Daily Archives

ନୟାଗଡ ଜିଲ୍ଲାରେ ହେବ ୨ଟି ବୃହତ ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନୟାଗଡ଼ ଜିଲ୍ଲାରେ ବିଶୁଦ୍ଧ ପାନୀୟଜଳ ଯୋଗାଣକୁ ଆହୁରି ବ୍ୟାପକ କରିବା ପାଇଁ ୨ଟି ବୃହତ ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପ କ୍ୟାବିନେଟ୍ ବୈଠକରେ ଅନୁମୋଦନ ହୋଇଛି । ଏହାଦ୍ୱାରା ରଣପୁର ଏବଂ ଓଡ଼ଗାଁ ବ୍ଲକର ୩ ଲକ୍ଷରୁ ଅଧିକ ଲୋକ ପାନୀୟଜଳ ସୁବିଧା ପାଇବେ ।
Read More...

କଳାହାଣ୍ଡି ଜିଲ୍ଲାରେ ବୃହତ ପାନୀୟ ଜଳ ଯୋଗାଣ ପ୍ରକଳ୍ପ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କଳାହାଣ୍ଡି ଜିଲ୍ଲାବାସୀଙ୍କ ଉତ୍ତମ ପାନୀୟଜଳ ସୁବିଧା ପାଇଁ କ୍ୟାବିନେଟ୍ ବୈଠକରେ ୨ଟି ବୃହତ ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଥୁଆମୂଳ ରାମପୁର ଓ କୋକସରା ବ୍ଲକରେ ହେଉଥିବା ଏହି ପ୍ରକଳ୍ପ ୧୫୫ଟି ଗାଁର ୧.୨୬ ଲକ୍ଷରୁ ଅଧିକ ଲୋକଙ୍କ ପାଇଁ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୭ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୦୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୫ ଜଣ
Read More...

ଆଟଗାଁ ହାଇସ୍କୁଲରେ ବିଶ୍ୱ ହାତ ଧୁଆ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଆଟଗାଁ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ହାତ ଧୁଆ ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଦିଲିପ ଯୋଶୀଙ୍କ ସଭାପତିତ୍ୱରେ ଏକ ସଭା ଆୟୋଜନ ହୋଇଯାଇଛି । ପ୍ରଧାନ ଶିକ୍ଷକ ଶ୍ରୀ ଯୋଶୀ ଚଳିତ ବର୍ଷର ବିଷୟ ‘ୟୁନାଇଟେଡ ଫର
Read More...

ପୁରୁଣା ପେନସନ୍‌ ଦାବୀ ନେଇ ବିଇଓ ପୁଇଁନ୍ତଲାଙ୍କ କାର୍ଯ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ (ଏନ୍‌ପିଏସ୍‌) ଡାକରାରେ ପୁଇଁନ୍ତଲା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ, ଅର୍ଥ ମନ୍ତ୍ରୀ ଏବଂ ଆଇନ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପୁରୁଣା ପେନସନ୍‌ କାର୍ଯ୍ୟକାରୀ
Read More...

ଜିଲ୍ଲାସ୍ତରୀୟ ଯୁବ ଉତ୍ସବ-ଯୁବ ସମ୍ବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଏହି ମାଟିର କଳା, ସଂସ୍କୃତି, ପରମ୍ପରା ଭିନ୍ନ ଏକ ପରିଚୟ ସୃଷ୍ଟି କରିଛି । ଏଠାକାର ଯୁବପିଢିଙ୍କ ସ୍ୱତନ୍ତ୍ରତା ରହିଛି । କେବଳ ଜିଲ୍ଲା କି ରାଜ୍ୟ ନୁହେଁ ଦେଶ ବିଦେଶରେ ପରିଚିତ । କିନ୍ତୁ ବର୍ତ୍ତମାନ ନୂତନ ଯୁବପିଢିଙ୍କ ମଧ୍ୟରେ ସଚେତନତାର ଅଭାବ ଯୋଗୁଁ
Read More...

