Daily Archives

ହୃଦ୍‌ଘାତରେ ଛତିଶଗଡ଼ ବିଧାନସଭା ଉପବାଚସ୍ପତିଙ୍କ ପରଲୋକ

ରାୟପୁର : ଛତିଶଗଡ଼ ବିଧାନସଭାର ଉପବାଚସ୍ପତି ମନୋଜ ସିଂହ ମାଣ୍ଡଭିଙ୍କ ରବିବାର ହୃଦ୍‌ଘାତରେ ପରଲୋକ ଘଟିଥିବା ଜଣାପଡିଛି । ୫୮ ବର୍ଷିୟ ମାଣ୍ଡଭିଙ୍କୁ ହୃଦ୍‌ଘାତ ହେବା ପରେ ତାଙ୍କୁ ଚାରାମା ଗାଁରୁ ଧମତରୀ ସହରରେ ଥିବା ହସ୍ପିଟାଲକୁ ନିଆଯାଇଥିଲା, ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା । ବରିଷ୍ଠ
Read More...

୧୧୧ଟି କଇଁଛ ଜବତ : ବେପାରୀ ଗିରଫ

ଭୋଗରାଇ : ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଅଧୀନ ଜଳସୋହରିଆ ଗ୍ରାମରୁ ରବିବାର ବନ୍ୟପ୍ରାଣୀ ବିଭାଗ ୧୧୧ଟି କଇଁଛ ଜବତ କରିଥିବା ଜଣାପଡିଛି । ସୂଚନା ଅନୁସାରେ, ଘଟଣାରେ ସମ୍ପୃକ୍ତ ଜଣେ ବେପାରୀଙ୍କୁ ଗିରଫ କରାଯାଇଛି । ସେ ହେଲେ ଗୌରାଙ୍ଗ ମଣ୍ଡଳା । ଗୌରାଙ୍ଗ କଇଁଛଗୁଡ଼ିକୁ ଘରେ ରଖି
Read More...

ବ୍ରହ୍ମପୁର ବଡ଼ ମେଡିକାଲର ଅବ୍ୟବସ୍ଥା

• ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଉଦାସୀନତା ନେଇ ଜନ ଅସନ୍ତୋଷ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଦାକ୍ଷିଣାଞ୍ଚଳର ତଥା ଦକ୍ଷିଣ ଓଡ଼ିଶାର ପ୍ରାଣକେନ୍ଦ୍ର ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳରେ ଅବସ୍ଥାପିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ତଥା ବଡ଼ ମେଡିକାଲରେ ରୋଗୀ
Read More...

ଆଜି ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହାଇଦ୍ରାବାଦ : ଆଜି ହାଇଦ୍ରାବାଦରେ ଅନୁଷ୍ଠିତ ହେବାକୁ ଥିବା ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଞ୍ଜାରା ହିଲ୍‌ସର ହୋଟେଲ୍‌ ତାଜ୍ କ୍ରିଷ୍ଣାରେ ଶିଳ୍ପ ସଂଘ ଫିକି ସହଯୋଗରେ ଅନୁଷ୍ଠିତ ହେବାକୁ ଯାଉଛି ଏହି ସମ୍ମିଳନୀ । ଏହାସହ ଏଠାରେ ରୋଡ୍‌ ଶୋ
Read More...

‘ଉତ୍କଳ ପ୍ରସଙ୍ଗ’ ଏବଂ ‘ଓଡ଼ିଶା ରିଭ୍ୟୁ’ର ନୂତନ ସମ୍ପାଦିକା ଭାବରେ କସ୍ତୁରୀ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶା ସରକାରଙ୍କ ମାସିକ ମୁଖପତ୍ର 'ଉତ୍କଳ ପ୍ରସଙ୍ଗ' ଏବଂ 'ଓଡ଼ିଶା ରିଭ୍ୟୁ'ର ନୂତନ ସମ୍ପାଦିକା ଭାବରେ ଶ୍ରୀମତୀ କସ୍ତୁରୀ ମହାପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଅବସରରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୭୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୯ ଜଣ
Read More...

ପ୍ରଫେସର ରବିଶଙ୍କର ପାଣ୍ଡିଆଙ୍କ ଶ୍ରାଦ୍ଧ ଉତ୍ସବ : ଲୋକାର୍ପିତ ହେଲା ସ୍ମରଣିକା ‘ସ୍ମୃତିରେ ରବି-ରତ୍ନ’

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ମୀନାଟେଣ୍ଟ ପ୍ରାଙ୍ଗଣରେ ଶିକ୍ଷାବିତ୍‌ ତଥା ଗାନ୍ଧୀବାଦୀ ପ୍ରଫେସର ରବିଶଙ୍କର ପାଣ୍ଡିଆଙ୍କ ଦ୍ୱାଦଶାହ ଅବସରରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସ୍ମରଣିକା ‘ସ୍ମୃତିରେ ରବି-ରତ୍ନ’ ଲୋକାର୍ପିତ ହୋଇଥିଲା । ପ୍ରଫେସର
Read More...

ଆଜିଠାରୁ ପିଜି ପାଠପଢ଼ା ଆରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୨୦୨୨-୨୩ ଶିକ୍ଷା ବର୍ଷରେ ନାମ ଲେଖାଇଥିବା ସ୍ନାତକୋତ୍ତର(ପିଜି) ଛାତ୍ରଛାତ୍ରୀଙ୍କ ପାଠପଢ଼ା ସୋମବାରରୁ ଆରମ୍ଭ ହେବ । ଯେଉଁ ଛାତ୍ରଛାତ୍ରୀ ହଷ୍ଟେଲରେ ରହିବା ପାଇଁ ନାମ ଲେଖାଇଛନ୍ତି, ସେମାନଙ୍କ ପାଇଁ ହଷ୍ଟେଲରେ ସବୁ ପ୍ରକାର ସୁବିଧା ରଖିବା ପାଇଁ ପୂର୍ବରୁ
Read More...

ବିଶ୍ଵ ଖାଦ୍ୟ ଦିବସରେ କ୍ଷୁଦ୍ରଦାନା ଶସ୍ୟ ଖାଦ୍ୟ ମେଳା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଠାରେ ଓଡ଼ିଶା ମିଲେଟ୍ ମିଶନ ଜରିଆରେ ଦେବଦତ୍ତ କ୍ଲବ୍ ଓ କୃଷି ବିଭାଗ ତରଫରୁ କ୍ଷୁଦ୍ରଦାନା ଶସ୍ୟ ଖାଦ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କୃଷି ବିଭାଗର ଗ୍ରାମ ସେବକ ଦୀପକ ରଣା, ଗାଇସିଲେଟ
Read More...

ଛତ୍ରପୁରରେ ମୁଖ୍ୟମନ୍ତ୍ରୀଙ୍କ ୭୭ତମ ଜନ୍ମଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବିଜୁ ଜନତା ଦଳ ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୭ତମ ଜନ୍ମଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଛତ୍ରପୁରସ୍ଥ ଶ୍ରୀ ଶ୍ରୀ ଗୌରୀଶଙ୍କର ମନ୍ଦିରରେ ସଭିଏଁ ଗୋଟିଏ ଗୋଟିଏ ପ୍ରଦୀପ ଜାଳି ମୁଖ୍ୟମନ୍ତ୍ରୀ ନବୀନ
Read More...