Daily Archives

ଅବ୍ୟବସ୍ଥା ଘେରରେ ମାଲପଡା ସରକାରୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ମାଲପଡା ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅବ୍ୟବସ୍ଥା ଘେରରେ ଥିବା ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କ ଅଭିଭାବକମାନେ ଅଭିଯୋଗ କରିଛନ୍ତି । ହରିଜନ ଓ ଆଦିବାସୀ କଲ୍ୟାଣ ବିଭାଗ ଦ୍ଵାରା ପରିଚାଳିତ ଏହି ବିଦ୍ୟାଳୟରେ
Read More...

ଶ୍ରୀ ଶ୍ରୀ ଚିତ୍ରଗୁପ୍ତ ଦେବଙ୍କ ପୂଜନୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଟାଉନ କ୍ଲବ ପରିସରରେ ଗତକାଲି ସନ୍ଧ୍ୟାରେ ଶ୍ରୀ ଶ୍ରୀ ଚିତ୍ରଗୁପ୍ତ କଲ୍ୟାଣ ସଂଘ, ପଦ୍ମପୁରର ସଭାପତି ଶିରିଶ କୁମାର ବହିଦାରଙ୍କ ଅଧ୍ୟକ୍ଷତାରେ ଆସନ୍ତା ଅକ୍ଟୋବର ୨୭ ତାରିଖରେ ଅନୁଷ୍ଠିତ ହେବାକୁ ଥିବା କରଣ ଜାତିର ଇଷ୍ଟ ଦେବ ଶ୍ରୀ ଶ୍ରୀ
Read More...

ପାଇକମାଲରେ ଭିନ୍ନକ୍ଷମ ତାଲିମ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଠାରେ ଏକ ଦିବସୀୟ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କର ଅଭିଭାବକ ଓ ସଂପୃକ୍ତ ବିଦ୍ୟାଳୟର ଶିକ୍ଷକଙ୍କୁ ନେଇ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଗୋଷ୍ଠୀ ଶିକ୍ଷା ଅଧିକାରୀ ଚୁଡାମଣି
Read More...

ମାଟୁପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଡୁମେରପିଟା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଦେଓଗାଁ ବ୍ଲକ ଅନ୍ତର୍ଗତ ମାଟୁପାଲି ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ ପରିସରରେ ଗତ ତା.୧୨.୧୦.୨୦୨୨ ବୁଧବାର ଦିନ ପ୍ରଧାନ ଶିକ୍ଷକ ଜୟଦେବ ବିଶି ଓ ଡୁମେରପିଟା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସଞ୍ଜିତ
Read More...

ଗଞ୍ଜାମ ବିଜ୍ଞାପିତ ଅଞ୍ଚଳର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଏନ୍‌ଏସିରେ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅଭିନାଶ ମିଶ୍ର ଶୁକ୍ରବାର ଦିନ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦୀର୍ଘ ମାସ ଧରି କେହି କାର୍ଯ୍ୟନିର୍ବାହୀ ଅଧିକାରୀ ନ ଥିଲେ । ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ ଏହି ପଦବୀରେ ରହି ଦାୟିତ୍ୱ
Read More...

ଗାଇସିଲେଟରେ ମାଣ୍ଡିଆ କ୍ରୟ କମିଟି ଗଠନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ କେନ୍ଦୁଭଟା ସ୍ଥିତ ଦେବଦତ୍ତ କ୍ଲବ୍ ମାଧ୍ୟମରେ ଗଠିତ ହୋଇଥିବା ବୁଢ଼ାସମ୍ବର ଡାଲି ଓ ପନିପରିବା କୃଷକ ଉତ୍ପାଦକ କମ୍ପାନୀ ତରଫରୁ ବ୍ଲକ କାର୍ଯ୍ୟାଳୟ ଠାରେ ମାଣ୍ଡିଆ କ୍ରୟ କମିଟି ଗଠନ ହୋଇଯାଇଛି । ଗୋଷ୍ଠୀ
Read More...

