ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ଅବନ୍ତୀ
ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ଉପନିର୍ବାଚନ ପାଇଁ ରାଜନୀତି ଏବେ ସରଗରମ ରହିଛି । ଉପନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିବାର ଆଜି ଶେଷ ଦିନ ହୋଇଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ଶୁକ୍ରବାର ଏକ ବିଶାଳ ଶୋଭାଯାତ୍ରାରେ ଯାଇ ନାମାଙ୍କନ ଦାଖଲ କରିଛନ୍ତି । ଏଥିରେ ଚାନ୍ଦବାଲି!-->…
Read More...
Read More...