Daily Archives

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୩୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୩୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୨୭୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୭ ଜଣ
Read More...

ବ୍ରାଉନସୁଗାର ଜବତ : ୧ ଗିରଫ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ହାବେଳିପଡ଼ିଆରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ପ୍ରାୟ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ ସହ ସିଦ୍ଧାର୍ଥ ନାୟକ(୨୩) ନାମକ ଜଣେ ଯୁବକଙ୍କୁ ପୋଲିସ ଗିରଫ କରି ଥିବା ଜଣାପଡିଛି । ସୂଚନା ଅନୁସାରେ, ତାଙ୍କ ଘର ଖୋର୍ଦ୍ଧାର
Read More...

ଆଜି ପବିତ୍ର ଗାନ୍ଧୀ ଜୟନ୍ତୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ମହାତ୍ମା ଗାନ୍ଧୀଙ୍କ ୧୫୩ତମ ପବିତ୍ର ଜନ୍ମ ଜୟନ୍ତୀ । ପ୍ରତିବର୍ଷ ଅକ୍ଟୋବର ମାସର ଦୁଇ ତାରିଖକୁ ଗାନ୍ଧୀ ଜୟନ୍ତୀ ଭାବେ ପାଳନ କରାଯାଏ । ତେବେ ଆସନ୍ତୁ ଏହି ଦିବସ ବିଷୟରେ କିଛି ଜାଣିବା । ଜାତିର ପିତା ମହାତ୍ମା ଗାନ୍ଧୀ ୧୮୬୯ ମସିହା ଅକ୍ଟୋବର ୨
Read More...

କଟକରେ ଦୁର୍ଗାପୂଜା ପାଇଁ କମିଶନରେଟ୍ ପୋଲିସର ପ୍ରସ୍ତୁତି

କଟକ : ଦୁର୍ଗାପୂଜାକୁ ନେଇ କମିଶନରେଟ୍‌ ପୋଲିସର ପ୍ରସ୍ତୁତି । କଟକ ସହରରେ ଶାନ୍ତି ଶୃଙ୍ଖଳାର ସହ ଦୁର୍ଗାପୂଜା କରିବା ପାଇଁ କମିଶନରେଟ୍‌ ପୋଲିସ ସହଯୋଗରେ କଡ଼ା ସୁରକ୍ଷାର ବ୍ୟବସ୍ଥା କରାଯାଇଛି । ସେଥିପାଇଁ ସହରକୁ ୫୫ ପ୍ଲାଟୁନ୍‌ ପୋଲିସ ଫୋର୍ସ ଜଗିବେ ବୋଲି କହିଛନ୍ତି କମିଶନରେଟ୍‌
Read More...

ଛତ୍ରପୁର ସଂସ୍କୃତି ଭବନ ପରିସରରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ-୨୦୨୨ ଆୟୋଜିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓଡିଶା ତରଫରୁ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ-୨୦୨୨ ଅବସରରେ ଗତକାଲି ଛତ୍ରପୁର ସ୍ଥିତ ସଂସ୍କୃତି ଭବନ ପରିସରରେ ଆୟୋଜିତ ହୋଇଯାଇଛି । ବରିଷ୍ଠ ନାଗରିକମାନଙ୍କୁ ମାଗଣାରେ ସ୍ୱାସ୍ଥ୍ୟ
Read More...

ଶିମିଳିପାଳ-ସାତକୋଶିଆ କରିଡର ଶୀର୍ଷକ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଦ୍ୱାରା ଶିମିଳିପାଳ-ସାତକୋଶିଆ କରିଡର ଶୀର୍ଷକ ଏକ ଅନୁଧ୍ୟାନମୂଳକ ପୁସ୍ତକ ଉନ୍ମୋଚିତ ହୋଇଯାଇଛି । ସହୀଦ୍‌ନଗର ସ୍ଥିତ ପ୍ରକୃତି ଭବନରେ ଆୟୋଜିତ ଏକ ସଭାରେ ପୁସ୍ତକର ଲେଖକ ତଥା ଲୋକାୟୁକ୍ତ ସଦସ୍ୟ ଡାକ୍ତର
Read More...

ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ନିକଟରେ ଏକ ପ୍ରାର୍ଥନା ସଭା ଅନୁଷ୍ଠିତ ହେବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାତ୍ମା ଗାନ୍ଧୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉପଲକ୍ଷେ ଆଜି ସକାଳ ୯ଟା ୩୦ ମିନିଟରେ ବିଧାନସଭା ପ୍ରାଙ୍ଗଣ ସ୍ଥିତ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ନିକଟରେ ଏକ ପ୍ରାର୍ଥନା ସଭା ଅନୁଷ୍ଠିତ ହେବ । ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତିଙ୍କ ସମେତ ବହୁ
Read More...

“ଓଡ଼ିଶାରେ ଗାନ୍ଧିଜୀ” ଶୀର୍ଷକ ଏକ ସ୍ୱତନ୍ତ୍ର ପୁସ୍ତକ ଉନ୍ମୋଚନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ କାର୍ଯ୍ୟକ୍ରମ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ "ଓଡ଼ିଶାରେ ଗାନ୍ଧିଜୀ" ଶୀର୍ଷକ ଏକ ସ୍ୱତନ୍ତ୍ର ପୁସ୍ତକ ଉନ୍ମୋଚନ କରିବେ । ଗାନ୍ଧିଜୀଙ୍କ ଓଡ଼ିଶା ଗସ୍ତ ସମ୍ପର୍କିତ ବହୁ ଉପାଦେୟ ତଥ୍ୟ ଏଥିରେ ସ୍ଥାନୀତ ହୋଇଛି ।
Read More...

ମହାତ୍ମାଗାନ୍ଧୀଙ୍କ ପ୍ରିୟ ଭଜନ ଗୁଡିକର ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ତଥା ଅହିଂସା ରଥ ପରିକ୍ରମାର ସମାପନ ଦିବସ ପରିପ୍ରେକ୍ଷୀରେ ସାଂସ୍କୃତିକ ବିଭାଗ ପକ୍ଷରୁ ମହାତ୍ମାଗାନ୍ଧୀଙ୍କ ପ୍ରିୟ ଭଜନ ଗୁଡିକର ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ୦୨ ଅକ୍ଟୋବର, ୨୦୨୨ ତାରିଖ ସନ୍ଧ୍ୟା ୬ଟା ୩୦
Read More...

୨୦୨୨ ସେପ୍ଟେମ୍ବର ମାସରେ ୧,୪୭,୬୮୬ କୋଟି ଟଙ୍କାର ସକଳ ଜିଏସଟି ରାଜସ୍ୱ ଆଦାୟ

• କ୍ରମାଗତ ୭ ମାସ ଧରି ମାସିକ ଜିଏସଟି ରାଜସ୍ୱ ସଂଗ୍ରହ ୧.୪ ଲକ୍ଷ କୋଟିରୁ ଅଧିକ ରହିଛି• ଓଡ଼ିଶାରେ ଜିଏସଟି ସଂଗ୍ରହ ୧୩ ପ୍ରତିଶତ ବଢ଼ିଲା ; ସେପ୍ଟେମ୍ବର ୨୦୨୨ ମାସରେ ୩ ହଜାର ୭୬୫ କୋଟି ଟଙ୍କାର ଜିଏସଟି ଆଦାୟ• ସେପ୍ଟେମ୍ବର ୨୦୨୨ରେ ସଂଗୃହିତ ଜିଏସଟି ରାଜସ୍ୱ ୨୦୨୧ର ସମାନ ମାସ ତୁଳନାରେ
Read More...