Daily Archives

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଦ୍ୱାରା ନିର୍ମିତ କଳାହାଣ୍ଡି ଜିଲ୍ଲାର ୨ଟି…

କଳାହାଣ୍ଡି, (ପି.କେ. ସାହୁ) : ଆଜି ଭାବନୀପାଟଣା ଓସ୍ୱାନ୍ ହଲ୍‌ ଠାରେ ଆୟୋଜିତ ଭର୍ଚୁଆଲ୍ କନଫରେନ୍ସ କାର୍ଯ୍ୟକ୍ରମରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ଧ୍ୟା ୫.୩୦ ମି. ସମୟରେ ଭବାନୀପାଟଣା ସହର ସ୍ଥିତ ୨.୫ କୋଟି ଟଙ୍କାରେ ନିର୍ମିତ ଟାଉନ ହଲ୍‌, ଜୁନାଗଡ ସ୍ଥିତ ୨.୫ କୋଟି
Read More...

ଜିଲ୍ଲାସ୍ତରୀୟ ଟାସ୍କଫୋର୍ସ ଓ ସ୍ଵାସ୍ଥ୍ୟ ରିଭ୍ୟୁ ମିଟିଙ୍ଗ୍ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲି ନରୱଣେଙ୍କ ଅଧ୍ୟକ୍ଷତାରେ ତାଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଟାସ୍କଫୋର୍ସ ଓ ସ୍ଵାସ୍ଥ୍ୟ ରିଭ୍ୟୁ ମିଟିଙ୍ଗ୍ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମା' ଓ ଶିଶୁ ସ୍ଵାସ୍ଥ୍ୟ ସଂପର୍କିତ ବିଭିନ୍ନ
Read More...

ଝାରମୁଣ୍ଡା ଏଥଲେଟିକ୍‌ ଏସୋସିଏସନ୍‌ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଅନ୍ତର୍ଗତ ଝାରମୁଣ୍ଡା ଏଥଲେଟିକ୍‌ ଏସୋସିଏସନ୍‌ ସ୍ଥିତ ସଭାଗୃହରେ ଏକ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ସଭାରେ ୱାର୍ଲ୍ଡ ଭିଜନ ଇଣ୍ଡିଆ ଲୋଇସିଂହାକୁ ନୂତନ ଭାବେ ଯୋଗ ଦେଇଥିବା ମେନେଜର
Read More...

ବାଲ୍ୟ ବିବାହ ନିରାକରଣ ସମ୍ୱନ୍ଧୀୟ ସଚେତନତା ଅଭିଯାନ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ଥାନା ଆଗଲପୁର ବ୍ଲକ ନଅଗାଁ(ଖ) ସ୍ଥିତ ନୋଡାଲ ପଂଚାୟତ ଉଚ୍ଚ ବିଦ୍ୟାଳୟଠାରେ ଜିଲ୍ଲା ପ୍ରଶାସନ ଓ ସମାଜ କଲ୍ୟାଣ ବିଭାଗ ତଥା ସମନ୍ୱିତ ଶିଶୁ ବିକାଶ ତରଫରୁ ବାଲ୍ୟ ବିବାହ ନିରାକରଣ ସମ୍ୱନ୍ଧୀୟ ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର
Read More...

କୁଡ଼ାସିଂହା ହାଇସ୍କୁଲ ଛାତ୍ରଛାତ୍ରୀଙ୍କ କୃଷି ବିଜ୍ଞାନ କେନ୍ଦ୍ର ପରିଦର୍ଶନ

ଦେଓଗାଁ, (ମନୀଷ କୁମାର ସାହୁ) : ରାଜ୍ୟ ସରକାର ହାଇସ୍କୁଲମାନଙ୍କରେ ଧନ୍ଦାମୂଳକ ଶିକ୍ଷାକୁ ପ୍ରାଧାନ୍ୟ ଦେବାକୁ ଯାଇ ବଲାଙ୍ଗିର ସଦର ବ୍ଲକ ଅର୍ନ୍ତଗତ କୁଡ଼ାସିଂହା ସ୍ଥିତ ପର୍ଶୁରାମ ହାଇସ୍କୁଲର ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନେ ଧନ୍ଦାମୂଳକ କୃଷି ଶିକ୍ଷକ ତପନ ପ୍ରଧାନଙ୍କ ପ୍ରତ୍ୟକ୍ଷ
Read More...

ଭିଡିଓ କନଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବଲାଙ୍ଗିର ଜିଲ୍ଲାର ୨ ଗୋଟି ପ୍ରକଳ୍ପର ଲୋକାର୍ପଣ ଓ ଗୋଟିଏ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଭିଡିଓ କାନଫରେନସିଂ ଜରିଆରେ ବଲାଙ୍ଗିର ଜିଲ୍ଲାର ୨ ଗୋଟି ପ୍ରକଳ୍ପର ଲୋକାର୍ପଣ ଓ ଗୋଟିଏ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠିରୁ ୧
Read More...

ରଘୁମଣି ମିଶ୍ରଙ୍କ ପରଲୋକ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ବନ୍ଧପଡ଼ା ଗାଁର ରଘୁମଣି ମିଶ୍ର (୮୨)ଙ୍କ ଶୁକ୍ରବାର ଦିନ ପରଲୋକ ହୋଇଯାଇଛି । ସେ କର୍କଟ ରୋଗରେ ଆକ୍ରାନ୍ତ ଥିଲେ । ଶୁକ୍ରବାର ରାତି ୨ଟା ୪୫ ମିନିଟ୍‌ରେ ବନ୍ଧପଡ଼ା ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଯାଇଛି । ଶେଷ ସମୟରେ ତାଙ୍କ ତିନି
Read More...

ଭବାନୀପାଟଣାଠାରେ ଜିଲ୍ଲାସ୍ତରୀୟ ରକ୍ତହୀନତା ନିରାକରଣ ଅଭିଯାନର ଶୁଭାରମ୍ଭ

ଆନିମିଆ ମୁକ୍ତ କଳାହାଣ୍ଡି ଆଜିର ଆହ୍ଵାନ କଳାହାଣ୍ଡି, (ପି.କେ. ସାହୁ) : ଭବାନୀପାଟଣା ସହର ସ୍ଥତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ରକ୍ତହୀନତା ନିରାକରଣ ଅଭିଯାନର ଶୁଭାରମ୍ଭ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ ମୁଖ୍ୟ
Read More...

ପଲସଦା କ୍ଲଷ୍ଟରରେ ସୁରଭି- ୨୦୨୨ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ରାଜବୋଡ଼ାସମ୍ବର ବ୍ଲକ ପଲସଦା କ୍ଲଷ୍ଟରରେ ସୁରଭି କାର୍ଯ୍ୟକ୍ରମ ୨୦୨୨ ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବ ପଲସଦା କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଖଇରା ସେବାଶ୍ରମରେ ଆରମ୍ଭ ହୋଇଥିଲା । ଖଇରା ସେବାଶ୍ରମ ପ୍ରଧାନ ଶିକ୍ଷକ
Read More...

ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୨ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଆର୍‌ପିଏଲ୍‌ କ୍ଲଷ୍ଟର ତରଫରୁ ସେକ୍ଟର ୧୬ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୨ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଗୀତାଞ୍ଜଳି ପଣ୍ଡାଙ୍କ ସଭାପତିତ୍ୱ ତଥା କାର୍ଯ୍ୟକ୍ରମର ମୁଖ୍ୟ
Read More...