Monthly Archives

October 2022

କିରଣର ଷୋଡଶ ପ୍ରତିଷ୍ଠା ଦିବସ ସମାରୋହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଶାସ୍ତ୍ରୀନଗର ଠାରେ ସ୍ୱେଚ୍ଛାସେବୀ ସଂଗଠନ କିରଣର ଷୋଡଶ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ନରେନ୍ଦ୍ର ପଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ, ମୁଖ୍ୟବକ୍ତା
Read More...

ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ମହାସଭା କାର୍ଯ୍ୟକାରିଣୀ କମିଟିର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ମହାସଭାର କାର୍ଯ୍ୟକାରିଣୀ ବୈଠକ ସଭାପତି ଗିରିଧାରୀ ଶତପଥିଙ୍କ ଅଧ୍ୟକ୍ଷତାରେ ପଣ୍ଡିତ ଜୟକୃଷ୍ଣ ଦାଶ ଶର୍ମାଙ୍କ ବାସଗୃହରେ ଅନୁଷ୍ଠିତ ହୋଇଯାଇଛି । ସଭା ପ୍ରାରମ୍ଭରେ ସଭାପତି ସଭ୍ୟମାନଙ୍କୁ ଅଭିନନ୍ଦନ ଜଣାଇ ସ୍ୱାଗତ କରିଥିଲେ ଓ
Read More...

ବଲାଙ୍ଗିର ଦିନ ପାଇଁ ଘୁନସର ଶ୍ରୀ ଅରବିନ୍ଦ ଯୁବ ସଂଘ ତରଫରୁ ରକ୍ତଦାନ ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଇଁନ୍ତଲା ବ୍ଲକ ଅଧିନସ୍ଥ ଘୁନସର ଗ୍ରାମର ଶ୍ରୀ ଅରବିନ୍ଦ ଯୁବକ ସଂଘ ଓ ନେହେରୁ ଯୁବକ କେନ୍ଦ୍ର ବଲାଙ୍ଗିରର ମିଳିତ ଉଦ୍ୟମରେ ସ୍ଥାନୀୟ ସରକାରୀ କେନ୍ଦ୍ର ପ୍ରାଥମିକ ବିଦ୍ୟାଳୟଠାରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ଅରବିନ୍ଦ ଯୁବକ
Read More...

ବଲାଙ୍ଗିର ଦିନ୍ ଉପଲକ୍ଷେ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଲେ ନରସିଂହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ନଭେମ୍ବର ୧ ତାରିଖରେ ବଲାଙ୍ଗିର ଦିନ୍ ପାଳନ କରାଯାଉଛି । ଏହି ଅବସରରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ବଲାଙ୍ଗିର ଜନସାଧାରଣଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ସେ ଏକ ପ୍ରେସ୍‌ ବିବୃତ୍ତି ମାଧ୍ୟମରେ କହିଛନ୍ତି ଯେ, ବ୍ୟକ୍ତିଗତ କାରଣରୁ
Read More...

ମାଲପଡା ଖଦ୍ୟୋତ ଅନୁଷ୍ଠାନର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ସ୍ଥିତ ଖଦ୍ୟୋତ ଅନୁଷ୍ଠାନର ଏକ ବୈଠକ ସଭାପତି ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ସଂପାଦକ ତଥା ସମାଜସେବୀ ଆକୁଳ ବେହେରା ଗତ ମାସର ବିବରଣୀ ପାଠ କରିଥିଲେ । ଆଗାମୀ ଡିସେମ୍ବରରେ ହେବାକୁ ଥିବା
Read More...

ପ୍ରଧାନ ଶିକ୍ଷକଙ୍କ ବଦଳି ଦାବୀରେ ସ୍କୁଲରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଶିକାଛିଡା ପଞ୍ଚାୟତର ଶାନ୍ତମୁଣ୍ଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ବଦଳି ଦାବୀ ନେଇ ସୋମବାର ଦିନ ସ୍କୁଲ ଗେଟରେ ତାଲା ଦେବା ସହ ଧାରଣାରେ ବସିଛନ୍ତି ଗାଁ ଲୋକେ । ଏହି ତାଲା ବନ୍ଦ ଆନ୍ଦୋଳନକୁ ସମର୍ଥନ କରି
Read More...

ମଦନପୁର ସ୍ୱାସ୍ଥ୍ୟ ଏବଂ ଆରୋଗ୍ୟ କେନ୍ଦ୍ର ପରିସରରେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ

କଳାହାଣ୍ଡି, (ପି.କେ. ସାହୁ) : ଭାରତ ସରକାର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟ ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ଜିଲ୍ଲା ଯୁବ ଅଧିକାରୀ ପ୍ରସନ୍ନ କୁମାର ମେହେର ଓ ଲେଖାପାଳ ଦ୍ୱିତୀୟ ବନଛୋରଙ୍କ ତତ୍ୱାବଧାନରେ କଳାରୁଦ୍ର ଯୁବକ ସଂଘ କୁସୁର୍ଲା (ହଜାରୀପଡା) ଓ ମଦନପୁର ସ୍ୱାସ୍ଥ୍ୟ
Read More...

ମୁଖିପଟା ଜଳପ୍ରପାତ ପରିସରରେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ

କଳାହାଣ୍ଡି, (ପି.କେ. ସାହୁ) : ଭାରତ ସରକାର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରାଳୟ ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ଜିଲ୍ଲା ଯୁବ ଅଧିକାରୀ ପ୍ରସନ୍ନ କୁମାର ମେହେର ଓ ଲେଖାପାଳ ଦ୍ୱିତୀୟ ବନଛୋରଙ୍କ ତତ୍ୱବଧାନରେ କଳାରୁଦ୍ର ଯୁବକ ସଂଘ କୁସୁର୍ଲା (ହଜାରୀପଡା) ପକ୍ଷରୁ ମ.ରାମପୁର ବ୍ଲକ
Read More...

ଦାଦନ ଶ୍ରମିକ ଚାଲାଣ ଉପରେ ସଚେତନତା ସଭା

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ଥାନାର ଉପାନ୍ତ ମାଓ ପ୍ରବଣ ଅଂଚଳ ଢୋଲମାନ୍ଦଲ ପଂଚାୟତ କାର୍ଯ୍ୟାଳୟ ପରିସରରେ ଦାଦନ ଶ୍ରମିକ ଚାଲାଣ ରୋକିବା ନେଇ ଏକ ସଚେତନତା ଶିବିର ସୋମବାର ଦିନ ହୋଇଯାଇଛି । ତୁରେକେଲା ଥାନା ଆମ ପୋଲିସ ସମିତି ଓ ଏଡ-ଏଟ-ଏକ୍ସନ ସ୍ୱେଛାସେବୀ
Read More...

ମା’ ସାହାଜୀ ଯୁବକ ସଂଘର ରୋପ୍ୟ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଭାବେ ବେଶ ପରିଚିତ ମା' ସାହାଜୀ ଯୁବକ ସଂଘ କପିଲାଭଟାର ୨୫ ବର୍ଷ ପୁର୍ତ୍ତି ଅବସରରେ ରୌପ୍ୟ ଜୟନ୍ତୀ ସମାରୋହ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଆଜାଦ ଛକ ଠାରେ ଅନୁଷ୍ଠିତ
Read More...
error: Content is protected !!