛି । ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଏସ. ରାଜଲକ୍ଷ୍ମୀ ରେଡ୍ଡୀଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବେ ବିଇଓ ଭାଗିରଥି
Read More...

ନକଲି ଔଷଧ ମାମଲାରେ ଦୁଇ ଜଣଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଲା ପ୍ରଶାସନ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ନକଲି ଔଷଧ ମାମଲାରେ ଦୁଇ ଜଣଙ୍କ ଲାଇସେନ୍ସ ପଦ ରଦ୍ଧ ହୋଇଥିବା ଜଣାପଡିଛି । ନକଲି ମେଡିସିନ୍ ଘଟଣାରେ କଟକ ପୁରୀଘାଟ ଥାନାରେ ଏତଲା ଦିଆଯିବା ପରେ ଏହି ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଦୁଇ ଡିଷ୍ଟ୍ରିବ୍ୟୁଟର ଭି.ଆର୍ ଏଜେନ୍ସି ଓ ପୂଜା
Read More...

ଲଖମରା ସରସ୍ଵତୀ ଶିଶୁ ମନ୍ଦିରରେ ମାତୃ ସମ୍ମିଳନୀ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଲଖମରା ସରସ୍ୱତୀ ଶିଶୁ ମନ୍ଦିରଠାରେ ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରାରମ୍ଭଠାରୁ ଅଷ୍ଟମ ଶ୍ରେଣୀର ଭାଇ ଭଉଣୀଙ୍କ ଅଭିଭାବିକା ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଲଖମରା ମହାବିଦ୍ୟାଳୟର
Read More...

ବ୍ରାହ୍ମଣୀ ଗ୍ରାମରେ ଦାଦନ ଶ୍ରମିକ ସଚେତନତା ଶିବିର

ପାଟଣାଗଡ, (ଗୋରେଖନାଥ ବରିହା) : ଖପ୍ରାଖୋଲ ବ୍ଲକ୍‌ର ବ୍ରାହ୍ମଣୀ ଗ୍ରାମରେ ଖପ୍ରାଖୋଲ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଦାଦନ ଶ୍ରମିକମାନଙ୍କ ସଚେତନତା ପାଇଁ ଗୋଟିଏ ଶିବିର ଆୟୋଜିତ ହୋଇଯାଇଛି । ଉକ୍ତ ସଭାରେ ବ୍ଲକ୍ ପ୍ରାଣୀ ସମ୍ପଦ ଅଧିକାରୀ ଡ଼ ସୁଜିତ କୁମାର ଶତପଥୀ ଅଧ୍ୟକ୍ଷତା କରି
Read More...

ପାଣି ଘେରରେ ୩ ନଂ. ୱାର୍ଡର ତାଲପାଲିପଡାବାସୀ : ଘଟଣାସ୍ଥଳରେ ପହଂଚି ରିଲିଫ ବଣ୍ଟନ କଲେ ପୌରାଧ୍ୟକ୍ଷା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଜିଲ୍ଲାରେ ବର୍ଷା ଲାଗି ରହିଥିବା ବେଳେ ବଲାଙ୍ଗିର ପୌରପରିଷଦ ଅନ୍ତର୍ଗତ ୱାର୍ଡ ନଂ ୩ର ତାଲପାଲି ପଡାରେ ରହୁଥିବା ଲୋକମାନେ ପାଣି ଘେରରେ ରହିଛନ୍ତି । ତେବେ ଖବର ପାଇ ବଲାଙ୍ଗିର ପୌରପରିଷଦର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ
Read More...

ଖୁଜେନପାଲି ଗ୍ରାମରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ଥାନା ଅନ୍ତର୍ଗତ ଖୁଜେନପାଲି ଗାଁ ଦାଣ୍ଡରେ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି । ମୃତ ଯୁବକ ଜଣଙ୍କ ହେଉଛନ୍ତି ସେହି ଗାଁର କୁମ୍ଭାର ଗଳିରେ ରହୁଥିବା ସୁରେଶ ଭୁଏ (୪୫) । ମୃତକଙ୍କ ପରିବାର ଲୋକେ ଏହା ଏକ
Read More...

ଆଗକୁ ରାଜ୍ୟପାଳ, ଉପରାଜ୍ୟପାଳ ନିଯୁକ୍ତି : ପୁଣି ଚର୍ଚ୍ଚାରେ ଓଡ଼ିଶା

ନୂଆଦିଲ୍ଲୀ : ଓଡ଼ିଶା ଉପରେ ଏବେ ବିଜେପିର ଆଖି । ନିର୍ଦ୍ଦିଷ୍ଟ ସମୟ ସଂପର୍କରେ ସ୍ପଷ୍ଟ ସୂଚନା ଦେଇ ନଥିଲେ ବି ସରକାର ଗଢ଼ିବୁ ବୋଲି ଗତ ମାସରେ ଓଡ଼ିଶାଗସ୍ତ କାଳରେ କେନ୍ଦ୍ର ସ୍ୱରାଷ୍ଟ୍ର ବ୍ୟାପାର ମନ୍ତ୍ରୀ ତଥା ଦଳର ମୁଖ୍ୟ ରଣନୀତିକାର ଅମିତ ଶାହା ବକ୍ତବ୍ୟ ରଖିଥିଲେ । ଏହା ପରେ ପରେ
Read More...

ଖତ ଖାଉଛି ସମବାୟ ବ୍ୟାଙ୍କର ଭ୍ରାମ୍ୟମାଣ ଶାଖା ଗାଡ଼ି

ବରଗଡ଼, (କେପିଏନ୍‌ଏସ୍‌) : କୃଷି ପ୍ରଧାନ ବରଗଡ଼ ଜିଲ୍ଲାର କୃଷକମାନଙ୍କ ବିଭିନ୍ନ ସମସ୍ୟା ଦୂର କରିବା ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି । ସେଥିମଧ୍ୟରୁ କୃଷକମାନେ ଯେପରି ନିଜ ଗ୍ରାମରେ ଥାଇ ଚାଷ ସମ୍ପର୍କିତ ସମସ୍ତ ସୁବିଧା ପାଇ ପାରିବେ ସେଥିପାଇଁ ନାବାର୍ଡ ମାଧ୍ୟମରେ
Read More...

ଅବିଭାବକ ଓ ଶିକ୍ଷକ ସମନ୍ୱୟ ବୈଠକ ଅନୁଷ୍ଠିତ

କଲମପୁର : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅଧିନସ୍ଥ ଧନପୁର ଅଚ୍ୟୁତାନନ୍ଦ ହାଇସ୍କୁଲ ଏବଂ ଜୟପାଟଣା ବ୍ଲକ ଅଧିନସ୍ଥ ବାଣ୍ଡିଗାଁ ଅମୂଲ୍ୟ କୁମାର ସ୍ମୃତି ଉଚ୍ଚ ବିଦ୍ୟାପୀଠଠାରେ ଉଭୟ ଅବିଭିବକ ଓ ଶିକ୍ଷକଙ୍କ ମଧ୍ୟରେ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବାଣ୍ଡିଗାଁ ଅମୂଲ୍ୟ କୁମାର
Read More...