୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ ବଲାଙ୍ଗିର ବ୍ଲକ ଶିକ୍ଷାଧିକାରୀ
ବଲାଙ୍ଗିର, (କେପିଏନ୍ଏସ୍) : ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବଲାଙ୍ଗିର ବ୍ଲକ ଶିକ୍ଷାଧିକାରୀ ରାଘବ ପାଣିଗ୍ରାହୀ ବୋଲି ସୂଚନା ମିଳିଛି । ସୂଚନା ଅନୁଯାୟୀ, ପାଟଣାଗଡ଼ ରମାଇ ହାଇସ୍କୁଲର ସହକାରୀ ଶିକ୍ଷକ ସୁରେଶ ମେହେରଙ୍କ ନାଁରେ ବିଭାଗୀୟ ତଦନ୍ତ!-->…
Read More...
Read More...