Daily Archives

ତେଲେଙ୍ଗାପେଣ୍ଠର ସ୍ୱରାଜ ଆଶ୍ରମରୁ ସଂଗୃହୀତ ହୋଇଛି ପବିତ୍ର ମାଟି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କଟକ ତେଲେଙ୍ଗାପେଣ୍ଠର ସ୍ୱରାଜ ଆଶ୍ରମ, ଯେଉଁଠାରେ ମହାତ୍ମାଗାନ୍ଧୀ ରାତ୍ରୀ ରହଣୀ କରିଥିଲେ, ସେହି ପବିତ୍ର ସ୍ଥଳରୁ ସଂଗୃହୀତ ହୋଇଛି ପବିତ୍ର ମାଟି । ଗଡଗଡିଆ ଘାଟ, ଯେଉଁଠାରୁ ମହାଦେବଙ୍କ ଜଳାଭିଷେକ ନିମନ୍ତେ ଲକ୍ଷ ଲକ୍ଷ ଶିବଭକ୍ତ ଜଳ ସଂଗ୍ରହ କରନ୍ତି,
Read More...

ଗାନ୍ଧିଜୀଙ୍କ ଉପରେ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାଧୀନତାର ଅମୃତ ମହୋତ୍ସବ ତଥା ଗାନ୍ଧୀ ଜୟନ୍ତୀ ପରିପ୍ରେକ୍ଷୀରେ କଟକ ତେଲେଙ୍ଗାପେଣ୍ଠ ସ୍ଥିତ ସ୍ୱରାଜ ଆଶ୍ରମରେ ଆୟୋଜିତ ହୋଇଛି ଗାନ୍ଧିଜୀଙ୍କ ଉପରେ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ । ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରୀପାଠୀ
Read More...

ବାଲିପାଟଣା ଓ ବନମାଳୀପୁରରେ ଅହିଂସା ରଥକୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବାଲିପାଟଣା ଓ ବନମାଳୀପୁରରେ ଅହିଂସା ରଥକୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏହି ଅବସରରେ ଓଡିଶୀ ନୃତ୍ୟ ଓ ଚିତ୍ତାକର୍ଷକ ଗୋଟିପୁଅ ନୃତ୍ୟ ପରିବେଷଣ କରାଯାଇଥିଲା । ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀଙ୍କ ସମେତ ଜନ ପ୍ରତିନିଧିଗଣ ଓ ସ୍ୱୟଂ
Read More...

ଆଜି ଜାତୀୟ ସ୍ୱେଚ୍ଛାକୃତ ରକ୍ତଦାନ ଦିବସ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ଜାତୀୟ ସ୍ୱେଚ୍ଛାକୃତ ରକ୍ତଦାନ ଦିବସ ଅଟେ । ରକ୍ତ ଯୋଗାଣ ପାଇଁ ରାଜ୍ୟ ସରକାର ଅନେକ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ରାଜ୍ୟରେ ମୋଟ ୮୫ଟି ରକ୍ତ ଯୋଗାଣ କେନ୍ଦ୍ର କାର୍ଯ୍ୟକ୍ଷମ ଅଛି । ୨୪ଟି ରକ୍ତ ପୃଥକୀକରଣ ୟୁନିଟ୍ ଏବଂ ୧୧ଟି ରକ୍ତ ଯୋଗାଣ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୪୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୪୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୩ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୩୪୩ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୬ ଜଣ
Read More...

ଗଞ୍ଜାମରେ ୫୦ତମ ବିଦ୍ୟାଳୟସ୍ତରୀୟ ଶିଶୁ ଲେଖକ କର୍ମଶାଳା ସୁବର୍ଣ୍ଣ ଜୟନ୍ତୀ ସମାରୋହ

ଗଞ୍ଜାମ, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ସହର ସ୍ଥିତ ଭାରତୀ ବିଦ୍ୟାଳୟ ସଭାଗୃହରେ ୫୦ତମ ବିଦ୍ୟାଳୟସ୍ତରୀୟ ଶିଶୁ ଲେଖକ କର୍ମଶାଳା ସୁବର୍ଣ୍ଣ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭାଗିରଥି ବେହେରାଙ୍କ ତତ୍ତ୍ୱାବଧାନରେ ଆୟୋଜିତ
Read More...

ସମଲେଇ ପୀଠ : ଆଜି ମା’ କାତ୍ୟାୟନୀ ବେଶରେ ଆଶୀର୍ବାଦ ମୁଦ୍ରାରେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସହରର ବିଭିନ୍ନ ଦେବୀ ପୀଠ ସହ ସମଲେଇ ପୀଠରେ ମଧ୍ୟ ମା’ କାତ୍ୟାୟନୀ ବେଶରେ ଆଶୀର୍ବାଦ ମୁଦ୍ରାରେ ଦର୍ଶନ ଦେଇଛନ୍ତି । ଜଗତ୍‌ ଜନନୀ ମା’ ଦୁର୍ଗତିନାଶିନୀଙ୍କ କାତ୍ୟାୟନୀ ବେଶ ସଂପର୍କରେ ପୌରାଣିକ କଥାବସ୍ତୁ ଆସନ୍ତୁ ଜାଣିବା । ଚନ୍ଦ୍ରହାସୋଜ୍ଜ୍ୱାଳକରା
Read More...

ଆଜି ଓଡ଼ିଶା ଉଠା ଜଳସେଚନ ନିଗମର ୫୦ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରେ କୃଷି ତଥା ଜୀବନ ଜୀବିକା କ୍ଷେତ୍ରରେ ଉଠା ଜଳସେଚନର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିଛି । ଆଜି ଉଠା ଜଳସେଚନ ନିଗମ ଗୌରବମୟ ୫୦ତମ ପ୍ରତିଷ୍ଠା ଦିବସ ପାଳନ କରୁଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିବେ । ଏନେଇ
Read More...

୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ

● ବୌଦ୍ଧିକ ଶକ୍ତିର ପ୍ରସାର ଦିଗରେ ଚଳଚ୍ଚିତ୍ର ଏକ ଶ୍ରେଷ୍ଠ ମାଧ୍ୟମ, ଚଳଚ୍ଚିତ୍ରର ଗୁଣବତ୍ତା ବୃଦ୍ଧି ବୌଦ୍ଧିକ ଚେତନାକୁ ଆହୁରି ପ୍ରଭାବୀ କରିବ : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ● ପୁରସ୍କାର ଆମ ଦେଶର ଆଞ୍ଚଳିକ ସାମର୍ଥ୍ୟକୁ ସାମ୍ନାକୁ ଆଣିଛି; ଉପାନ୍ତ କ୍ଷେତ୍ରର କଳାକାରମାନେ
Read More...

କବିବର ରାଧାନାଥ ରାୟ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ପ୍ରଗତିଶୀଳ ସାହିତ୍ୟନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ଓ ବିଦ୍ୟୁତ କଲୋନୀ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ କବିବର ରାଧାନାଥ ରାୟ ଓ ସହିଦ୍‌ ଭଗତ ସିଂଙ୍କ ଜୟନ୍ତୀ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି ।
Read More...