Daily Archives

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ରାଜ୍ୟ ସରକାର ଶନିବାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ମାଲକାନଗିରି ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ବରିଷ୍ଠ ଓଏଏସ୍‌
Read More...

ସ୍ୱର୍ଗତ ରାଧାକାନ୍ତ ଭୋଇଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ

ପାଟଣାଗଡ, (ଗୋରେଖନାଥ ବରିହା) : ରାଧାକାନ୍ତ ଭୋଇ ଚାରେଟେବୁଲ ଟ୍ରଷ୍ଟ, ଦମକିପାଲି ଆନୁକୁଲ୍ୟରେ ସ୍ୱର୍ଗତ ରାଧାକାନ୍ତ ଭୋଇଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ପାଳନ କରାଯାଇଛି । ପ୍ରଥମେ ଦୀପ ପ୍ରଜ୍ୱଳନ ଓ ସ୍ୱର୍ଗତ ଭୋଇଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା । ମୋହନ ଭୋଇଙ୍କ ସଭାପତିତ୍ୱରେ
Read More...

ସମବାୟ ବ୍ୟାଙ୍କ ନିର୍ଦ୍ଦେଶକ ନିର୍ବାଚନ

ଲକ୍ଷ୍ମଣ ମେହେରଙ୍କ ବିରୁଦ୍ଧରେ ହୋଇଥିବା ଆବେଦନ ହାଇକୋର୍ଟରେ ଖାରଜ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗୀର ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କର ୧୫ଟି ନିର୍ଦ୍ଦେଶକ ପଦବୀ ପାଇଁ ନିର୍ବାଚନ ହେବାକୁ ଯାଉଛି । ଏଥିପାଇଁ ସବୁ ପ୍ରସ୍ତୁତି ସରିଯାଇଛି । ତେବେ ୧୫ ନମ୍ବର ୱାର୍ଡର
Read More...

ଗଞ୍ଜାମ ଜିଲ୍ଲାସ୍ତରୀୟ ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଏବଂ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାସ୍ତରୀୟ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ଶନିବାର ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆନୁଷ୍ଠାନିକ ଭାବେ ପାଳିତ ହୋଇଯାଇଛି । ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ଖେଳ ପଡିଆ ଠାରୁ ସଚେତନତା ସମ୍ପର୍କିତ ଏକ ଶୋଭାଯାତ୍ରା
Read More...

ବାତ୍ୟା ଆଶ୍ରୟସ୍ଥଳୀ ପରିଚାଳନା କମିଟିକୁ ରାଜ୍ୟ ସ୍ତରରେ ପ୍ରଥମ ପୁରସ୍କାର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ସୁବଳୟା ପଂଚାୟତ ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ପରିଚାଳନା କମିଟିକୁ ପରିଚାଳନା କ୍ଷେତ୍ରରେ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର କଲ୍ୟାଣ ମଣ୍ଡପରେ ପ୍ରଥମ ପୁରସ୍କାର ରାଜ୍ୟ ସରକାରଙ୍କ ଦ୍ୱାରା ପୂର୍ବତନ
Read More...

ଅଣ-ସଂଗଠିତ କ୍ଷେତ୍ରରେ କାମ କରୁଥିବା ମୋଟର ଚାଳକ ଏବଂ କର୍ମଚାରୀମାନଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାରଙ୍କ ନୂଆ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅଣ-ସଂଗଠିତ କ୍ଷେତ୍ରରେ କାମ କରୁଥିବା ମୋଟର ଚାଳକ ଏବଂ କର୍ମଚାରୀମାନଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାର ନୂଆ ପ୍ରଚେଷ୍ଟା ଆରମ୍ଭ କରିଛନ୍ତି । ଏଥି ନିମନ୍ତେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୭ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୮୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ଜଣ
Read More...

କୋଷାଗୁମୁଡା ବ୍ଲକରେ ନାଗ ଚତୁର୍ଥୀ ପାଳନ

କୋଷାଗୁମୁଡା : ପରମ୍ପରା ଓ ଧାର୍ମିକ ଭାବନା ଅନୁଯାୟୀ କୋଷାଗୁମୁଡା ବ୍ଲକରେ ନାଗ ଚତୁର୍ଥୀ ପାଳନ କରାଯାଇଛି । କୋଷାଗୁମୁଡା ଓ କୋଡ଼ିଙ୍ଗା ଆଖପାଖରେ ଥିବା ଜଙ୍ଗଲ ପରିସରରେ ରହିଥିବା ବିଭିନ୍ନ ଉଇହୁଙ୍କାଠାରେ ମହିଳାମାନେ ପହଞ୍ଚି ନାଗ ଓ ନାଗୁଣୀଙ୍କ ପୂଜାର୍ଚ୍ଚନା ଉଦ୍ଦେଶ୍ୟରେ ଉକ୍ତ
Read More...

ବଲାଙ୍ଗିର ଦିନ୍‌ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଦିନ୍‌ ଆୟୋଜକ କମିଟି ତରଫରୁ ବଲାଙ୍ଗିର ଦିନ୍‌ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଗତକାଲି ବଲାଙ୍ଗିର ଟାଉନ ହଲ ଠାରେ ଡ୍ୟାନ୍ସ, ଆମର୍‌ ପିନ୍ଧନ୍‌ ଉଢନ୍‌ ପ୍ରତିଯୋଗିତା ଏବଂ ଅପରାହ୍ନ ୨ଟାରେ କଲେଜ ଛକ କଲ୍ୟାଣ ମଣ୍ଡପଠାରେ
Read More...

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଛାତ୍ର କଂଗ୍ରେସର ଦାବୀ ପୂରଣ ହେଲା

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଦୁଇ ବର୍ଷ ପୂର୍ତ୍ତି ହେବା ସତ୍ୱେ ମଧ୍ୟ ବହୁ ଦିନ ପର୍ଯ୍ୟନ୍ତ ରାଷ୍ଟ୍ରୀୟ ବିଶ୍ୱବିଦ୍ୟାଳୟ ଖେଳ ପ୍ରତିଯୋଗିତାରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ତାର ସଦସ୍ୟତା ନେଇ ପାରିନଥିଲା । ଯେଉଁଥିପାଇଁ କି ବିଶ୍ୱବିଦ୍ୟାଳୟର ବହୁ କୃତି
Read More...