Daily Archives

ମାଣ୍ଡୋସିଲ ରାବଣ ପୋଡି ପାଇଁ ରାବଣ ବରଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ଗ୍ରାମରେ ଦଶମୀ ଦିନ ୭୧ତମ ସାର୍ବଜନୀନ ଦୁର୍ଗାପୂଜା କମିଟି ପକ୍ଷରୁ ରାବଣ ପୋଡି ମହୋତ୍ସବ ଧୁମ୍‌ଧାମ୍‌ରେ ପାଳିତ ହେବ । ଏଥିପାଇଁ ରାବଣ, ରାମ, ଲକ୍ଷ୍ମଣ, ହନୁମାନ ଓ ନିର୍ଦ୍ଦେଶକଙ୍କୁ ବରଣ କରାଯାଇଛି । ରାବଣ
Read More...

ଟିକ୍ରାପଡାରେ ସଫେଇ ଅଭିଯାନ

ଟିକ୍ରାପଡା, (କେପିଏନ୍‌ଏସ୍‌) : ସଇଁତଲା ବ୍ଲକ ଟିକ୍ରାପଡା ପଞ୍ଚାୟତରେ ସରପଞ୍ଚ ନରେନ୍ଦ୍ର କଲେତଙ୍କ ନେତୃତ୍ୱରେ ସଫେଇ ଅଭିଯାନ ଆରମ୍ଭ ହୋଇଛି । କାର୍ଯ୍ୟକ୍ରମରେ ଡିଏସ୍‌ସି ଦୁଷ୍ମନ୍ତ ସାହୁ, ଡ. ପ୍ରଶାନ୍ତ ସାହୁ, ବିଆର୍‌ସି ଆଶୁତୋଷ ପଟେଲ ଯୋଗ ଦେଇଥିଲେ । ଏମ୍‌ବିକେ ପ୍ରମଦା ରାଜପଲିଆ,
Read More...

ଇଲେକ୍ଟ୍ରୋନିକ ସ୍କୁଟି ନିର୍ମାଣ କାରଖାନାରେ ଅଗ୍ନିକାଣ୍ଡ

ଚଣ୍ଡିଖୋଲ : ବଡ଼ଚଣା ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥର ବଡ଼ଚଣା ଛକ ନିକଟ ଭାରତ ବେଞ୍ଜ କମ୍ପାନୀ ପରିସରରେ ଥିବା ଏକ ଇଲୋକ୍ଟ୍ରୋନିକ ସ୍କୁଟି ନିର୍ମାଣକାରୀ କମ୍ପାନୀ ଇଭିଇ କାରଖାନାରେ ଶନିବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟି ବ୍ୟାପକ କ୍ଷତି ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ,
Read More...

ଗାନ୍ଧୀ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ସୋନିଆ ଗାନ୍ଧୀଙ୍କ ସମେତ ବହୁ ନେତା ରାଜଘାଟରେ ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ : ସାରା ଦେଶରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୩ତମ ଜୟନ୍ତୀ ଆଜି ପାଳନ କରାଯାଉଛି । ସାରା ଦେଶରେ ବାପୁଙ୍କ ସ୍ମୃତିରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଛି । ଇତି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଘାଟ ପହଞ୍ଚି ମହାତ୍ମାଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ
Read More...

କୁଡ଼ାସିଂହାରେ ଦୁର୍ଗାପୂଜା ପାଇଁ କଳସ ଶୋଭାଯାତ୍ରା

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କୁଡାସିଂହାରେ ସାର୍ବଜନୀନ ଦୁର୍ଗାପୂଜା କମିଟି ତରଫରୁ ଶନିବାର ବିଲ୍ଵବରଣ ଓ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ପୂଜାରେ କର୍ତ୍ତା ଭାବେ ଡା. ଲଳିତ ସାହୁ ଏବଂ ପତ୍ନୀ ସୋନାଲିକା ସାହୁ ଓ ପୁରୋହିତ ଭାବେ ରଘୁ
Read More...

