Daily Archives

ନଭେମ୍ବରରେ ଭାରତ ଗସ୍ତରେ ଆସିବେ ଆମେରିକା ଅର୍ଥ ସଚିବ

ୱାଶିଂଟନ : ଆମେରିକା ଅର୍ଥ ସଚିବ ଜାନେଟ୍‌ ୟେଲେନ୍‌ ନଭେମ୍ବର ମାସରେ ଭାରତ ଗସ୍ତରେ ଆସିବେ । ସେ ଆମେରିକା-ଭାରତ ଅର୍ଥନୀତି ଓ ଫାଇନାନ୍ସିଆଲ ସହଭାଗିତା ବୈଠକର ନବମ ସଂସ୍କରଣରେ ଯୋଗଦେବେ । ବିଶ୍ୱ ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ଚ୍ୟାଲେଞ୍ଜକୁ ସାମ୍‌ନା କରିବାକୁ ହେଲେ ଦୁଇ ରାଷ୍ଟ୍ର
Read More...

୩୦୦ ଭାରତୀୟ ଛାତ୍ରଛାତ୍ରୀଙ୍କୁ ଚାଇନା ଭିଜା

ନୂଆଦିଲ୍ଲୀ : ଦୁଇବର୍ଷରୁ ଅଧିକ କୋଭିଡ୍‌ କଟକଣା ପରେ ଭାରତୀୟ ଛାତ୍ରଛାତ୍ରୀ ଚାଇନାରେ ପୁଣିଥରେ ପାଠ ପଢ଼ିବାର ସୁଯୋଗ ପାଇଛନ୍ତି । ୧,୩୦୦ରୁ ଅଦିକ ଭାରତୀୟ ଛାତ୍ରୀଛାତ୍ରଙ୍କୁ ଚାଇନା ଫେରିବା ଲାଗି ଭିଜା ମିଳିଛି । ୨୦୨୦ ଆରମ୍ଭରେ ବେଜିଂ ବିମାନ ଚଳାଚଳ ଉପରେ କଟକଣା ଲଗାଇବାରୁ ପିଲାମାନେ
Read More...

ସୋଆ ପକ୍ଷରୁ ବିଶ୍ୱ ଗଣ୍ଠିବାତ ଦିବସ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦ୍ୱାରା ପରିଚାଳିତ ଆଇଏମ୍‌ଏସ୍‌ ଆଣ୍ଡ ସମ୍‌ ହସ୍ପିଟାଲ ପକ୍ଷରୁ ବୁଧବାର ବିଶ୍ୱ ଗଣ୍ଠିବାତ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଭୟ ସୋଆ ଓ ସୋଆର
Read More...

ବିଶ୍ୱ ର‍୍ୟାଙ୍କିଙ୍ଗ୍‌ରେ ଉପରକୁ ଉଠିଲା କିଟ୍‌

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଟାଇମ୍ସ ହାୟର ଏଜୁକେଶନ୍‌ ବିଶ୍ୱ ବିଶ୍ୱବିଦ୍ୟାଳୟ ର‍୍ୟାଙ୍କିଙ୍ଗ୍‌-୨୦୨୩ ବୁଧବାର ପ୍ରକାଶ ପାଇଛି । ଏଥିରେ କିଟ୍‌ ବିଶ୍ୱବିଦ୍ୟାଳୟ ଭଲ ପ୍ରଦର୍ଶନ କରିବା ସହ ଉପରକୁ ଉଠିଛି । ପୂର୍ବବର୍ଷ କିଟ୍‌ ୮୦୧+ ସ୍ଥାନରେ ରହିଥିବା ବେଳେ ଏବର୍ଷ ୨ଶହ ର‍୍ୟାଙ୍କ
Read More...

୭ ଦିନ ଯାଏଁ ବାତ୍ୟା ସୂଚନା ନାହିଁ : ଆଇଏମ୍‌ଡି

ଭୁବନେଶ୍ୱର : ଆସନ୍ତା ୨୨ରୁ ୨୪ ମଧ୍ୟରେ ଓଡ଼ିଶା ପ୍ରତି ବାତ୍ୟା ବିପଦ ରହିଥିବା ବିଭିନ୍ନ ଅନ୍ତର୍ଜାତୀୟ ପାଣିପାଗ ମଡେଲ କହୁଥିବା ବେଳେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଏହାକୁ ଖଣ୍ଡନ କରିଛି । ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ, ୭ ଦିନ ପର୍ଯ୍ୟନ୍ତ ପାଣିପାଗ
Read More...

