Daily Archives

ବାଲିଗଦାରେ ପୋତି ହୋଇ ୬ ମୃତ

ଜୟପୁର : ରାଜସ୍ଥାନର କରୌଲି ଜିଲ୍ଲା ଅଧୀନସ୍ଥ ସିମିର ପଞ୍ଚାୟତରେ ଏକ ବାଲିଗଦା ଭୁଶୁଡ଼ି ପଡ଼ିବାରୁ ତଳେ ପୋତିହୋଇ ଗୋଟିଏ ପରିବାର ୬ ଜଣଙ୍କ ମୃତ୍ୟୁ ଘଟିଛି । ଅନ୍ୟ ୪ ଜଣ ଆହତ ହୋଇଛନ୍ତି । ଗାଁ ଲୋକେ ବାଲି ହଟାଇ ସେମାନଙ୍କୁ ଉଦ୍ଧାର କରିଥିଲେ । ସେତେବେଳକୁ ରାମନିରି ମାଲି(୪୦), ଝିଅ
Read More...

ଖପ୍ରାଖୋଲ ପୋଲିସର ପେଟ୍ରୋଲିଂ ବେଳେ ଧଣ୍ଡାମୁଣ୍ଡା ଗାଁ ନିକଟରୁ ବୋଲେରୋ ଗାଡି ସହ ୫ ଶିଶୁ ସମେତ ୧୬ ଦାଦନ ଶ୍ରମିକ…

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ଥାନା ଧଣ୍ଡାମୁଣ୍ଡା ହାଇସ୍କୁଲ ଛକ ଠାରେ ପେଟ୍ରୋଲିଂ ବେଳେ ପୋଲିସ ୫ ଶିଶୁ ସମେତ ୧୬ ଦାଦନ ଶ୍ରମିକ ମଙ୍ଗଳବାର ଅପରାହ୍ନରେ ଉଦ୍ଧାର କରିଥିବା ଜଣାଯାଇଛି । ସୂଚନା ଅନୁସାରେ, ଥାନା ଏସ୍‌ଆଇ ଗୋପୀନାଥ ମହାକୁଡ଼ଙ୍କ ନେତୃତ୍ୱରେ
Read More...

ଚିରସ୍ରୋତା ହେବ ଛିଣ୍ଡା ଖରସ୍ରୋତା

ଯାଜପୁର : ଯାଜପୁର ଜିଲ୍ଲା ଦେଇ ପ୍ରବାହିତ ଛିଣ୍ଡା ଖରସ୍ରୋତାକୁ ପୁନଃ ଉଦ୍ଧାର କରିବାକୁ ଜଳ ସମ୍ପଦ ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି । ଏହି ମର୍ମରେ ଜଳ ସମ୍ପଦ ବିଭାଗର ଅଧସ୍ଥନ ସଚିବ ଭାଗିରଥି ପାଢୀ ପ୍ରକଳ୍ପ ନିର୍ମାଣ ଓ ଅନୁଦାନ ମଞ୍ଜୁର ସମ୍ପର୍କରେ ପ୍ରସ୍ତାବ ଦେବା ସହ ଆବଶ୍ୟକ
Read More...

ବିଲେଇସର୍ଡା ହାଇସ୍କୁଲରେ ଅନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ଜବାହାରଲାଲ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଅନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସ୍ୱାଧୀନ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ସରପଞ୍ଚ
Read More...

ଭେରୁଆଭଟ୍ଟାରେ ଡ୍ୟାନ୍ସ ଧମାକା- ୨୦୨୨ ଅନୁଷ୍ଠିତ

ଭବାନୀପାଟଣାର ମେହେକ ଓ ରୋଶନ ଗ୍ରୁପ ଚାମ୍ପିୟନ ବିବେଚିତ ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଆମ୍ବପାଲି ପଞ୍ଚାୟତର ଭେରୁଆଭଟ୍ଟା ଗ୍ରାମରେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମା' ଦୁର୍ଗତିନାସିନୀ ଦୁର୍ଗାପୂଜା ଉପଲକ୍ଷେ ରାମଜୀ ଯୁବକ ସଂଘ ଆନୁକୂଲ୍ୟରେ ଡ୍ୟାନ୍ସ
Read More...