ଗାନ୍ଧୀ ସ୍ମୃତି କମିଟି ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗାନ୍ଧୀଙ୍କ ବିଚାର ଓ ବାର୍ତ୍ତା ଯୁଗଯୁଗ ଧରି ସମଗ୍ର ବିଶ୍ଵକୁ ଶାନ୍ତିର ସହ ସହାବସ୍ଥାନ ପାଇଁ ପ୍ରେରଣା ଯୋଗାଇବ ଓ ପ୍ରଭାବିତ କରିବ ବୋଲି ଗାନ୍ଧୀ ସ୍ମୃତି କମିଟି ପକ୍ଷରୁ ଆୟୋଜିତ ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ବକ୍ତାମାନେ ମତ ପ୍ରକାଶ କରିଥିଲେ । ସ୍ଥାନୀୟ
Read More...

ରାଜକିୟ ପରମ୍ପରା ଖଣ୍ଡା ଧୁଆ ସହ ପଦ୍ମପୁର ରାଜବାଟୀରେ ଆରମ୍ଭ ହେଲା ଦୁର୍ଗାପୂଜା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗଣତନ୍ତ୍ରରେ ରାଜତନ୍ତ୍ରର ମହକ ଦେଇଥାଏ ପଦ୍ମପୁର ସାର୍ବଜନୀନ ଦୁର୍ଗାପୂଜା । ରାଜ ଭକ୍ତି ଓ ଭାଇଚାରାର ଅନନ୍ୟ ମିଳନ ପଦ୍ମପୁର ରାଜବାଟୀରେ ହେଉଥିବା ଦୁର୍ଗାପୂଜା । ପୁରାତନ ବୋଡାସମ୍ବର ରାଜାଙ୍କ ଶାସନାଧିନ ଅଂଚଳମାନଙ୍କରେ ଆଜି ମଧ୍ୟ ସମସ୍ତେ ମିଶି
Read More...

ଶାଲେପାଲି ଅଞ୍ଚଳରୁ ପ୍ରେମିକାଙ୍କ ମୋବାଇଲ ଓ ଟଙ୍କା ନେଇ ଛୁ’ ମାରିଲା ପ୍ରେମିକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପ୍ରେମିକାଙ୍କ ମୋବାଇଲ ଓ ଟଙ୍କା ନେଇ ଛୁ’ ମାରିଲା ପ୍ରେମିକ । ଏମିତି ଏକ ଅଭିଯୋଗ ଆସିଛି ବଲାଙ୍ଗିର ଟାଉନଥାନା ଅନ୍ତର୍ଗତ ଶାଲେପାଲି ଅଞ୍ଚଳରୁ । ଅଭିଯୋଗକାରିଣୀ ମହିଳା ଜଣକ ହେଉଛନ୍ତି ବଲାଙ୍ଗିର ଜିଲ୍ଲା ତୁଷୁରା ଅଞ୍ଚଳର । ସୂଚନା ଅନୁସାରେ ବର୍ଷକ ତଳେ
Read More...

ରେଳ ଧାରଣାରୁ ଅଜଣା ଶବ ଉଦ୍ଧାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ରେଳ ଧାରଣାରୁ ଅଜଣା ବ୍ୟକ୍ତିଙ୍କ ଶବ ଉଦ୍ଧାର କରାଯାଇଥିବା ଜଣାପଡିଛି । ବେହେରାପାଲି ରେଳୱେ ଓଭରବ୍ରିଜ ନିକଟରୁ ଜିଆର୍‌ପି ପୁଲିସ ଏହି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲକୁ ପଠାଇଥିବା ଜଣାପଡିଛି ।
Read More...

ଆଜି ଶାସ୍ତ୍ରୀ ଜୟନ୍ତୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଦେଶର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ୍‌ ବାହାଦୁର ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ ଅଟେ । ଆସନ୍ତୁ ଜାଣିବା ଶାସ୍ତ୍ରୀଙ୍କ ବିଷୟରେ କେତେକ କଥା । ଲାଲ ବାହାଦୁର ଶାସ୍ତ୍ରୀ ୧୯୦୪ ମସିହା ଅକ୍ଟୋବର ୨ ତାରିଖରେ ବାରଣାସୀର ମୁଗଲସରାୟଠାରେ ଜନ୍ମ ଗ୍ରହଣ
Read More...