ଖୋର୍ଦ୍ଧା-ବଲାଙ୍ଗିର ରେଳପଥ ସଂଘର୍ଷ ସମିତି ପକ୍ଷରୁ ଗଣଧାରଣା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଖୋର୍ଦ୍ଧା-ବଲାଙ୍ଗିର ରେଳପଥ ସଂଘର୍ଷ ସମିତିର ଡାକରା କ୍ରମେ ଖୋର୍ଦ୍ଧା-ବଲାଙ୍ଗିର ରେଳ ପ୍ରକଳ୍ପର ତ୍ୱରାନ୍ୱିତ ଦାବୀରେ ବଲାଙ୍ଗିର, ବୌଦ୍ଧ ଏବଂ ସୋନପୁର ଜିଲ୍ଲାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ଦିବା ୯ ଘଣ୍ଟା ସମୟରୁ ଅପରାହ୍ନ ୧ ଘଣ୍ଟା
Read More...

ବରଗଡ଼ ପୋଲିସ ପକ୍ଷରୁ ବୀରାଙ୍ଗନା କାର୍ଯ୍ୟକ୍ରମ

ବରଗଡ, (ନିରୋଜ କୁମାର ପାଣୀ) : ମହିଳା ତଥା ନାରୀମାନଙ୍କୁ ଆତ୍ମନିର୍ଭରଶୀଳ ତଥା ସଶକ୍ତ ଝିଅ ଓ ସଶକ୍ତ ସମାଜ ଗଠନ କରିବା ଉଦ୍ଦେଶ୍ୟରେ ବରଗଡ଼ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଥିବା ବୀରାଙ୍ଗନା କାର୍ଯ୍ୟକ୍ରମରେ ଆଜି ଗାଇସିଲେଟ ଥାନା ଅଧିକାରୀ ବୀରବର ଭଗତଙ୍କ ନେତୃତ୍ୱରେ
Read More...

ବଣାଇ ବନଖଣ୍ଡରେ ହାତୀ ଉପଦ୍ରବ

ବଣାଇ : ସୁନ୍ଦରଗଡ଼ ଜିଲ୍ଲା ବଣାଇ ବନଖଣ୍ଡ ଅଞ୍ଚଳରେ ଦୀର୍ଘଦିନ ହେବ ଦୁଇଟି ଦନ୍ତା ତାଣ୍ଡବ ରଚି ଅନେକ ଫସଲ ନଷ୍ଟ କରିବା ସହ ବହୁ ଘର ଭାଙ୍ଗି ଆତଙ୍କ ଖେଳାଇ ଦେଇଛନ୍ତି । ମୁଖ୍ୟତଃ ହାତୀ ଦୁଇଟି ବଣାଇ ଓ କୁଳିପୋଷ ବନାଞ୍ଚଳରେ ଘୁରି ବୁଲୁଥିବା ବେଳେ ଏଭଳି ଘଟଣାକୁ ବନବିଭାଗ ହାଲୁକା ଭାବେ
Read More...

ଦୂଷିତ ଜଳ ବ୍ୟବହାର ଯୋଗୁଁ ବ୍ୟାପୁ ଥିଲା ଝାଡ଼ାବାନ୍ତି : ଏବେ ସ୍ଥିତି ନିୟନ୍ତ୍ରଣାଧୀନ

ନନ୍ଦାହାଣ୍ଡି : ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ବି.ମାଳିଗୁଡ଼ାରେ ବ୍ୟାପିଥିବା ଝାଡ଼ାବାନ୍ତି ଏବେ ନିୟନ୍ତ୍ରଣାଧୀନ । ସପ୍ତାହକ ମଧ୍ୟରେ ୨୪ ଜଣ ଆକ୍ରାନ୍ତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ । ସେମାନଙ୍କ ମଧ୍ୟରୁ ୨୨ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଡାକ୍ତରୀ ଦଳ ଏକ
Read More...