Daily Archives

ରାଜ୍ୟରେ ଚର୍ଚ୍ଚାରେ ଥିବା ଅର୍ଚ୍ଚନା ନାଗଙ୍କ ନାମରେ ସପ୍ତାହେ ହେଲା ବ୍ରହ୍ମପୁରରେ ବି ଚର୍ଚ୍ଚା ଜୋର ଧରିଛି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟରେ ଚର୍ଚ୍ଚାରେ ଥିବା ଅର୍ଚ୍ଚନା ନାଗଙ୍କ ନାମରେ ସପ୍ତାହେ ହେଲା ବ୍ରହ୍ମପୁରରେ ବି ଚର୍ଚ୍ଚା ଜୋର ଧରିଛି । ବଡ଼ ବଡ଼ ଲୋକଙ୍କୁ ବ୍ଲାକମେଲ କରି କୋଟି କୋଟି ଟଙ୍କା ଅର୍ଜନ କରୁଥିବା ଏହି ମହିଳା ଏବେ ଜେଲରେ । ହେଲେ ଉକ୍ତ ମହିଳାଙ୍କ ଲିଙ୍କ ଏବେ
Read More...

ସଂସ୍କୃତ ଭାରତୀ ପକ୍ଷରୁ ବଲାଙ୍ଗିରଠାରେ ସଂସ୍କୃତ ସମ୍ଭାଷଣ ଶିବିର ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପିପି ଏକାଡେମୀ ସଭାଗୃହରେ ଆଜିଠାରୁ ୧୫ ଦିନ ବ୍ୟାପୀ ସଂସ୍କୃତ ସମ୍ଭାଷଣ ଶିବିରର ଆନୁଷ୍ଠାନିକ ଉଦ୍‌ଘାଟନ ହୋଇଯାଇଛି । ସଂସ୍କୃତ ଭାରତୀ ଉତ୍କଳ ପ୍ରାନ୍ତ ପକ୍ଷରୁ ଅନୁଷ୍ଠିତ ହେଉଥିବା ଏହି କାର୍ଯ୍ୟକ୍ରମକୁ ବରିଷ୍ଠ ସାମ୍ବାଦିକ ତଥା ଅଖିଳ ଭାରତୀୟ
Read More...

ରାଜବୋଡ଼ାସମ୍ବର କୃଷକ ସଂଗଠନ ପାଇକମାଲ ତହସିଲ ଅଫିସ ଘେରାଉ ପାଇଁ ସଜବାଜ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ରାଜବୋଡ଼ାସମ୍ବର କୃଷକ ସଂଗଠନର ଏକ ବୈଠକ ପାଇକମାଲ ପଂଚାୟତ କାର୍ଯ୍ୟାଳୟ ପରିସରରେ ଶନିବାର ବିଶ୍ୱନାଥ ରଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅନେକ ଚାଷୀ ଏକତ୍ରିତ ହୋଇ ୨୦୨୧ ମସିହାର ଫସଲ ବୀମା ଟଙ୍କା
Read More...

ଜବରଦଖଲ ଉଚ୍ଛେଦ ବେଳେ ଉତ୍ତେଜନା

ପାପଡ଼ାହାଣ୍ଡି : ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ବ୍ଲକ ମୋକିଆ ଗ୍ରାମରେ ଜବରଦଖଲ ଉଚ୍ଛେଦବେଳେ ଶୁକ୍ରବାର ଉତ୍ତେଜନା ଦେଖାଦେଇଛି । ପଞ୍ଚାୟତ ଜାଗାରେ ଅବୈଧ ଷ୍ଟଲ୍‌ ନିର୍ମାଣ ଓ ନାଳ ଉପରେ ଦୋକାନ ଘରକୁ ପ୍ରଶାସନ ଭାଙ୍ଗିଦେଇଛି । ଦୀର୍ଘଦିନ ଧରି ଜବରଦଖଲ କରି ରଖିଥିବା ବ୍ୟକ୍ତିଙ୍କୁ
Read More...

ବାଉଁଶର ଉପଯୁକ୍ତ ବ୍ୟବହାର ସହ ବିକ୍ରି ସମ୍ପର୍କରେ କର୍ମଶାଳା

ମାଲକାନଗିର : ଅବକ୍ଷୟମୁଖୀ ବାଉଁଶ ଜଙ୍ଗଲର ପୁନରୁଦ୍ଧାର, ଗୋଷ୍ଠୀଗତ ଜଙ୍ଗଲ ଜମି ପଟ୍ଟାରେ ବାଉଁଶ ଚାଷ, ବାଉଁଶର ଉପଯୁକ୍ତ ବ୍ୟବହାର ସହ ବିକ୍ରି ସମ୍ପର୍କରେ ଏକ କର୍ମଶାଳା ମାଲକାନଗିରି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ସମନ୍ୱିତ ଆଦିବାସୀ ଉନ୍ନୟନ
Read More...

