Daily Archives

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୯୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୬ ଜଣ
Read More...

ରାଜ୍ୟରେ ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧି ନିମନ୍ତେ ପଦକ୍ଷେପ ଗ୍ରହଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧି କ୍ଷେତ୍ରରେ ଅନ୍ୟ ଏକ ପଦକ୍ଷେପ ଭାବେ ରାସ୍ତାପାର୍ଶ୍ବ ସୁବିଧା କେନ୍ଦ୍ର ଗୁଡିକର ଉତ୍ତମ ପରିଚାଳନା ଓ ରକ୍ଷଣାବେକ୍ଷଣ ସୁନିଶ୍ଚିତ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ସଂପ୍ରତି ରାଜ୍ୟର ବିଭିନ୍ନ
Read More...

ନିର୍ଭୀକ ଦାୟିତ୍ୱବୋଧ ସତ୍ୟ ଓ ତଥ୍ୟ ଭିତ୍ତିକ ଖବର ପ୍ରସାରଣର ମାଧ୍ୟମ ହେଉ ୱେବ ମିଡ଼ିଆ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ବିଜୁ ପଟ୍ଟନାୟକ ଟାଉନ ହଲ୍‌ ଠାରେ ପଶ୍ଚିମ ଓଡିଶା ୱେବ ମିଡ଼ିଆ ଆସୋସିଏସନ ଆନୁକୂଲ୍ୟରେ ଅନୁଷ୍ଠିତ ସ୍ଵନକ୍ଷତ୍ର ଦିବସ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅବସରରେ ଆୟୋଜିତ ସାମ୍ପ୍ରତିକ ସମାଜରେ ୱେବ ମିଡ଼ିଆର ଭୂମିକା ଶୀର୍ଷକ ଆଲୋଚନାଚକ୍ରରେ ଗଣମାଧ୍ୟମର
Read More...

ତିନି ଦିବସୀୟ ୱାଡା ଆଥଲେଟ ବାୟୋଲଜିକାଲ ପାସପୋର୍ଟ ଆଲୋଚନାଚକ୍ର-୨୦୨୨ର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କଲେ ଅନୁରାଗ…

ଏହି ଆଲୋଚନାଚକ୍ର ଡୋପିଂ ବିରୋଧି ସାମୂହିକ ଲଢେଇରେ ଏକ ବଡ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ଓ ଭାରତରେ ଡୋପିଂ ନିରୋଧୀ କାର୍ଯ୍ୟକ୍ରମକୁ ସୁଦୃଢ କରିବ : ଅନୁରାଗ ଠାକୁରନିକଟରେ ପ୍ରଣୀତ ଜାତୀୟ ଡୋପିଂ ନିରୋଧି ଅଧିନିୟମ ୨୦୨୨ ଦେଶରେ ସମସ୍ତ ସ୍ତରରେ ସ୍ୱଚ୍ଛ କ୍ରୀଡା ପାଇଁ ଭାରତର ପ୍ରତିବଦ୍ଧତାକୁ
Read More...

ନୂଆ ଯୋଜନା ‘ଉତ୍ତର ପୂର୍ବାଞ୍ଚଳ କ୍ଷେତ୍ର ପାଇଁ ପ୍ରଧାନମନ୍ତ୍ରୀଙ୍କ ବିକାଶ ପ୍ରୟାସ (ପିଏମ-ଡିଭାଇନ)’କୁ କ୍ୟାବିନେଟ…

• ୨୦୨୨-୨୩ ଠାରୁ ୨୦୨୫-୨୬ ପର୍ଯ୍ୟନ୍ତ ପଞ୍ଚଦଶ ଅର୍ଥ ଆୟୋଗଙ୍କ ଶେଷ ଚାରି ବର୍ଷରେ କାର୍ଯ୍ୟକାରୀ ହେବ ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି ଏକ ନୂଆ ଯୋଜନା- ‘‘ଉତ୍ତର ପୂର୍ବାଞ୍ଚଳ କ୍ଷେତ୍ର ପାଇଁ ପ୍ରଧାନମନ୍ତ୍ରୀଙ୍କ
Read More...

ବରଗଡ଼ ଧନୁଯାତ୍ରା ମହୋତ୍ସବ, ଗୋପପୁର କମିଟିର ବୈଠକ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଧନୁଯାତ୍ରା ମହୋତ୍ସବର ଗୋପପୁର କମିଟିର ବୈଠକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ଡିସେମ୍ବର ୨୭ରୁ ଆରମ୍ଭ ହେବ । ଏହି ଧନୁଯାତ୍ରା ମହୋତ୍ସବର ଗୋପପୁର ଯାତ୍ରାର ଆକର୍ଷଣ ନିଆରା । ତେବେ ଏଥର ଗୋପପୁର
Read More...