ଆମେରିକାରେ ଗୁଳିକାଣ୍ଡ : ୨ ମୃତ, ପୋଲିସ ଅଧିକାରୀ ଆହତ
				ୱାଶିଂଟନ : ଆମେରିକାରେ ଆଖିବୁଜା ଗୁଳି ଚାଳନାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଆମେରିକାର ରାଜଧାନୀ ୱାଶିଂଟନରେ ଏହି ଗୁଳିକାଣ୍ଡ ଘଟିଛି । ଏଥିରେ ୨ ଜଣଙ୍କ ମୃତ୍ୟୁ ହେବାସହ ଜଣେ ପୋଲିସ ଅଧିକାରୀ ଗୁରୁତର ଆହତ ହୋଇଛନ୍ତି । ଏହି ଘଟଣାରେ ସମ୍ପୃକ୍ତ ୩ ଜଣ!-->…					
Read More...
				Read More...