Monthly Archives

October 2022

ବିପଦ ସଂକୁଳ ଅବସ୍ଥାରେ ରୋଗୀସେବା ଚାଲିଥିବା ଅଭିଯୋଗ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ମଧ୍ୟ ଭାଗରେ ରହିଛି ଗଞ୍ଜାମ ସ୍ୱାସ୍ଥ୍ୟକେନ୍ଦ୍ର । ଏହି ସ୍ୱାସ୍ଥ୍ୟକେନ୍ଦ୍ରଟି ବହୁ ପୂରାତନ ହେଲେ ମଧ୍ୟ ଏବେ ଅବ୍ୟବସ୍ଥା ଘେରରେ ଥିବା ଜଣାପଡିଛି । ବର୍ତ୍ତମାନ ବିପଦ ସଂକୁଳ ଅବସ୍ଥାରେ ରୋଗୀସେବା ଚାଲିଥିବା ଅଭିଯୋଗ ହୋଇଛି । ଅଭିଯୋଗ
Read More...

ରାଉରକେଲା କଲେଜରେ ରାଷ୍ଟ୍ରୀୟ ଏକତା ଦିବସ ଓ ସତର୍କତା ଜାଗ୍‌ରୁକତା ସପ୍ତାହ ଓ ପ୍ରତିଜ୍ଞାପାଠ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର-୪ସ୍ଥିତ ରାଉରକେଲା କଲେଜର 'ଜାତୀୟ ସେବା ଯୋଜନା'ର ସଂଯୁକ୍ତ ଶାଖା ତରଫରୁ ପ୍ରୋଗ୍ରାମିଂ ଅଫିସର ଅଧ୍ୟାପକ କରୁଣାକର ପାଟ୍ଟଶାଣୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ 'ରାଷ୍ଟ୍ରୀୟ ଏକତା ଦିବସ' ଓ 'ଶପଥ ପାଠ' ତଥା 'ସତର୍କତା ଜାଗ୍‌ରୁକତା ସପ୍ତାହ' ଓ
Read More...

କଳାକାର ଚୟନ ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଲାଙ୍ଗିର ପଞ୍ଚାୟତ ସମିତି ଆନୁକୂଲ୍ୟରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ପାଇଁ ବ୍ଲକ ପରିସରରେ ଆବେଦନ କରିଥିବା କଳାକାର ମାନଙ୍କର ଚୟନ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି । ଏଥିପାଇଁ ବ୍ଲକର ମୋଟ ୧୯୬ ଜଣ କଳାକାର ପଞ୍ଜିକରଣ କରିଥିଲେ ।
Read More...

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ- ୨୦୨୨ ପାଳନ ଉପଲକ୍ଷେ ଶପଥ ପାଠ

ଭିଡିଓ କନଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଶପଥ ପାଠ କରାଇଲେ ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୁର୍ନୀତି ନିବାରଣ ସଚେତନତା ସପ୍ତାହ- ୨୦୨୨ ଅକ୍ଟୋବର ୩୧ ତାରିଖ ଠାରୁ ଆରମ୍ଭ ହୋଇ ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ପାଳନ କରାଯିବ । ସେଣ୍ଟ୍ରାଲ ଭିଜିଲାନ୍ସ କମିଶନଙ୍କ ଆହ୍ଵାନରେ ଚଳିତ ବର୍ଷ
Read More...

କାଳୀପଲ୍ଲୀରେ ପୁଣି ତେଜି ଉଠିଲା ଟାଟା ବିରୋଧୀ ଆନ୍ଦୋଳନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ୍ ଅନ୍ତର୍ଗତ କାଳୀପଲ୍ଲୀ ଗ୍ରାମରେ ସୋମବାର ପୁଣି ଟାଟା ବିରୋଧୀ ଆନ୍ଦୋଳନ ତେଜି ଉଠିଛି । ଟାଟା ଅଧୀନରେ ଦୀପକ ଫର୍ଟିଲାଇଜର କମ୍ପାନୀକୁ ବାରମ୍ବାର ବିରୋଧ କରି ଆସୁଥିଲେ ମଧ୍ୟ ଆଜି ଉକ୍ତ କମ୍ପାନୀ ପୁଣି ତା'ର କାର୍ଯ୍ୟ ଆରମ୍ଭ
Read More...

ନଭେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନଭେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଧାର୍ଯ୍ୟ କରାଯାଇଛି । ତଦ୍‌ ଅନୁସାରେ ନଭେମ୍ବର ମାସ ୭ ତାରିଖ ସକାଳ ଘ ୧୦ଟା ୩୦ମିନିଟ ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ
Read More...

ବଲାଙ୍ଗିରଠାରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ ଉପଲକ୍ଷେ ଶପଥ ପାଠ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଷ୍ଟ୍ରୀୟ ଏକତା ଦିବସ ପାଳନ ଉପଲକ୍ଷେ ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ରାଷ୍ଟ୍ରୀୟ ଏକତା ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ଉପସ୍ଥିତ ଅଧିକାରୀ ଓ କର୍ମଚାରୀମାନଙ୍କୁ ଶପଥ ପାଠ
Read More...

୧୮୯ ବାଟାଲିୟନ ସିଆର୍‌ପିଏଫ୍‌ ପକ୍ଷରୁ ଜାତୀୟ ଏକତା ଦିବସ ପାଳିତ

ଏକତା ପାଇଁ ଦୌଡ କାର୍ଯ୍ୟକ୍ରମ ବଲାଙ୍ଗିର, (କେପିଏନ୍‌ଏସ୍‌) : ୧୮୯ ବାଟାଲିୟନ ସିଆର୍‌ପିଏଫ୍‌ ପକ୍ଷରୁ ଜାତୀୟ ଏକତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଏକତା ପାଇଁ ଦୌଡ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରତିବର୍ଷ ଅକ୍ଟୋବରରେ ସର୍ଦ୍ଦାର ବଲ୍ଲବଭାଇ ପଟେଲଙ୍କ ଜନ୍ମ
Read More...

ନିଖିଳ ଓଡିଶା କୈବର୍ତ୍ତ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ

ମହାସଭାର ନବନିଯୁକ୍ତ ସଭାପତିଙ୍କୁ ଭବ୍ୟ ସମ୍ବର୍ଦ୍ଧନା ସଇଁତଲା, (ପ୍ରମୋଦ କୁମାର ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସ୍ଥିତ ଡାକବଙ୍ଗଳା ପ୍ରାଙ୍ଗଣ ଠାରେ ନିଖିଳ ଓଡିଶା କୈବର୍ତ୍ତ ସମାଜର ଜିଲ୍ଲାସ୍ତରୀୟ ଅଷ୍ଟାଦଶ ତମ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
Read More...

ସଜାଗତା ସଚେତନତା ସପ୍ତାହ ଓ ଜାତୀୟ ଏକତା ଦିବସ ପାଳିତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ତୁରେକେଲା କ୍ଳଷ୍ଟର ଅଧିନସ୍ଥ ଲର୍କି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସଜାଗତା ସଚେତନତା ସପ୍ତାହ ଓ ଜାତୀୟ ଏକତା ଦିବସ ପାଳିତ ହୋଇଯାଇଛି । ତୁରେକେଲା କ୍ଳଷ୍ଟରର ସଂଯୋଜକ ବିରଂଚି ନାରାୟଣ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ
Read More...