Daily Archives

ବ୍ରାହ୍ମଣ ଟିକିରା ଦୁର୍ଗାପୂଜା ପାଇଁ କଳସ ଶୋଭାଯାତ୍ରା

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ରେଶମ ବ୍ରାହ୍ମଣ ଟିକିରାଠାରେ ୪୦ତମ କଳସ ଯାତ୍ରା ଉଦ୍‌ଯାପିତ ହୋଇଯାଇଛି । କର୍ତ୍ତା ଭାବରେ ସୁବାସ ଖମାରୀ ସପତ୍ନିକ ପୂଜାରେ ବସିବା ସହିତ ୨୫୦ ଜଣଙ୍କୁ ନେଇ ଆଜି ଗ୍ରାମ ପରିକ୍ରମା କରି କଳସ ଶୋଭାଯାତ୍ରା ହୋଇଥିଲା ।
Read More...

ଅକ୍ଟୋବର ୧୦ ତାରିଖରେ ବଲାଙ୍ଗିର ବ୍ଲକ ଅନ୍ତର୍ଗତ ଶିବତଳା ଗ୍ରାମରେ ପଞ୍ଚାୟତ ଲୋକ ସେବା ଶିବିର ଅନୁଷ୍ଠିତ ହେବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅକ୍ଟୋବର ୧୦ ତାରିଖ ପୂର୍ବାହ୍ନ ୮ ଘଟିକା ଠାରୁ ବଲାଙ୍ଗିର ବ୍ଲକ ଅନ୍ତର୍ଗତ ଶିବତଳା ଗ୍ରାମ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ପଞ୍ଚାୟତ ଲୋକ ସେବା ଶିବିର ଅନୁଷ୍ଠିତ ହେବ । ଏହି ପଞ୍ଚାୟତ ଲୋକ ସେବା ଶିବିରରେ ଜିଲ୍ଲାର ବିଭିନ୍ନ ବିଭାଗ ପକ୍ଷରୁ ସରକାରଙ୍କ
Read More...

ପାଇକମାଲରେ ବ୍ଲକସ୍ତରୀୟ ବାରିକ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ସ୍ଥିତ ଆଇଓସିଏଲ୍‌ ଗେଷ୍ଟ ହାଉସ ପ୍ରାଙ୍ଗଣରେ ପାଇକମାଲ ବ୍ଲକସ୍ତରୀୟ ବାରିକ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ବ୍ଲକର ସମସ୍ତ ବାରିକ ସମାଜ
Read More...

ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ପଲସଦା ସରକାରୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ମନରଞ୍ଜନ ସାହୁଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ସ୍କୁଲ ପ୍ରଧାନ ଶିକ୍ଷକ ଦ୍ୱିତୀୟ ବେସେରାଙ୍କ ସଭାପତିତ୍ୱରେ ସଭା ଆରମ୍ଭ ହୋଇଥିଲା । ଏଥିରେ ବ୍ଲକ ଶିକ୍ଷା
Read More...

ଅକ୍ଟୋବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅକ୍ଟୋବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଧାର୍ଯ୍ୟ କରାଯାଇଛି । ତଦନୁସାରେ ଅକ୍ଟୋବର ମାସ ୧୦ ତାରିଖ ସକାଳ ଘ୧୦.୩୦ମି ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ
Read More...

ମରୁଆଁ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୨ ମୃତ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଥାନା ଅନ୍ତର୍ଗତ ମରୁଆଁ ଛକଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ପାଟଣାଗଡ଼ ପଟରୁ ପଦ୍ମପୁରକୁ ଯାଉଥିବା ସମୟରେ ଏକ ନୀଳ ରଙ୍ଗର ଏଚ୍‌ଏଫ୍‌ ଡିଲକ୍ସ ଗାଡ଼ି ନଂ ଓଡି୦୩ଭି୦୨୬୧ ପାଟଣାଗଡ଼
Read More...

ଶାସ୍ତ୍ରୀ ନଗର ସହରାଂଚଳ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ଦ୍ଵିତୀୟ ଅଣସଂକ୍ରମଣ ରୋଗ ଚିହ୍ନଟ ଶିବିରର ଆୟୋଜନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ରୁଗୁଡ଼ିପଡ଼ା ହୋଟେଲ ପାର୍କ ଲ୍ୟାଣ୍ଡ ପରିସର ମଧ୍ୟରେ ଜିଲ୍ଲା ସହରାଞ୍ଚଳ ପ୍ରାଥମିକ କେନ୍ଦ୍ର (ୟୁବିଏଚ୍‌ସି) ତଥା ଓଡିଶା ସରକାରଙ୍କ ପରିବାର କଲ୍ୟାଣ ଓ ଜାତୀୟ ସ୍ୱାସ୍ଥ୍ୟ ମିଶନ- ସ୍ୱାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ତରଫରୁ ଦ୍ଵିତୀୟ ଅଣସଂକ୍ରମଣ
Read More...

କୁତମୁଣ୍ଡା ଗ୍ରାମରେ ସଫେଇ କାର୍ଯ୍ୟକ୍ରମ

ପାଟଣାଗଡ଼, (ପୁସ୍ତମ ଯୁଆଡି) : ଆଜି ବଲାଙ୍ଗିର ଜିଲ୍ଲା ପାଟଣାଗଡ ବ୍ଲକ ଅନ୍ତର୍ଗତ କୁତମୁଣ୍ଡା ଗ୍ରାମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । 'ଭାଇ ଜିଉଁତିଆ'କୁ ଆଖି ଆଗରେ ରଖି ଗ୍ରାମର ରାସ୍ତାକଡରେ ଲୋକେ ଫିଙ୍ଗିଥିବା ଅଳିଆ ଆବର୍ଜନା ଜମା ହେଉଥିବାରୁ ବିଭିନ୍ନ ପ୍ରକାରର ରୋଗ ମଧ୍ୟ
Read More...

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ : ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ ଆଉ ତିନି ମାସ ପାଇଁ ଅତିରିକ୍ତ ଚାଉଳ ପାଇବେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ ମାନଙ୍କୁ ଆଉ ତିନି ମାସ ପାଇଁ ଅତିରିକ୍ତ ୫ କେ.ଜି ଚାଉଳ ଯୋଗାଇ ଦେବା ପାଇଁଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ୱାରା ୨.୯୨ ଲକ୍ଷ ପରିବାରର ୯.୦୫ ଲକ୍ଷ ହିତାଧିକାରୀ ଉପକାର ପାଇବେ ।
Read More...

ଛାତ୍ରଛାତ୍ରୀଙ୍କ ଶିଳ୍ପାନୁଷ୍ଠାନ ପରିଭ୍ରମଣ

ବେଲପଡା, (କେପିଏନ୍‌ଏସ୍‌) : ବେଲପଡା ବ୍ଲକ କାନୁଟ ନୋଡାଲ ହାଇସ୍କୁଲ ଧନ୍ଦାମୂଳକ ଛାତ୍ରଛାତ୍ରୀମାନେ ଶିଳ୍ପାନୁଷ୍ଠାନ ପରିଭ୍ରମଣ କରିଛନ୍ତି । ପ୍ରଧାନ ଶିକ୍ଷକ ଶ୍ୟାମସୁନ୍ଦର କହଁର, ଧନ୍ଦାମୂଳକ ପ୍ରଶିକ୍ଷକ ସୁରେନ୍ଦ୍ର ସୁନା ଓ ନିୟତି ମେହେରଙ୍କ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ହୋଇଥିଲା ।
Read More...