Daily Archives

ଉଦୟନାଥ ଫର୍ଣ୍ଣିଚର୍‌ର ମାସିକ କିସ୍ତି ଯୋଜନାର ୧୬ତମ ଲକି ଡ୍ର’ ଉଠାଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଉଦୟନାଥ ଫର୍ଣ୍ଣିଚର୍‌ର ମାସିକ କିସ୍ତି ଯୋଜନାର ୧୬ତମ ଲକି ଡ୍ର' ଉଠାଣ ହୋଇଯାଇଛି । ଏହି ଉଠାଣର ବିଜେତା ହେଉଛନ୍ତି ପଦ୍ମପୁର ନିବାସୀ ବର୍ଷା ସିଂ । ଏହି ଉଠାଣ କାର୍ଯ୍ୟକ୍ରମରେ ଉମେଶ ନାୟକ, ଦେବାଶିଷ ପଟ୍ଟନାୟକ, ହର୍ଷବଲ୍ଳଭ ଦେବତା, ଶିବାଶିଷ ପଟ୍ଟନାୟକ
Read More...

ଦୁଷ୍କର୍ମ ମାମଲାରେ ସଜା କାଟୁଥିବା କଏଦୀଙ୍କ ମୃତ୍ୟୁ

ମୟୂରଭଞ୍ଜ : ଦୁଷ୍କର୍ମ ମାମଲାରେ ସଜା କାଟୁଥିବା କଏଦୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ୨୦୧୭ ମସିହାରେ ଏକ ଦୁଷ୍କର୍ମ ମାମଲାରେ ସଜା କାଟୁଥିଲେ ମୟୂରଭଞ୍ଜ ରାଇରଙ୍ଗପୁରର ବିଶୋଇ ଥାନା ଅନ୍ତର୍ଗତ ବିଜାତଳା ବ୍ଲକ କୁମ୍ଭାରସାହି ଗ୍ରାମର ଚୈତନ୍ୟ
Read More...

ଶରଧାବାଲିରେ ୫୫ତମ କୁମାର ଉତ୍ସବ ପାଳିତ

ପୁରୀ, (କେପିଏନ୍‌ଏସ୍‌) : ଶରଧାବାଲିରେ ୫୫ତମ କୁମାର ଉତ୍ସବ ପାଳିତ । ପରମ୍ପରା ଅନୁଯାୟୀ ପୁରୀରେ ଦୀର୍ଘ ୫୫ବର୍ଷ ଧରି ଏହି କୁମାର ଉତ୍ସବ ପାଳିତ ହୋଇଆସୁଛି । ପୁରୀବାସୀ, ସଂସ୍କୃତି ପ୍ରେମୀ, ଭକ୍ତ ଓ ଦର୍ଶନାର୍ଥିଙ୍କୁ ପରମ୍ପରା ସହିତ ଯୋଡି ରଖିବାର କୁମାର ଉତ୍ସବ ହେଉଛି ଏକ ଅଭିନବ
Read More...

ଆଜିଠୁ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ମଙ୍ଗଳବାରଠାରୁ ଆରମ୍ଭ ହେବ । ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଏହି ନାମଲେଖା ସକାଳ ୯ଟାରୁ ଅପରାହ୍ନ ୫ଟା ମଧ୍ୟରେ ଅନୁଷ୍ଠିତ ହେବ । ଏହା ପରେ ଦ୍ୱିତୀୟ ପର୍ଯ୍ୟାୟର ସ୍ପଟ୍‌ ନାମଲେଖା
Read More...

ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱର ସାଧାରଣ ଜନସ୍ୱାସ୍ଥ୍ୟ ଡିଭିଜନ-୧ ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ ସୋମବାର ଭିଜିଲାନ୍ସ ଜାଲରେ ପଡିଥିବା ଜଣାପଡଇଛି । ସୂଚନା ଅନୁସାରେ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ମାନସଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ
Read More...

