Daily Archives

ଖପ୍ରାଖୋଲ ପୋଲିସ ଦ୍ୱାରା ୩୨ ଜଣ ଦାଦନ ଶ୍ରମିକ ଉଦ୍ଧାର : ସୂଚନା ଦେଲେ ଏସ୍‌ପି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଖପ୍ରୋଖଲ ଥାନା ପୋଲିସ ଦ୍ୱାରା ୩୨ ଜଣ ଦାଦନ ଶ୍ରମିକ ଉଦ୍ଧାର ହୋଇଥିବା ନେଇ ଆଜି ଏସ୍‌ପି ନିତିନ କୁଶଲକର ସୂଚନା ଦେଇଛନ୍ତି । ତେବେ ଉଦ୍ଧାର ହୋଇଥିବା ୩୨ ଜଣ ଦାଦନ ଶ୍ରମିକଙ୍କ ମଧ୍ୟରୁ ୧୦ ଜଣ ପୁରୁଷ, ୧୦ ଜଣ ମହିଳା ଏବଂ ୧୨ ଜଣ ଶିଶୁ ଏବଂ
Read More...

ସମ୍ବଲପୁର ସିଟି ସ୍ପୋର୍ଟିଂ ଦଳକୁ ହରାଇ କନ୍ଧପାଲିପଡାର ମା’ ମାଣିକେଶ୍ୱରୀ ଦଳ ଚାମ୍ପିୟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ମିଶନ ପଡିଆଠାରେ ଠିକାଦାରପଡା ପୋଗ୍ରେସିଭ୍‌ କ୍ଲବ ତରଫରୁ ଦିନିକିଆ ପୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଯୋଗ ଦେଇଥିଲେ । ସର୍ବମୋଟ ୧୨ଟି ଦଳ ଏହି ଦିନିକିଆ ଫୁଟବଲ
Read More...

ଛିନ୍ଦେଇକେଲାରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଛିନ୍ଦେଇକେଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମାଲପଡା କ୍ଲଷ୍ଟରର ସମସ୍ତ ୧୧ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ରଚନା, ଗୀତ, ନୃତ୍ୟ, ଭାଷଣ ପରିବେଷଣ
Read More...

ସୋହେଲାରେ ବ୍ଲକ୍‌ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା

ସୋହେଲା, (କେପିଏନ୍‌ଏସ୍‌) : ପ୍ରଜ୍ଞାନ ମିଶନ୍ ପକ୍ଷରୁ ସୋହେଲା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗୀତା ସୁଗୀତା କର୍ତ୍ତବ୍ୟା ଶୀର୍ଷକରେ ବ୍ଲକ୍ ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ସଂସ୍କୃତ ଶିକ୍ଷୟିତ୍ରୀ ଯଶୋଦା ଦାଶ, ପ୍ରଧାନ ଶିକ୍ଷକ ବିକ୍ରମ
Read More...

କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି -୨୦୨୨ କାର୍ଯ୍ୟକ୍ରମ ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର(ଡୁଡୁକା) ବ୍ଲକ ବକଟି ଆଂଚଳିକ ସାଧନ କେନ୍ଦ୍ରରେ ଶିଶୁ ମହୋତ୍ସବ ସୁରଭି -୨୦୨୨ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଏମଏଚଏସ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବାସୁଦେବ ପଧାନଙ୍କ ସଭାପତିତ୍ୱରେ ବକଟି କ୍ଲଷ୍ଟରସ୍ତରୀୟ ସିଆରସିସି ବାବୁ ଲାଲ
Read More...

ଶିବତଲାରେ ଆଂଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୨ ଅନୁଷ୍ଠିତ

ଶିବତଲା, (କେପିଏନ୍‌ଏସ୍‌) : ଶିବତଲା ଆଂଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୨ ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ହୋଲିଶ୍ଵର ଧରୁଆଙ୍କ ସଂଯୋଜନାରେ ଶିବତଲା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାିଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ
Read More...

ଶୌଚ କରିବାକୁ ଯାଇଥିବା ବେଳେ ଛୁରୀ ଦେଖାଇ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ଥାନାରେ ଜଣେ ବିବାହିତ ମହିଳାଙ୍କୁ ଦୁଷ୍କର୍ମ ଓ ପରେ ହତ୍ୟା ଧମକ ଦେଇଥିବା ନେଇ ପୀଡ଼ିତାଙ୍କ ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି । ସୂଚନା ଅନୁସାରେ, ରାତିରେ ବାହାରକୁ ବିବାହିତା ମହିଳା
Read More...

ମିଠା ଦୋକାନରେ ଲାଗିଲା ନିଆଁ : ମୁଖ୍ୟ ମିସ୍ତ୍ରୀ ମୃତ, ୨ ସହଯୋଗୀ ଗୁରୁତର

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପାଲି ଥାନା ଅନ୍ତର୍ଗତ ପାନପୋଷ ଛକ ଠାରେ ଥିବା ଓମ୍ ସୁଇଟସ୍ ଦୋକାନରେ ହଠାତ୍ ନିଆଁ ଲାଗିଯାଇଥିବା ଜଣାପଡିଛି । ଏଥିରେ ସେହି ଦୋକାନର ମୁଖ୍ୟ ମିସ୍ତ୍ରୀ ଅରୁଣ ଯାଦବ ନିଆଁରେ ଜଳି ମୃତ୍ୟୁବରଣ କରିଥିବା ବେଳେ ସହଯୋଗୀ ମିସ୍ତ୍ରୀ ଦ୍ୱୟ ଅନୀଲ ଗୁପ୍ତା ଓ
Read More...

କୁଡ଼ାସିଂହାରେ ସୁରଭି କାର୍ଯ୍ୟକ୍ରମ ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କୁଡ଼ାସିଂହା ଟି.ଆର. ନୋଡାଲ ସ୍କୁଲରେ କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉମାକାନ୍ତ ଝାଙ୍କର ମୁଖ୍ୟ ଅତିଥି ଓ ସ୍ଥାନୀୟ ପର୍ଶୁରାମ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶ୍ୱିନୀ ମିଶ୍ର, ସିଆରସିସି
Read More...

ତୁରେକେଲା କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ସମଗ୍ର ଶିକ୍ଷା ବଲାଙ୍ଗିର ଆନୁକୂଲ୍ୟରେ ତୁରେକେଲା କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ବଗବାହାଲ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ର ସଂଯୋଜକ ବିରଂଚି ନାରାୟଣ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ
Read More...