ବରକେରା ବିଦ୍ୟାଳୟରେ ଆନ୍ତର୍ଜାତୀୟ କନ୍ୟାରତ୍ନ ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ମୁନିନ୍ଦା ଗ୍ରାମ ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ଆନ୍ତର୍ଜାତୀୟ କନ୍ୟାରତ୍ନ ଦିବସ ପାଳିତ ହୋଇଯାଇଛି । ଛାତ୍ରଛାତ୍ରୀମାନଙ୍କୁ ଶପଥ ପାଠ କରାଯାଇଥିଲା । ପରେ ଏକ ସଚେତନତା ରାଲି
Read More...

ଧନୁଯାତ୍ରା ମହୋତ୍ସବ ପ୍ରଚାର ପ୍ରସାର କମିଟିର ପୂର୍ଣ୍ଣାଙ୍ଗ ବୈଠକ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଧନୁଯାତ୍ରା ମହୋତ୍ସବ ଚଳିତ ଥର ଆସନ୍ତା ଡ଼ିସେମ୍ବର ୨୭ ତାରିଖରୁ ଆରମ୍ଭ ହେବାକୁ ଥିବା ବେଳେ ଏଥିପାଇଁ ବିଭିନ୍ନ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କ୍ରମରେ ଆଜି ଜିଲ୍ଲା ପ୍ରଶାସନର ସୂଚନା ଓ ଲୋକସମ୍ପର୍କ ବିଭାଗ କାର୍ଯ୍ୟାଳୟରେ ପ୍ରଚାର
Read More...

ବଲାଙ୍ଗିର ଆନ୍ତଃବିଦ୍ୟାଳୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଫିଫା ୧୭ ବର୍ଷରୁ କମ୍‌ ମସିହା ବିଶ୍ଵକପ- ୨୦୨୨କୁ ଓଡିଶାରେ ପ୍ରୋତ୍ସାହିତ କରିବା ପାଇଁ ଓଡିଶା ସରକାରଙ୍କ ତରଫରୁ ସମସ୍ତଙ୍କ ପାଇଁ ଫୁଟବଲ କାର୍ଯ୍ୟକ୍ରମ ଘୋଷଣା କରାଯାଇଛି । ଏହି ଅବସରରେ ବଲାଙ୍ଗିର ଜିଲ୍ଲାରେ ୧୭ ବର୍ଷରୁ କମ୍‌ ବାଳକ ବାଳିକାମାନଙ୍କ
Read More...

୫୦ ବାଳିକାଙ୍କୁ କିକ୍‌ ଅଫ୍‌ ସଲ୍ୟୁଶନର କ୍ରୀଡ଼ାବୃତ୍ତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅନ୍ତର୍ଜାତୀୟ ବାଳିକା ଦିବସ ଅବସରରେ ଭାରତ ଏବଂ ଆଫ୍ରିକାର ୫୦ ଜଣ ବାଳିକାଙ୍କୁ କ୍ରୀଡ଼ାବୃତ୍ତି ମାଧ୍ୟମରେ ଫିଫା ବିଶ୍ୱକପ୍‌ ଦେଖିବାର ସୁଯୋଗ ଦେଉଛି ସ୍ବେଚ୍ଛାସେବୀ ସଙ୍ଗଠନ କିକ୍‌ଅଫ ସଲ୍ୟୁଶନ । କ୍ରୀଡ଼ା ଦ୍ୱାରା ବିକାଶ ଏହି ସଙ୍ଗଠନର ମୁଖ୍ୟ ଲକ୍ଷ୍ୟ
Read More...

ସାଇକେଲରେ ଚାରିଧାମ ଯାତ୍ରା କରି ଚର୍ଚ୍ଚାରେ ସତ୍ୟବ୍ରତ

ପୁରୀ, (କେପିଏନ୍‌ଏସ୍‌) : ମନରେ ଶ୍ରଦ୍ଧା ଓ ଭକ୍ତି ଥିଲେ ଅସମ୍ଭବ କାର୍ଯ୍ୟ ବି ମଣିଷ ସମ୍ଭବ କରି ଦେଖାଇଥାଏ । ତେବେ ସେଭଳି ଏକ କାର୍ଯ୍ୟ କରି ଚର୍ଚ୍ଚାକୁ ଆସିଛନ୍ତି ସତ୍ୟବ୍ରତ ଦାସ । ସାଇକେଲ ଯୋଗେ ପୁରୀରେ ପହଞ୍ଚି ସତ୍ୟବ୍ରତ ଲୋକଙ୍କ ବେଶ୍‌ ପ୍ରଶଂସା ସାଉଁଟିଛନ୍ତି । କଟକ ଫୁଲନଖରା
Read More...