Daily Archives

ଓଡ଼ିଶାରେ ବଢିବାକୁ ଲାଗିଛି ବାତ୍ୟା ଭୟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାକୁ ବାତ୍ୟା ଭୟ ବଢ଼ିବାରେ ଲାଗିଛି । ଅକ୍ଟୋବର ୨୪ରୁ ୨୬ ମଧ୍ୟରେ ଉତ୍ତର ଓଡ଼ିଶା, ପାରାଦୀପ କିମ୍ବା ପୁରୀଠାରେ ବାତ୍ୟା ପିଟି ହେବା ଆଶଙ୍କା ବଢ଼ିବାରେ ଲାଗିଛି । ଅନ୍ତର୍ଜାତୀୟ ପାଣିପାଗ ମଡେଲ ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମ୍‌(ଜିଏଫ୍‌ଏସ୍‌) ଏ ନେଇ
Read More...

ଦେହରେ କିରାସିନି ଢାଳି ହୋଇ ନାବାଳକଙ୍କ ଆତ୍ମହତ୍ୟା ଉଦ୍ୟମ

ଯାଜପୁର : ଟମକା ଥାନା ସମର ପିଟା ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସ୍କୁଲ ନ ଯିବାକୁ ଜିଦ କରି ଦେହରେ କିରାସିନି ଢାଳି ହୋଇ ନାବାଳକ ଛାତ୍ର ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ସୂଚନା
Read More...

ବନ୍ଧୁକ ତିଆରି କାରଖାନା ଉପରେ ପୋଲିସର ଚଢ଼ାଉ

ବୌଦ୍ଧ : ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅଧୀନ ଗୁନ୍ଦୁଲିଆ ପଞ୍ଚାୟତର ସାଲେଇପଡା ଗ୍ରାମରେ ବେଆଇନ ଭାବେ ଚାଲିଥିବା ଏକ ବନ୍ଧୁକ କାରଖାନା ଉପରେ ମନମୁଣ୍ଡା ପୋଲିସ ଚଢ଼ାଉ କରି ଦେଶୀ ବନ୍ଧୁକ, ପିସ୍ତଲ ଓ ବନ୍ଧୁକ ତିଆରି ସରଞ୍ଜାମ ଜବତ କରିଥିବା ଜଣାପଡିଛି । ଏହି ଘଟଣାରେ ଅଭିଯୁକ୍ତ ଶେଷଦେବ
Read More...

କନିଷ୍ଠ କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ବଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ଗଙ୍ଗାଧର ସାହୁଙ୍କ ଘରେ ବୁଧବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ଜଣାପଡ଼ିଛି । ଏକକାଳୀନ କେନ୍ଦୁଝର, ତେଲକୋଇ ସମେତ
Read More...

ଲାଞ୍ଚ ନେବା ବେଳେ ସିବିଆଇ ହାତରେ ଧରାପଡିଲେ ସହକାରୀ ଡାକ ଅଧିକ୍ଷକ

ଅନୁଗୁଳ : ସିବିଆଇ ପଞ୍ଝାରେ ଅନୁଗୁଳ ମୁଖ୍ୟ ଡାକଘର ସହକାରୀ ଡାକ ଅଧିକ୍ଷକ । ଲାଞ୍ଚ ନେବା ବେଳେ ରେଡ଼ ହ୍ୟାଣ୍ଡ ଧରାପଡ଼ିଲେ ଟିକନ କୁମାର । ଅନୁଗୁଳ ଜିଲ୍ଲା କୁରୁଡୁଲ ପୋଷ୍ଟ ଅଫିସରେ ଥିବା ଜଣେ ଆସିଷ୍ଟାଣ୍ଡ ବ୍ରାଞ୍ଚ ପୋଷ୍ଟ ମାଷ୍ଟରଙ୍କୁ ଦୂରକୁ ବଦଳି କରି ଦେବାକୁ ଧମକ ଦେଇ ୧୦ ହଜାର ଟଙ୍କା
Read More...

ବାଙ୍ଗାଲୋରଠାରେ ଅନୁଷ୍ଠିତ ହେବାକୁ ଯାଉଛି ‘ଓଡ଼ିଶା ଉତ୍ସବ’

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାର ଓ ଓଡ଼ିଶା ଲଲିତ କଳା ଏକାଡେମୀ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀର ମିଳିତ ଆନୁକୁଲ୍ୟରେ ଆୟୋଜିତ ବାଙ୍ଗାଲୋରଠାରେ 'ଓଡ଼ିଶା ଉତ୍ସବ' ଅନୁଷ୍ଠିତ ହେବାକୁ ଯାଉଛି ।
Read More...

ରାଜ୍ୟସ୍ତରୀୟ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ଏବଂ ଶହୀଦ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟସ୍ତରୀୟ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ଏବଂ ଶହୀଦ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସ ପାଳନ କରାଯାଇଛି । ଏହି ଅବସରରେ ଜୟପ୍ରକାଶଙ୍କ ପ୍ରତିମୂର୍ତ୍ତିରେ ବହୁ ବିଶିଷ୍ଟ ବ୍ୟକ୍ତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।
Read More...

ପଲଟ୍ରି ଫାର୍ମର୍ସ ଡେଭଲପ୍‌ମେଣ୍ଟ ଫୋରମ ପକ୍ଷରୁ କୁକୁଡା ଚାଷୀମାନଙ୍କର ଜରୁରୀ ବୈଠକ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପଲଟ୍ରି ଫାର୍ମର୍ସ ଡେଭଲପ୍‌ମେଣ୍ଟ ଫୋରମ, ଓଡିଶା ଆନୁକୂଲ୍ୟରେ କୁକୁଡା ଚାଷୀମାନଙ୍କର ଏକ ଜରୁରୀ ବୈଠକ ଡେଲାଙ୍ଗ ଶାଖା ସଭାପତି ଗୋପାଳ ଚନ୍ଦ୍ର ସ୍ୱାଇଁଙ୍କ ପୌରାହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଦୁଇସହରୁ ଉର୍ଦ୍ଧ୍ବ ଚାଷୀ ଏକତ୍ରିତ ହୋଇ
Read More...

ଫିଫା ୧୭ ବର୍ଷରୁ କମ୍ ମହିଳା ଫୁଟବଲ ବିଶ୍ୱକପର ଉଦଘାଟନୀ ସମାରୋହରେ ଯୋଗ ଦେଲେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା…

● ସମାରୋହରେ ଉପସ୍ଥିତ ରହିଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କିରେନ ରିଜିଜୁ● ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଠାରେ ଆୟୋଜକ ଭାରତ ଓ ଆମେରିକା ମଧ୍ୟରେ ମୁକାବିଲା ଭୁବନେଶ୍ୱର, (ପିଆଇବି) : କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର
Read More...