Daily Archives

ଓଡ଼ିଶାକୁ ମିଳିଲା ଆଉ ୩ ରୌପ୍ୟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗୁଜରାଟରେ ଚାଲିଥିବା ୩୬ତମ ନ୍ୟାଶନାଲ ଗେମ୍ସରେ ଓଡ଼ିଶା ମଙ୍ଗଳବାର ୩ଟି ପଦକ ଜିତିବାରେ ସମର୍ଥ ହୋଇଛି । କାୟାକିଂ ମହିଳା କେ-୧ ୨୦୦ମିଟରରେ ଓଇନାମ ବିଦ୍ୟା ଦେବୀ ଓ ପୁରୁଷ କେ-୧, ୨୦୦ ମିଟରରେ ଟମ୍‌ଥିଲ୍‌ଙ୍ଗାବା ଟମ୍‌ଥିଲ୍‌ଙ୍ଗାବା ଏଙ୍ଗାସେପମା ଏବଂ ମହିଳା
Read More...

ପ୍ରେମ ବ୍ୟାପାରକୁ ନେଇ ଯୁବକଙ୍କୁ ହତ୍ୟା ଅଭିଯୋଗ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ନୂଆଗାଁ ବ୍ଲକ ଗୁଞ୍ଜିବାଡ଼ି ପଞ୍ଚାୟତର ତଡ଼ବାଡ଼ି ଗ୍ରାମ ମୁଖ୍ୟରାସ୍ତା କଡର ଏକ ବୁଦା ମୂଳରୁ ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଥିବା ଜଣାପଡିଛି । ଯୁବକ ଜଣକ ସାରଙ୍ଗଡ଼ ପଞ୍ଚାୟତ କୁଳପଦର ଗ୍ରାମର ଟଟେ ମଲ୍ଲିକଙ୍କ ବଡ଼ ପୁଅ ପ୍ରଦୀପ ବୋଲି ଜଣାପଡିଛି । ସୂଚନା
Read More...

କଂଗ୍ରେସ ପକ୍ଷରୁ ‘ପ୍ରୋଗ୍ରାମ ଇମ୍ପ୍ଲିମେଣ୍ଟେଶନ କମିଟି’ ଗଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅଖିଳ ଭାରତ କଂଗ୍ରେସ କମିଟି ପକ୍ଷରୁ ସମ୍ପ୍ରତି କନ୍ୟାକୁମାରୀଠାରୁ କଶ୍ମୀର ପର୍ଯ୍ୟନ୍ତ ଭାରତ ଯୋଡ଼ୋ ଯାତ୍ରା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଚାଲିଛି । ସେହିପରି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ 'ଭାରତ ଯୋଡ଼ୋ(ପରିବର୍ତ୍ତନ) ଯାତ୍ରା' ଆସନ୍ତା ୩୧
Read More...

କୋଟିପତି ସହକାରୀ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର : ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ସାଧାରଣ ଜନସ୍ୱାସ୍ଥ୍ୟ ଡିଭିଜନ-୧ ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲଙ୍କୁ ମଙ୍ଗଳବାର ଭିଜିଲାନ୍ସ ଗିରଫ କରିଥିବା ଜଣାପଡିଛି । ସୂଚନା ଅନୁସାରେ, ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଓ ଯାଞ୍ଚ ପରେ ତାଙ୍କ ନିକଟରୁ ପ୍ରାୟ ଅଢ଼େଇ
Read More...

କୋମ୍ବିଂ ବେଳେ ମହିଳା ମାଓବାଦୀଙ୍କ ମୃତ୍ୟୁ

ଫୁଲବାଣୀ : ବାଲିଗୁଡା ଥାନା ଅଞ୍ଚଳର ପୋଖରୀବନ୍ଧ ସଂରକ୍ଷିତ ଜଙ୍ଗଲରେ ମଙ୍ଗଳବାର ଏସ୍‌ଓଜି ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଛି । ତାଙ୍କର ପରିଚୟ ମିଳି ପାରିନାହିଁ । ଅନ୍ୟପକ୍ଷରେ କୌଣସି ଯବାନ ଆହତ ହୋଇ ନ ଥିବା ଏସ୍‌ପି
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୦୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୮୩ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୧ ଜଣ
Read More...

