Daily Archives

ଆଇଏନଏସ ଚିଲିକାର ନୌଚାଳନା ତାଲିମ ଶିବିର ଅନୁଷ୍ଠିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଚଳିତ ମାସ ୧୦ ତାରିଖ ଠାରୁ ୨୦ ତାରିଖ ପର୍ୟ୍ୟନ୍ତ ଚିଲିକା ହ୍ରଦରେ ଆଇଏନଏସର ଆହ୍ୱାନ କ୍ରମେ ନୌଚାଳନା ଅଭିଯାନ ଓଡ଼ିଶାର ୯ ଗୋଟି କଲେଜର ଏନସିସି ୩୦ ଜଣ ଛାତ୍ର ଓ ୩୦ ଜଣ ଛାତ୍ରୀଙ୍କୁ ସାମିଲ କରାଯାଇ ପ୍ରତ୍ୟହ ନୌଚାଳନା ସମ୍ପର୍କ, ଚିଲିକା ଜଳ ରାଶିରେ
Read More...

ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାର ଗୁରୁବାର ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ରାଜ୍ୟର ମୋଟ ୧୩୯ ଓଏଏସ୍‌ ଅଫିସରଙ୍କ ବଦଳି କରିବା ସହିତ ଶୁକ୍ରବାର ସୁଦ୍ଧା ସମସ୍ତେ ରିଲିଭ ହେବେ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା
Read More...

କଥା ରଖିଲାନି ଶିକ୍ଷା ବିଭାଗ, ସ୍କୁଲରେ ତାଳା ପକାଇ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କ ଧାରଣା

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ବ୍ଲକ ମରୁଆଁ ପଞ୍ଚାୟତ ପାଢେଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବୀରେ ଅଭିଭାବକ ଓ ଛାତ୍ରଛାତ୍ରୀମାନେ ସ୍କୁଲରେ ତାଳା ପକାଇ ସମ୍ମୁଖରେ ଧାରଣା ଦେଇଛନ୍ତି । ପ୍ରକାଶ ଯେ, ଏହି ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ୨୭୫ ଜଣ
Read More...