ପଖନମୁଣ୍ଡା ବିଦ୍ୟାଳୟରେ ବିଶ୍ୱ ହାତ ଧୁଆ ଓ ବିଦ୍ୟାର୍ଥୀ ଦିବସ ପାଳିତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ମାନ୍ଦଲା କ୍ଲଷ୍ଟର ଅଧିନସ୍ଥ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଶ୍ୱ ହାତ ଧୁଆ ଦିବସ ଓ ବିଶ୍ୱ ବିଦ୍ୟାର୍ଥୀ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ଜୁନିୟର ରେଡକ୍ରସ୍‌ ପରାମର୍ଶ ଦାତା ବିରଂଚି ନାରାୟଣ
Read More...

ସରିଲା ନାମାଙ୍କନ ପତ୍ର ଦାଖଲ : ଆଜି ପ୍ରାର୍ଥୀପତ୍ର ଯାଞ୍ଚ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଧାମନଗର ଉପନିର୍ବାଚନ ପାଇଁ ରାଜନୀତି ଏବେ ସରଗରମ ରହିଛି । ଶୁକ୍ରବାର ନାମାଙ୍କନ ଦାଖଲର ଶେଷ ତାରିଖ ଥିବା ବେଳେ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀ ନିଜ ନିଜର ନାମାଙ୍କନ ପତ୍ର ଦାଖଲ କରି ସାରିଥିବା ବେଳେ ଆଜି ପ୍ରାର୍ଥୀପତ୍ର ଯାଞ୍ଚ ସହ
Read More...

ଖସିଲା ପାଇକାରୀ ମୁଦ୍ରାସ୍ଫୀତି ହାର

ନୂଆଦିଲ୍ଲୀ : ହୋଲ୍‌ସେଲ ପ୍ରାଇସ ଇଣ୍ଡେକ୍ସ (ଡବ୍ଲ୍ୟୁପିଇ) ଆଧାରିତ ମୁଦ୍ରାସ୍ଫୀତି ଚଳିତ ବର୍ଷ ସେପ୍ଟେମ୍ବରରେ ୧୦.୭୦%କୁ ହ୍ରାସ ପାଇଛି । ଏପରିକି ଚଳିତ ବର୍ଷ ଅଗଷ୍ଟ ମାସରେ ପାଇକାରୀ ଆଧାରିତ ମୁଦ୍ରାସ୍ଫୀତି ୧୨.୪୧%ରେ ପହଞ୍ଚିଛି ବୋଲି ଶୁକ୍ରବାର ସରକାରୀ ସୂତ୍ରରୁ ଜଣାପଡ଼ିଛି । ବିଶେଷ
Read More...

୧୬ରେ ଡିବିୟୁର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ : ଦେଶର ଆର୍ଥିକ ଅନ୍ତର୍ଭୁକ୍ତିକୁ ଅଧିକ ବ୍ୟାପକ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଦେଶର ୭୫ଟି ଜିଲ୍ଲାକୁ ୭୫ଟି ଡିଜିଟାଲ ବ୍ୟାଙ୍କ ୟୁନିଟ୍‌ (ଡିବିୟୁ) ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ବୋଲି ଜଣାପଡ଼ିଛି । ଏ ନେଇ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ
Read More...

ଭାରତ ରତ୍ନ ଏପିଜେ ଅବଦୁଲ କାଲାମଙ୍କ ଜନ୍ମଦିନ ପାଳିତ

କଣ୍ଟାମାଲ, (ମମତା ମହାକୁର) : ଭାରତ ରତ୍ନ ଏପିଜେ ଅବଦୁଲ କାଲାମଙ୍କ ଜନ୍ମଦିନ କଣ୍ଟାମାଲ ବ୍ଲକ ଖଟଖଟିଆ ଉ.ପ୍ରା ବିଦ୍ୟାଳୟରେ ଶିକ୍ଷକ ରଂଜୁ ଅମାତଙ୍କ ଆବାହକତ୍ୱରେ ପାଳିତ ହୋଇଯାଇଛି । ଏଥିରେ ବରିଷ୍ଠ ଶିକ୍ଷୟିତ୍ରୀ ସ୍ନେହାପ୍ରଭା ମହାପାତ୍ର ଅଧ୍ୟକ୍ଷତା କରି କାଲାମଙ୍କ ଜୀବନୀ ଉପରେ ଆଲୋକପାତ
Read More...