ଶ୍ରୀମନ୍ଦିରରେ ହବିଷିଆଳିଙ୍କୁ ମାଡ ମରାଯିବା ସହ ଦୁର୍ବ୍ୟବହାର କରାଯାଇଥିବା ଅଭିଯୋଗ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଧର୍ମମାସ କାର୍ତ୍ତିକରେ ବ୍ରତ ପାଳିବା ସହ ମହାପ୍ରଭୁଙ୍କ ରାଧାଦାମୋଦର ବେଶ ଦର୍ଶନ କରିବା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରୁ ହବିଷିଆଳିମାନେ ଶ୍ରୀକ୍ଷେତ୍ରକୁ ଧାଇଁ ଆସିଛନ୍ତି । ଏଠାରେ ୩ ହଜାରରୁ ଅଧିକ ହବିଷିଆଳି ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ
Read More...

ଆଇପିୟୁର କାର୍ଯ୍ୟକାରୀ କମିଟିକୁ ନିର୍ବାଚିତ ହେଲେ ଅପରାଜିତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅନ୍ତଃସଂସଦୀୟ ୟୁନିୟନ (ଆଇପିୟୁ)ର କାର୍ଯ୍ୟକାରିଣୀ କମିଟିକୁ ନିର୍ବାଚିତ ହୋଇଛନ୍ତି ଭୁବନେଶ୍ୱର ସାଂସଦ ତଥା ବିଜେପି ନେତ୍ରୀ ଅପରାଜିତା ଷଡ଼ଙ୍ଗୀ । ଅପରାଜିତା ନିର୍ବାଚିତ ହେବା ପରେ ଏହି କମିଟିରେ ଭାରତ ସଭାପତି ପଦ ହାସଲ କରିଛି । ଆଉ ଦୁଇ ଦଶନ୍ଧି ପରେ
Read More...

ଫିଫା ଫୁଟ୍‌ବଲ ଫର୍‌ ସ୍କୁଲ୍ସ କାର୍ଯ୍ୟକ୍ରମ ଆରମ୍ଭ

ଭୁବନେଶ୍ୱର : ଫିଫା ଫୁଟବଲ ଫର୍‌ ସ୍କୁଲ୍ସ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି । ଗତ ୧୦ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଏମ୍‌ପି ଅଚ୍ୟୁତ ସାମନ୍ତ କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର ୧୦୦ ସ୍କୁଲ୍‌କୁ ୨୦୦୦ ଫୁଟବଲ ବଣ୍ଟନ
Read More...

ବାଇକୁ ଧକ୍କା ଦେଲା ବାଇକ୍‌

ଗଞ୍ଜାମ : ଗଞ୍ଜାମ ଥାନା ନିକଟସ୍ଥ ଜାତୀୟ ରାଜପଥ ବିଞ୍ଚଣାପଲି ଛକଠାରେ ବୁଧବାର ଏକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଗୋଟିଏ ବାଇକକୁ ଆଉ ଗୋଟିଏ ବାଇକ ଧକ୍କା ଦେବା ଫଳରେ ଉଭୟ ବାଇକ ଚାଳକ ଆହତ ହୋଇଥିବା ଜଣାପଡ଼ିଛି । ଜାତୀୟ ରାଜପଥ ପେଟ୍ରୋଲିଂ ଅଧିକାରୀ ଏସ୍‌କେ ପାଢ଼ୀ ସେମାନଙ୍କୁ ଉଦ୍ଧାର
Read More...

‘ଓଡ଼ିଶା ଉତ୍ସବ’ ଅବସରରେ ଝୋଟି ପ୍ରତିଯୋଗିତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : 'ଓଡ଼ିଶା ଉତ୍ସବ' ଅବସରରେ ବାଙ୍ଗାଲୋରଠାରେ ରହୁଥିବା ଇଚ୍ଛୁକ ମହିଳାମାନଙ୍କ ମଧ୍ୟରେ ମୁରୁଜ/ ଝୋଟି ପ୍ରତିଯୋଗିତା ଅନୁଷ୍ଠିତ ହେଉଅଛି । ପ୍ରତିଯୋଗିତାରେ ଭାଗନେବା ପାଇଁ ଦିଆଯାଇଥିବା ଲିଙ୍କକୁ କ୍ଲିକ କରନ୍ତୁ :
Read More...