Daily Archives

୭ ଦଫା ଦାବୀ ନେଇ ବିଡ଼ିଓଙ୍କୁ ଦାବୀପତ୍ର ପ୍ରଦାନ

ଦେଓଗାଁ, (ମନୀଷ କୁମାର ସାହୁ) : ବିଦ୍ୟାଳୟମାନଙ୍କରେ ବିଭିନ୍ନ ପ୍ରକାର ସମସ୍ୟା ଥିବାରୁ ଛାତ୍ରଛାତ୍ରୀଙ୍କୁ ଠିକ୍ ଭାବେ ଶିକ୍ଷା ପ୍ରଦାନ କରିବାରେ ଅବହେଳା ହେଉଥିବା ଦେଖିବାକୁ ମିଳିଛି । ଏହାସହ ବିଦ୍ୟାଳୟର ବିଭିନ୍ନ ସମସ୍ୟାକୁ ନେଇ ସୋମବାର ଦିନ ପଶ୍ଚିମ ଓଡ଼ିଶା ସେବା ସଂଗଠନର ଦେଓଗାଁ
Read More...

ଫଟାମୁଣ୍ଡା ଆମ୍ବେଦକର ଯୁବକ ସଂଘ ତରଫରୁ ନୂଆଁଖାଇ ଭେଟ୍‌ଘାଟ୍‌ ଆୟୋଜିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ଆମ୍ବେଦକର ଯୁବକ ସଂଘର ଆନୁକୂଲ୍ୟରେ ଗତକାଲି ୧୦ମ ନୂଆଁଖାଇ ଭେଟ୍‌ଘାଟ୍‌ ୨୦୨୨ ଉତ୍ସବ ମହାସମାରୋହରେ ଆୟୋଜିତ ହୋଇଯାଇଛି । ପ୍ରାରମ୍ଭରୁ ଅତିଥିମାନଙ୍କୁ ଗାଁ ମୁଣ୍ଡରୁ ସ୍ୱାଗତ କରି ଶୋଭାଯାତ୍ରାରେ ଗାଁ ପରିକ୍ରମା କରାଯାଇଥିଲା । ସନ୍ଧ୍ୟାରେ
Read More...

କାଶ୍ମୀରୀ ହିନ୍ଦୁଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାର ଚିନ୍ତାଶୀଳ ହେବା ଉଚିତ – କୁସୁମ

ରାଉରକେଲା, (ସସ୍ମିତା ପ୍ରଧାନ) : ଗତ କିଛିଦିନ ଭିତରେ କାଶ୍ମୀରରେ ବସବାସ କରୁଥିବା ହିନ୍ଦୁମାନଙ୍କୁ ଟାର୍ଗେଟ କରି ହତ୍ୟା କରାଯିବା ଘଟଣା ବୃଦ୍ଧି ପାଇଥିବା ବେଳେ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି ବିଶ୍ୱହିନ୍ଦୁ ପରିଷଦ ନେତା ଶାନ୍ତନୁ କୁସୁମ । ତା'ଛଡା ଏଥିପାଇଁ କେନ୍ଦ୍ର ସରକାରଙ୍କ
Read More...

ଓଡିଆ ସିନେମା ‘ତୃଷ୍ଣା’ର ପ୍ରିମିୟର ସୋ

ରାଉରକେଲା, (ସସ୍ମିତା ପ୍ରଧାନ) : ଅମର ଷ୍ଟୁଡିଓ ଏବଂ ନବୀନ ଭଣ୍ଡାରୀଙ୍କ ନିର୍ମିତ ସୁରେଶ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ନୂତନ ସ୍ୱାଦର ଓଡିଆ ସିନେମା 'ତୃଷ୍ଣା'ର ପ୍ରିମିୟର ସୋ ଓଡିଶାର ବିଭିନ୍ନ ସିନେମା ହଲ୍‌ରେ ହୋଇଥିବା ବେଳେ ରାଉରକେଲାର ସିନେପ୍ଲେକ୍ସ(ରଜାକ ଟକିଜ) ଠାରେ ଅନୁଷ୍ଠିତ
Read More...

ଜିଲ୍ଲାସ୍ତରୀୟ ବାଲ୍ୟ ବିବାହ ନିରାକରଣ ସମ୍ପର୍କିତ ସଚେତନତା ଅଭିଯାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ବଲାଙ୍ଗିର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସମାଜ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଜିଲ୍ଲାସ୍ତରୀୟ ବାଲ୍ୟ ବିବାହ ନିରାକରଣ ସମ୍ପର୍କିତ ସଚେତନତା ଅଭିଯାନ ଉପଲକ୍ଷେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଏକ ସଚେତନତା ରଥ ବାହାରିଥିଲା ।
Read More...

ବେଲପଡାଠାରେ ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକାରୀଙ୍କ ଜନ ଶୁଣାଣି ଶିବିର

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଲକ ପରିସରରେ ଆଜି ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା ଓ ଜିଲ୍ଲା ଆରକ୍ଷୀ
Read More...

ଉଲୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୧୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣତୁରନ୍ତ ସମାଧାନ ହେଲା ବିଭିନ୍ନ ୩ ଗୋଟି ଅଭିଯୋଗ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାରେ ବ୍ଲକ ସ୍ତରୀୟଯୁଗ୍ମ ଅଭିଯୋଗ ଶୁଣାଣି ଉଲୁଣ୍ଡା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ
Read More...

ସିହିନୀରେ ପଞ୍ଚାୟତସ୍ତରୀୟ ଲୋକସେବା ଶିବିର

ପାଟଣାଗଡ, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକର ସିହିନୀ ପଂଚାୟତରେ ଜିଲ୍ଲା ପ୍ରଶାସନ ତରଫରୁ ପଂଚାୟତସ୍ତରୀୟ ଲୋକସେବା ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନିତିନ କୁଶଳକର, ବ୍ଲକ ବେଲପଡା ବିଡ଼ିଓ ଭିକ୍ଟର
Read More...

ଚେନ୍ନାଇକୁ କାମ କରିବାକୁ ଯାଇଥିଲେ ଯୁବକ : ଗାଁକୁ ଫେରିଲା ମୃତଦେହ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଚେନ୍ନାଇକୁ କାମ କରିବାକୁ ଯାଇଥିବା ଜଣେ ଯୁବକଙ୍କ ମୃତଦେହ ରବିବାର ନିଜ ଗାଁ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତର ସାସିଗାଡ଼ାରେ ପହଞ୍ଚିଛି । ସେ ହେଲେ ଉକ୍ତ ଗାଁର ବିପିନ ମଲ୍ଲିକଙ୍କ ପୁଅ ରତନ ମଲ୍ଲିକ (୧୮) ।
Read More...

ଆଗଲପୁରର ଅତିରିକ୍ତ ତହସିଲଦାର ପ୍ରଭାକର ପଧାନଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁରର ଅତିରିକ୍ତ ତହସିଲଦାର ପ୍ରଭାକର ପଧାନଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଆଗଲପୁର ତହସିଲଦାର ସୁଚିତା ପୁଷ୍ପାଙ୍କ କହିବା ଅନୁସାରେ ବାଲି ମାଫିଆମାନେ ଅଂଗ ନଦୀରୁ ଗତ ରାତ୍ରୀ ସମୟରେ ଟ୍ରାକ୍ଟର ଯୋଗେ ବାଲି ଚୋରା ଚାଲାଣ ଚାଲିଥିବା
Read More...