Daily Archives

ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ଅଞ୍ଚଳର ବ୍ୟବସ୍ଥିତ ୦୩ଟି କେନ୍ଦ୍ରରେ ୧୮ରୁ ଅଧିକ ବୟସର…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ଜିଲ୍ଲାର ବିନିକା ଓ ବୀରମହାରାଜପୁର ଅଂଚଳର ୦୩ଟି ବ୍ୟବସ୍ଥିତ ଟୀକାକେନ୍ଦ୍ରରେ ୧୮ରୁ ଅଧିକ ବୟସର ହିତାଧିକାରୀଙ୍କ ସହ ଏଚସିଡବ୍ଲୁ /ଏଫଏଲଡବ୍ଲୁ ଏବଂ ୬୦ ବର୍ଷରୁ ଅଧିକ
Read More...

ରାଉରକେଲା ମହାନଗର ପକ୍ଷରୁ ଖାଦ୍ୟ ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ୦୧ ଅକ୍ଟୋବର ୨୦୨୨ ଶାରଦୀୟ ପୂଜା ଏବଂ ହକି ବିଶ୍ୱ କପ୍‌କୁ ନଜରରେ ରଖି ଶନିବାର ରାଉରକେଲା ମହାନଗର ନିଗମ ସଭାଗୃହରେ ଖାଦ୍ୟ ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ରାଉରକେଲା ମହାନଗର ନିଗମ ଆୟୁକ୍ତ ଡ. ଶୁଭଙ୍କର ମହାପାତ୍ରଙ୍କ
Read More...

ଆର୍ନ୍ତଜାତୀୟ ବରିଷ୍ଠ ନାଗରିକ ଦିବସ : ଶତାୟୁ ଭୋଟରଙ୍କୁ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ ଅବସରରେ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାବଳୀ ଅନୁସାରେ ଶତାୟୁ ଭୋଟରମାନଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହି କ୍ରମରେ ଆଜି ଇଆରଓ ତଥା ପଦ୍ମପୁର ଉପଜିଲ୍ଲାପାଳ ତ୍ରିଲୋଚନ ପାତ୍ର ପଦ୍ମପୁର ବିଧାନ ସଭା
Read More...

ନେହେରୁ ଯୁବକେନ୍ଦ୍ର ସଂଗଠନ ପକ୍ଷରୁ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ନେହେରୁ ଯୁବକେନ୍ଦ୍ର ସଂଗଠନ ବରଗଡ଼ ତରଫରୁ ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ବୁରୋମୁଣ୍ଡାଠାରେ ସ୍ୱଚ୍ଛ ଭାରତ ଅଭିଯାନର ଶୁଭାରମ୍ଭ କରାଯାଇଛି । ସୂଚନାଯୋଗ୍ୟ ଯେ, ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ଅନ୍ତର୍ଗତ ନେହେରୁ
Read More...

ପ୍ରାକ୍ତନ ରାଜ୍ୟପାଳ ଡଃ ସୁରେନ୍ଦ୍ରନାଥ ଦ୍ୱିବେଦୀ ଓ ଶ୍ରମିକ ନେତା ବିଦ୍ୟାଧର ବାରିକଙ୍କୁ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ହିନ୍ଦ୍ ମଜଦୂର ସଭା ସହବନ୍ଧିତ ସୁନ୍ଦରଗଡ଼ ଜିଲ୍ଲା ଶିଳ୍ପାଞ୍ଚଳ ଶ୍ରମିକ ସଭା ଓ କେନ୍ଦ୍ରୀୟ ଶ୍ରମିକ ଶିକ୍ଷା ବୋର୍ଡର ମିଳିତ ଆୟୋଜନ କ୍ରମେ ହିନ୍ଦ୍ ମଜଦୂର ସଭାର, ବିଶ୍ରା ରୋଡ, ରାଉରକେଲା କାର୍ଯ୍ୟାଳୟ ପ୍ରାଙ୍ଗଣରେ ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ,
Read More...

ଅଲାତରା ଗ୍ରାମ ପଞ୍ଚାୟତଠାରେ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ଅଲାତରା ଗ୍ରାମ ପଞ୍ଚାୟତଠାରେ ସରପଞ୍ଚ ସସ୍ମିତା ନାଗଙ୍କ ନେତୃତ୍ୱରେ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଚଞ୍ଚଳ ହରିଜନ, ନାଏବ ସରପଞ୍ଚ ନରେଶ
Read More...

ମଦନପୁରଠାରେ ମା’ ପାଟଖଣ୍ଡାଙ୍କ ଛତର ଯାତ୍ରା

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମଦନପୁର ଗଡତଳ ପୀଠଠାରେ ମା' ପାଟଖଣ୍ଡାଙ୍କ ଛତର ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ମଦନପୁର ରାମପୁର ରାଜ ପରିବାରର ବୁଧେନ୍ଦ୍ର ସିଙ୍ଗଦେଓ, ଭୁବନ ସିଙ୍ଗଦେଓ, ମହେନ୍ଦ୍ରାଦିତ୍ୟ ସିଙ୍ଗଦେଓ, ନୀଳମାଧବ ସିଙ୍ଗଦେଓ ତଥା
Read More...

ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲିପ କୁମାର ଧାଉଡିଆ) : ଆଜି ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଆସୋସିଏସନ୍ ଫର ଭଲୟୁନଟାରୀ ଆକସନ (ଆଭା), ବରିଷ୍ଠ ନାଗରିକ ସଂଘ ଡେଲାଙ୍ଗର ମିଳିତ ଆନୁକୂଲ୍ୟରେ "ଆଭା 'ପରିସରରେ ପାଳିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ
Read More...

ସାଉନ୍ତମୁଣ୍ଡା କାଲିଝରନ ରାସ୍ତାର ଭିତ୍ତିପ୍ରସ୍ତର ଦେଲେ ନରସିଂହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ବଲାଙ୍ଗିର ସଦର ବ୍ଲକ ସ୍ଥିତ ସାଉନ୍ତମୁଣ୍ଡା ଠାରେ ସାଉନ୍ତମୁଣ୍ଡା କାଲିଝରନ ରାସ୍ତା ଶୁଭ ଭିତ୍ତିପ୍ରସ୍ତର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କ କରକମଳରେ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ୧୧ କି.ମି. ରାସ୍ତାର ଅଟକଳ ମୂଲ୍ୟ ହେଲା ୭ କୋଟି ୬୧ ଲକ୍ଷ
Read More...

ନିଜାରତ ଅଫିସର ଗୁରେଶ୍ୱର ଭୋଇଙ୍କୁ ମିଳିଲା ପଦୋନ୍ନତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ନିଜାରତ ଅଫିସର ତଥା ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ଅଧିକାରୀ ଭାବେ କାର୍ଯ୍ୟ ତୁଳାଉଥିବା ଗୁରେଶ୍ୱର ଭୋଇ ଓଡିଶା ରେଭେନ୍ୟୁ ସର୍ଭିସରୁ ଓଏଏସ୍‌ କନିଷ୍ଠ ଶାଖାକୁ ପଦୋନ୍ନତି ପାଇଛନ୍ତି । ଏଥିପାଇଁ ତାଙ୍କ ଶୁଭେଚ୍ଛୁଙ୍କ ମହଲରେ ଖୁସିର ମାହୋଲ
Read More...