ସରକାରୀ ସହାୟତା ଅପେକ୍ଷାରେ କିଡିନି ରୋଗୀ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ କଦଳୀପାଲି ଗ୍ରାମର ମଙ୍ଗଲୁ ମିର୍ଧା ଜଣେ ଗରିବ ତଥା ଅସହାୟ ରୋଗୀ ଅଟନ୍ତି । ପରିବାର କହିଲେ ତାଙ୍କ ସ୍ତ୍ରୀ ଏବଂ ଦୁଇଟି ସନ୍ତାନ । ରୋଜଗାର କହିଲେ ତାଙ୍କର କୁଳି ମଜୁରୀ କରିବା, ତଥାପି ବେଶ ହସ ଖୁସିରେ ତାଙ୍କର ଜୀବନ
Read More...

ନଭେମ୍ବର ଦ୍ୱିତୀୟ ସପ୍ତାହରେ ଓଟିଇଟି ପରୀକ୍ଷା

କଟକ : ଆସନ୍ତା ନଭେମ୍ବର ଦ୍ୱିତୀୟ ସପ୍ତାହରେ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦ୍ୱିତୀୟ ଅନୁଷ୍ଠିତ ହେବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଭୁବନେଶ୍ୱର, ରାଉରକେଲା, କଟକ, ବ୍ରହ୍ମପୁର ସହର ଭଳି ସମସ୍ତ ଜିଲା ମୁଖ୍ୟାଳୟରେ ପରୀକ୍ଷା
Read More...

ଦୋକାନୀଙ୍କ ଠାରୁ ୧୧ ଲକ୍ଷ ଲୁଟ୍‌ ଅଭିଯୋଗ

ସମ୍ବଲପୁର : ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ହସ୍ପିଟାଲ ରୋଡ୍‌ର ଏକ ଏସି ମରାମତି ଦୋକାନ ମାଲିକ ମହମ୍ମଦ ଜିସାମଙ୍କଠାରୁ ମଙ୍ଗଳବାର ଲୁଟ୍‌ ହୋଇଥିବା ଜଣାପଡିଛି । ସ୍ପଷ୍ଟ ଦିବାଲୋକରେ ଦୁର୍ବୃତ୍ତମାନେ ଏକ ପଲସର ବାଇକ୍‌ରେ ଆସି ତାଙ୍କ ଠାରୁ ୧୧ ଲକ୍ଷ ଟଙ୍କା ଲୁଟିନେଇଛନ୍ତି । ସିସିଟିଭିକୁ
Read More...

ନ୍ୟୁଜିଲାଣ୍ଡ ତଟରେ ୫ଶହ ମୃତ ତିମି

ବେଲିଂଟନ୍‌ : ନ୍ୟୁଜିଲାଣ୍ଡର ଛଥାମ ଦ୍ୱୀପପୁଞ୍ଜରେ ୫ଶହ ପାଇଲଟ ତିମିଙ୍କ ମୃତଦେହ ମିଳିଥିବା ସୂଚନା ମିଳିଛି । ସ୍ଥାନୀୟ ପ୍ରଶାସନ ସାର୍କ ଫିଲ୍ଡ ୱାଟରରେ ହ୍ୱେଲ୍‌ମାନଙ୍କ ଉଦ୍ଧାର ପାଇଁ ଯୋଜନା କରିଛନ୍ତି । ସୂଚନା ଅନୁସାରେ, ଶୁକ୍ରବାର ସମୁଦ୍ର ତଟରୁ ୨୫୦ ହ୍ୱେଲ୍‌ଙ୍କ ମୃତଦେହ ମିଳିଥିବା
Read More...