Daily Archives

ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା ପରିଚାଳନା ବୈଠକ

ଏନ୍ଫୋର୍ସମେଣ୍ଟକୁ ଅଧିକ ଜୋରଦାର ତଥା କଡାକଡି କରିବା ଉପରେ ଗୁରୁତ୍ୱାରୋପ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା ପରିଚାଳନା ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ
Read More...

ହୁମ୍ମାଠାରେ ବିଜେଡ଼ିର ଜନ ସମ୍ପର୍କ ପଦଯାତ୍ରା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗଞ୍ଜାମ ବ୍ଲକର ହୁମ୍ମାଠାରେ ବିଜୁ ଜନତା ଦଳ ତରଫରୁ ଏକ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଏବଂ ବ୍ରହ୍ମପୁର ମେୟର ତଥା ଗଞ୍ଜାମ ଜିଲ୍ଲା ବିଜୁ ଜନତା
Read More...

ସ୍ଵର୍ଗତ ମଠ ମହନ୍ତ ଦାଶରଥି ଦାଶ ମହାରାଜାଙ୍କ ଏକାଦଶାହ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ବେନୁପଡା ଗାଦିବ୍ରହ୍ମ ପୀଠ ମଠ ମହନ୍ତ ସ୍ଵର୍ଗତ ଦାଶରଥି ଦାଶ ମହାରାଜାଙ୍କ ଏକାଦଶାହ ଅନୁଷ୍ଠିତ ହୋଇଯାଇଛି । ଏଥିସହିତ ନୂତନ ମଠାଧିଶ ମହନ୍ତ ଶିଶିର ଦାଶ ମହାରାଜାଙ୍କର ଦାୟିତ୍ଵ ବହନ, ଗାଦିସିନ କାର୍ଯ୍ୟକ୍ରମ,
Read More...

ପାଇକମାଲ ହାଇସ୍କୁଲରେ ଫୁଟବଲ ବିତରଣ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଦ୍ୱାଦଶ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଫୁଟବଲ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ବରିଷ୍ଠ ଖେଳାଳି କୁସୁମ କୁମାର ରାଓ ଛାତ୍ରଛାତ୍ରୀମାନଙ୍କୁ ସରକାରଙ୍କ
Read More...

ଅବସରପ୍ରାପ୍ତ ଶିକ୍ଷୟିତ୍ରୀଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସମ୍ବଲପୁର ସ୍ଥିତ ଏକ ହସ୍ପିଟାଲରେ ପଦ୍ମପୁର ଭେଉଁରିଆ ଛକ ନିବାସୀ ବିଶିଷ୍ଟ ଗାନ୍ଧିବାଦୀ ତଥା ଭୂଦାନ କର୍ମୀ ଗଜେନ୍ଦ୍ର ପ୍ରସାଦ ଦାସଙ୍କ ଧର୍ମପତ୍ନୀ ତଥା ଅବସରପ୍ରାପ୍ତ ହାଇସ୍କୁଲ ଶିକ୍ଷୟିତ୍ରୀ ସରୋଜିନୀ ଦାସ(୮୨)ଙ୍କ ସୋମବାର ଦିନ ଅପରାହ୍ନରେ ପରଲୋକ
Read More...

ଶିକ୍ଷକ ପ୍ରତିନିଧିମାନଙ୍କୁ ନେଇ ଜରୁରୀକାଳୀନ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସନ୍ନିକଟ ମଣ୍ଡପଠାରେ ବଲାଙ୍ଗିର ବ୍ଲକର ସମସ୍ତ ବର୍ଗର ଶିକ୍ଷକ ପ୍ରତିନିଧିମାନଙ୍କୁ ନେଇ ଗତକାଲି ଏକ ଜରୁରୀକାଳୀନ ବୈଠକ ସଂଘର ସଭାପତି କମଳଲୋଚନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଦୀର୍ଘ ଦିନରୁ ବିରୋଧ
Read More...

‘ଉଡ୍ର’ ଚାରିଟେବୁଲ ଟ୍ରଷ୍ଟ୍ ପକ୍ଷରୁ ‘ଚାଲ ଖୁସି ବାଣ୍ଟିବା’ କାର୍ଯ୍ୟକ୍ରମ

ଭୁବନେଶ୍ୱର : ଦୀପାବଳି ଅବସରରେ 'ଉଡ୍ର' ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ 'ଚାଲ ଖୁସି ବାଣ୍ଟିବା' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଳିଙ୍ଗବିହାର ଡି.ଏନ୍‌. ରିଗାଲିଆ ମଲ୍ ସ୍ଥିତ ବାର୍‌ବେକିୟୁ ନେସନ୍ ରେଷ୍ଟୁରାଣ୍ଟ ଠାରେ ଆୟୋଜନ କରାଯାଇଥିଲା । 'ଉଡ୍ର' ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୭୦
Read More...

ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ହେଲେ ଭାରତ ସରକାରଙ୍କ ହିନ୍ଦୀ ସଲାହକାର ସମିତିର ସଦସ୍ୟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭାରତ ସରକାରଙ୍କ ସଂସଦୀୟ କାର୍ଯ୍ୟ ମନ୍ତ୍ରଣାଳୟ, ୮୭, ସଂସଦ ଭବନ ନୂଆଦିଲ୍ଲୀର ସଂକଳ୍ପ ସଂଖ୍ୟା ୪(୨)୨୦୧୮ ତା.୧୧.୧୦.୨୦୨୨ ଆଦେଶ ଅନୁସାରେ ଭାରତ ସରକରଙ୍କ ସଂସଦୀୟ କାର୍ଯ୍ୟ ମନ୍ତ୍ରଣାଳୟର ହିନ୍ଦୀ ସଲାହକାର ସମିତିର ସଦସ୍ୟ ଭାବରେ ରାଜ୍ୟସଭା ସାଂସଦ ନିରଞ୍ଜନ
Read More...

ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ ନିମନ୍ତେ ସଚେତନତା ପଦଯାତ୍ରା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ପଞ୍ଚାୟତର ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ସମ୍ପୂର୍ଣ୍ଣ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ ନିମନ୍ତେ ଏକ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ ମାଧ୍ୟମରେ
Read More...

ବଲାଙ୍ଗିର ଦିନ୍‌କୁ ସରକାରୀ ମାନ୍ୟତା ପ୍ରଦାନ କରିବା ପାଇଁ ପାଟଣାଗଡ ବିଧାୟକଙ୍କୁ ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ନଭେମ୍ବର ୧ ତାରିଖ ବଲାଙ୍ଗିର ଦିନ୍‌କୁ ସରକାରୀ ମାନ୍ୟତା ପ୍ରଦାନ କରିବା ପାଇଁ ପାଟଣାଗଡ ବିଧାୟକ ତଥା ବିଜେଡିର ଉପସଚେତକ ସରୋଜ ମେହେରଙ୍କୁ ବଲାଙ୍ଗିର ଦିନ୍‌ ଆୟୋଜକ କମିଟି ଦାବୀପତ୍ର ପ୍ରଦାନ କରିଛନ୍ତି । ଉଲ୍ଲେଖ ଯୋଗ୍ୟ ଯେ, ଗତ ଦୁଇ ବର୍ଷ ହେଲାଣି
Read More...