Daily Archives

ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ନୀତି ଆୟୋଗ ଓ ବଲାଙ୍ଗିର ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଆୟୋଜିତ ବିଭିନ୍ନ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଆକାଙ୍ଖୀ ଜିଲ୍ଲା ବଲାଙ୍ଗିର ନିମନ୍ତେ ନୀତି ଆୟୋଗ ଓ ବଲାଙ୍ଗିର ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି
Read More...

୧୦୦ କିଲୋ ଗଞ୍ଜେଇ ଜବତ : ୪ ଗିରଫ

ବ୍ରହ୍ମପୁର, (କେପିଏନ୍‌ଏ୍‌) : ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ଚଢାଉ କରାଯାଇ ଏକ ବୋଲେରୋ ଗାଡିରୁ ୧୦୦ କିଲୋ ଗଞ୍ଜେଇ ଜବତ କରାଯିବା ସହ ୪ଜଣଙ୍କୁ ଗିରଫ କରାଯାଇଥିବା ଜଣାପଡିଛି । ସେମାନେ ହେଲେ ଦାଶରଥୀ ଗୋମାଙ୍ଗା(୪୨), ଇରୋଶ ଶବତ(୨୨), ଜୟଦେବ ଜାନି(୨୧) ଓ ସାମୁଏଲ୍‌
Read More...

ଯାଜପୁରରେ ଆରମ୍ଭ ହେଲା ବିରଜା ଶ୍ରୀ ବାଣିଜ୍ୟ ମେଳା

ଯାଜପୁର : କାଳୀପୂଜା ଅବସରରେ କୁସୁମା ନିକଟରେ ଆରମ୍ଭ ହୋଇଛି ବିରଜା ଶ୍ରୀ ବାଣିଜ୍ୟ ମେଳା । ଯାଜପୁର ପୌରପାଳିକା ଏବଂ ନାବାର୍ଡର ମିଳିତ ଉଦ୍ୟମରେ ଏହି ମେଳା ଆୟୋଜିତ ହୋଇଛି । ଏହି ମେଳା ଆସନ୍ତା ୪ ତାରିଖ ଯାଏଁ ଚାଲିବ । ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ଉତ୍ପାଦିକ ସାମଗ୍ରୀର ବିକ୍ରି
Read More...

ଜାତୀୟ ଅନୁସୂଚିତ ଜାତି କମିଶନର ତଥ୍ୟ ସଂଗ୍ରହକାରୀ କମିଟିଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର : ଜାତୀୟ ଅନୁସୂଚିତ ଜାତି କମିଶନର ୪ ଜଣିଆ ଏକ ତଥ୍ୟ ସଂଗ୍ରହକାରୀ ଦଳ କେନ୍ଦୁଝର ଗସ୍ତରେ ଆସି ଶୁଆକାଟୀସ୍ଥିତ ଗନ୍ଧମାର୍ଦ୍ଦନ ଲୌହ ଖଣିର ପାରିପାର୍ଶ୍ୱିକ ଅଞ୍ଚଳ ଗସ୍ତ କରି ଶ୍ରମିକ ତଥା ଆଦିବାସୀଙ୍କ ବିଭିନ୍ନ ସମସ୍ୟା ଶୁଣିଛନ୍ତି । ଆଦିବାସୀ ଲୋକଙ୍କ ସହ ଆଲୋଚନା କରି ତଥ୍ୟ
Read More...

ଘସିଏନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଶିଶୁ ବିଶେଷଜ୍ଞଙ୍କ ଡେପୁଟେସନ ବାତିଲ ଦାବୀରେ ୩୦ ଖଣ୍ଡ ଗ୍ରାମର ଲୋକେ ଗୋଷ୍ଠୀ…

ପାଟଣାଗଡ଼, (ଗୋରେଖନାଥ ବରିହା) : ରାଜ୍ୟରେ ଡାକ୍ତର ନିଯୁକ୍ତିକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି । ଏହାର ଏକ ଜ୍ୱଳନ୍ତ ଉଦାହରଣ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ ଘସିଏନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଦେଖିବାକୁ ମିଳିଛି । ୩୦ ଖଣ୍ଡ ଗ୍ରାମର ଜନସାଧାରଣ ସ୍ୱାସ୍ଥ୍ୟସେବା ପାଇଁ ଘସିଏନ
Read More...