ମହାଖଳା ପୂଜା ଅବସରରେ ମେଣ୍ଢା ଲଢେଇ

ସୁବର୍ଣ୍ଣପୁର : ହରଡଖୋଲ ଗାଁ ମହାଖଳା ପୂଜା ଅବସରରେ ମେଣ୍ଢା ଲଢେଇ ଆୟୋଜିତ ହୋଇଯାଇଛି । ଯେଉଁଥିରେ ଭାଗ ନେଇଥିଲେ ଆଖପାଖ ଗାଁ ଗୁଡିକର ପ୍ରାୟ ଦୁଇଶହ ମେଣ୍ଢା । ମ୍ୟାଚ ମଇଦାନରେ ଫବସି ଗାଁର ମେଣ୍ଢାକୁ ସାମ୍‌ନା କରିଥିଲା ବାଲଜୁରୀ ଗାଁର ମେଣ୍ଢା । ମେଣ୍ଢା ଲଢେଇକୁ ନେଇ ଦେଖଣାହାରୀଙ୍କ
Read More...

କୁମାର ପୂର୍ଣ୍ଣିମା ଓ ଓଡିଆ ପରମ୍ପରା ତଥା ପର୍ବପର୍ବାଣୀ ଆମ ପରିଚୟ

ରାଉରକେଲା, (ସସ୍ମିତା ପ୍ରଧାନ) : କୁମାର ପୂର୍ଣ୍ଣିମା ଓ ଓଡିଆ ପରମ୍ପରା ତଥା ପର୍ବପର୍ବାଣୀ ଆମ ପରିଚୟ ବୋଲି ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ଡ. ଶୁଭଙ୍କର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ମତ ରଖିଛନ୍ତି । ଭଞ୍ଜ ସାଂସ୍କୃତିକ ନ୍ୟାସ ଓ ଆଦର୍ଶ ପାଠାଗାରର ମିଳିତ ଆନୁକୂଲ୍ୟରେ
Read More...

ପୁଣି ତେଜିଲା ପାଇକମାଲକୁ ଏନଏସି ଘୋଷଣା, ସିଏଚସି ଓ ଗ୍ରୀଡ ସ୍ଥାପନ ପାଇଁ ଦାବୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ନାଗରିକ କମିଟି ଏକ ପ୍ରତିନିଧି ମଣ୍ଡଳ ପାଇକମାଲ ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିବା ଜନ ଶୁଣାଣି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ବରଗଡ ଜିଲ୍ଲାପାଳ ଏବଂ ପୋଲିସ ଅଧିକ୍ଷକଙ୍କୁ ଭେଟି ୫ ଦଫା ଦାବୀପତ୍ର ପ୍ରଦାନ ପୂର୍ବକ ଆଲୋଚନା କରିଥିଲେ
Read More...

ସଚିବ ଭି.କେ ପାଣ୍ଡିଆନଙ୍କ ୱର୍ଲ୍ଡ ସ୍ଖିଲ୍ ସେଣ୍ଟର ପରିଦର୍ଶନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ ପାଣ୍ଡିଆନ ୱର୍ଲ୍ଡ ସ୍ଖିଲ୍ ସେଣ୍ଟର ପରିଦର୍ଶନ କରି ଏହାର ପରିଚାଳନା ଓ ଅଗ୍ରଗତି ସମୀକ୍ଷା କରିଛନ୍ତି । ନିଯୁକ୍ତି ନିମନ୍ତେ ଏହି କେନ୍ଦ୍ରରେ ଅତ୍ୟାଧୁନିକ କୌଶଳ ତାଲିମ ଦିଆ ଯାଉଛି । ଆଗାମୀ ଦିନରେ ଏହା ଏକ
Read More...

ହବିଷ୍ୟାଳି ମା’ମାନଙ୍କ ପାଇଁ ବୃନ୍ଦାବତୀ ନିବାସ ଲୋକାର୍ପିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୁରୀରେ ହବିଷ୍ୟାଳି ମା'ମାନଙ୍କ କାର୍ତ୍ତିକ ବ୍ରତ ଆରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହବିଷ୍ୟାଳିଙ୍କ ପାଇଁ ବୃନ୍ଦାବତୀ ନିବାସ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସବୁ ହବିଷ୍ୟାଳି ମା'ମାନଙ୍କୁ ସ୍ୱାଗତ କରି ସମସ୍ତଙ୍କୁ
Read More...