ସୁରେଶ ସୃଜନ ସମ୍ମାନ ପାଇବେ ନାଟ୍ୟକାର ଡକ୍ଟର ପୁରୁଷୋତ୍ତମ ମିଶ୍ର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସୁସାହିତ୍ୟିକ, ସଂସ୍କୃତି ଗବେଷକ ଦିବଂଗତ ସୁରେଶ ବଳବନ୍ତରାୟଙ୍କ ସ୍ମୃତି ଉଦ୍ଦେଶ୍ୟରେ ଗଠିତ ହୋଇଥିବା ରାଜ୍ୟର ଅଗ୍ରଣୀ ଅନୁଷ୍ଠାନ ସୁରେଶ ବଳବନ୍ତରାୟ ଫାଉଣ୍ଡେସନ୍ ଟ୍ରଷ୍ଟ ଦ୍ୱାରା ଚଳିତ ବର୍ଷ "ସୁରେଶ ସୃଜନ ସମ୍ମାନ-୨୦୨୨" ସମ୍ମାନରେ ଭୂଷିତ ହେବେ ଓଡ଼ିଶାର
Read More...

ଭୁବନେଶ୍ୱର ସ୍ଥିତ ଆଇସିଏଆର – କେନ୍ଦ୍ରୀୟ କୃଷିରତ ମହିଳା ପ୍ରତିଷ୍ଠାନ ପକ୍ଷରୁ ରାଷ୍ଟ୍ରୀୟ ମହିଳା କିଷାନ ଦିବସ ପାଳିତ

ଭୁବନେଶ୍ୱର, (ପିଆଇବି) : ଭାରତୀୟ କୃଷି ଗବେଷଣା ପରିଷଦ - କେନ୍ଦ୍ରୀୟ କୃଷିରତ ମହିଳା ପ୍ରତିଷ୍ଠାନ (ଆଇସିଏଆର-ସିଆଇଡବ୍ଲୁଏ), ଭୁବନେଶ୍ୱର ପକ୍ଷରୁ ରାଷ୍ଟ୍ରୀୟ ମହିଳା କିଷାନ ଦିବସ ପାଳିତ ହୋଇଯାଇଛି। କୃଷି କ୍ଷେତ୍ରରେ ମହିଳା ଚାଷୀଙ୍କ ଉଲ୍ଲେଖନୀୟ ଯୋଗଦାନ ଏବଂ ଅଂଶଗ୍ରହଣକୁ ପାଳନ କରିବା
Read More...

କ୍ୟାବିନେଟ ନିଷ୍ପତ୍ତି ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଓଡିଶାବାସୀଙ୍କୁ ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କ୍ୟାବିନେଟ ନିଷ୍ପତ୍ତି ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାବାସୀଙ୍କୁ ବାର୍ତ୍ତା ପ୍ରଦାନ କରିଛନ୍ତି । ସେ କହିଛନ୍ତି ଯେ,ପ୍ରିୟ ଭାଇ ଓ ଭଉଣୀମାନେ,ଆପଣମାନଙ୍କୁ ସମସ୍ତଙ୍କୁ ନମସ୍କାର । ଆପଣମାନଙ୍କ ଆଶୀର୍ବାଦରେ ୨୦୦୦ ମସିହାରେ ମୁଁ ଓଡିଶା
Read More...

ଅକ୍ଟୋବର ୧୭ ତାରିଖରେ ପିଏମ କିଷାନ ସମ୍ମାନ ସମ୍ମେଳନ- ୨୦୨୨କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

• ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ଉଦଘାଟିତ ହେବ ୬୦୦ କିଷାନ ସମୃଦ୍ଧି କେନ୍ଦ୍ର• ଖୁଚୁରା ସାର ବିକ୍ରୟ କେନ୍ଦ୍ରଗୁଡ଼ିକୁ ପର୍ଯ୍ୟାୟକ୍ରମେ ପ୍ରଧାନମନ୍ତ୍ରୀ କିଷାନ ସମୃଦ୍ଧି କେନ୍ଦ୍ରରେ ପରିଣତ କରାଯିବ; ଚାଷୀଙ୍କ ବିଭିନ୍ନ ଆବଶ୍ୟକତାକୁ ପୂରଣ କରିବ• ଚାଷୀଙ୍କ କଲ୍ୟାଣ ପ୍ରତି ପ୍ରଧାନମନ୍ତ୍ରୀଙ୍କ
Read More...