ନିଆଁ ଲାଗି ଜଳିଗଲା ୩ କୋଟିର ସମ୍ପତ୍ତି

ରାୟଗଡ଼ା : ବିଳମ୍ବିତ ରାତିରେ ହାର୍ଡୱେର ଦୋକାନରେ ଅଗ୍ନିକାଣ୍ଡ ଘଟି ୩ କୋଟିରୁ ଅଧିକ ଟଙ୍କାର ସାମଗ୍ରୀ ଜଳି ଯାଇଛି । ରାୟଗଡ଼ା ସହରର କପିଳାସ ରୋଡରେ ଥିବା ନଟରାଜ ହାର୍ଡୱେର ଓ ପରମଜ୍ୟୋତି ମେଡିକାଲ ଷ୍ଟୋରରେ ନିଆଁ ଲାଗିଥିଲା । ସର୍ଟସର୍କିଟରୁ ଦୋକାନରେ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି
Read More...

ଷ୍ଟିଫେନ ମଡେଲ ସ୍କୁଲଠାରେ ବିଜ୍ଞାନ ମେଳା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଷ୍ଟିଫେନ ମଡେଲ ସ୍କୁଲଠାରେ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପିଲାମାନଙ୍କୁ ନେଇ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଜ୍ଞାନ ପ୍ରକଳ୍ପ ଦେଖିବାକୁ ମିଳିଥିଲା । ନର୍ସରୀ ଠାରୁ ଆରମ୍ଭ କରି ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ
Read More...

ଦାବୀ ପୂରଣ ନ ହେଲେ ଉପନିର୍ବାଚନରେ ଅସହଯୋଗ କରିବେ ପଦ୍ମପୁର ନିର୍ବାଚନ ମଣ୍ଡଳୀର ଶିକ୍ଷକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗୋଟିଏ ପଟେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଉପନିର୍ବାଚନ ପାଇଁ ଲୋକଙ୍କ ନିମନ୍ତେ ଅନେକ ଭେଟି ଦେବା ପାଇଁ ଯୋଜନା ପ୍ରସ୍ତୁତ କରିଥିବା ବେଳେ ଅସନ୍ତୁଷ୍ଟ ପ୍ରାଥମିକ ଶିକ୍ଷକମାନଙ୍କ ଚେତାବନୀ ରାଜ୍ୟ ସରକାରଙ୍କୁ ହରଡ଼ଘଣାରେ ପକେଇବା ଭଳି ପରିସ୍ଥିତି ସୃଷ୍ଟି କରିଛି
Read More...

ସୁବର୍ଣ୍ଣପୁର ଜିଲ୍ଲା ଖାଉଟି ସୁରକ୍ଷା ପରିଷଦ ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ଖାଉଟି ସୁରକ୍ଷା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଅଧ୍ୟକ୍ଷତା କରିଥିଲେ । ସଦସ୍ୟ ସଚିବ ତଥା ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ
Read More...

ସ୍ୱତନ୍ତ୍ର ସ୍ୱଚ୍ଛତା ଅଭିଯାନ ୨.୦ ଅନ୍ତର୍ଗତ କୋଇଲା ମନ୍ତ୍ରଣାଳୟର ବିଭିନ୍ନ କାର୍ଯ୍ୟକ୍ରମ

ରକ୍ତଦାନ ଶିବିରର ଆୟୋଜନ ନୂଆଦିଲ୍ଲୀ, (ପିଆଇବି) : କୋଇଲା ମନ୍ତ୍ରଣାଳୟ ୨ ଅକ୍ଟୋବର ୨୦୨୨ ଠାରୁ ୩୧ ଅକ୍ଟୋବର ୨୦୨୨ ପର୍ୟ୍ୟନ୍ତ ସ୍ୱତନ୍ତ୍ର ଅଭିଯାନ ୨.୦ ର ସକ୍ରିୟ ଭାବରେ ଆୟୋଜନ କରୁଛି । ଅଭିଯାନ ସମୟରେ, ଏହାର ତଦାରଖ ଓ କାର୍ୟ୍ୟକାରିତା ପାଇଁ ମନ୍ତ୍ରଣାଳୟ/ ବିଭାଗଗୁଡ଼ିକ ବ୍ୟତୀତ
Read More...