Monthly Archives

October 2022

ବାତ୍ୟା ଆଶ୍ରୟସ୍ଥଳୀ ପରିଚାଳନା କମିଟିକୁ ରାଜ୍ୟ ସ୍ତରରେ ପ୍ରଥମ ପୁରସ୍କାର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ସୁବଳୟା ପଂଚାୟତ ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ପରିଚାଳନା କମିଟିକୁ ପରିଚାଳନା କ୍ଷେତ୍ରରେ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର କଲ୍ୟାଣ ମଣ୍ଡପରେ ପ୍ରଥମ ପୁରସ୍କାର ରାଜ୍ୟ ସରକାରଙ୍କ ଦ୍ୱାରା ପୂର୍ବତନ
Read More...

ଅଣ-ସଂଗଠିତ କ୍ଷେତ୍ରରେ କାମ କରୁଥିବା ମୋଟର ଚାଳକ ଏବଂ କର୍ମଚାରୀମାନଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାରଙ୍କ ନୂଆ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅଣ-ସଂଗଠିତ କ୍ଷେତ୍ରରେ କାମ କରୁଥିବା ମୋଟର ଚାଳକ ଏବଂ କର୍ମଚାରୀମାନଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାର ନୂଆ ପ୍ରଚେଷ୍ଟା ଆରମ୍ଭ କରିଛନ୍ତି । ଏଥି ନିମନ୍ତେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୭ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୮୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ଜଣ
Read More...

କୋଷାଗୁମୁଡା ବ୍ଲକରେ ନାଗ ଚତୁର୍ଥୀ ପାଳନ

କୋଷାଗୁମୁଡା : ପରମ୍ପରା ଓ ଧାର୍ମିକ ଭାବନା ଅନୁଯାୟୀ କୋଷାଗୁମୁଡା ବ୍ଲକରେ ନାଗ ଚତୁର୍ଥୀ ପାଳନ କରାଯାଇଛି । କୋଷାଗୁମୁଡା ଓ କୋଡ଼ିଙ୍ଗା ଆଖପାଖରେ ଥିବା ଜଙ୍ଗଲ ପରିସରରେ ରହିଥିବା ବିଭିନ୍ନ ଉଇହୁଙ୍କାଠାରେ ମହିଳାମାନେ ପହଞ୍ଚି ନାଗ ଓ ନାଗୁଣୀଙ୍କ ପୂଜାର୍ଚ୍ଚନା ଉଦ୍ଦେଶ୍ୟରେ ଉକ୍ତ
Read More...

ବଲାଙ୍ଗିର ଦିନ୍‌ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଦିନ୍‌ ଆୟୋଜକ କମିଟି ତରଫରୁ ବଲାଙ୍ଗିର ଦିନ୍‌ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଗତକାଲି ବଲାଙ୍ଗିର ଟାଉନ ହଲ ଠାରେ ଡ୍ୟାନ୍ସ, ଆମର୍‌ ପିନ୍ଧନ୍‌ ଉଢନ୍‌ ପ୍ରତିଯୋଗିତା ଏବଂ ଅପରାହ୍ନ ୨ଟାରେ କଲେଜ ଛକ କଲ୍ୟାଣ ମଣ୍ଡପଠାରେ
Read More...

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଛାତ୍ର କଂଗ୍ରେସର ଦାବୀ ପୂରଣ ହେଲା

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଦୁଇ ବର୍ଷ ପୂର୍ତ୍ତି ହେବା ସତ୍ୱେ ମଧ୍ୟ ବହୁ ଦିନ ପର୍ଯ୍ୟନ୍ତ ରାଷ୍ଟ୍ରୀୟ ବିଶ୍ୱବିଦ୍ୟାଳୟ ଖେଳ ପ୍ରତିଯୋଗିତାରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ତାର ସଦସ୍ୟତା ନେଇ ପାରିନଥିଲା । ଯେଉଁଥିପାଇଁ କି ବିଶ୍ୱବିଦ୍ୟାଳୟର ବହୁ କୃତି
Read More...

କାତାରଅମୀର ମହାମହିମ ଅମିର ତମିମ ବିନ ହମଦ ଅଲ ଥାନିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କାତାର ଅମୀର ମହାମହିମ ଅମିର ତମିମ ବିନ ହମଦ ଅଲ ଥାନିଙ୍କ ସହ ଆଲୋଚନା କରିଛନ୍ତି ଓ ସହୃଦୟ ଦୀପାବଳି ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଛନ୍ତି । କାତାରରେ ଫିଫା ବିଶ୍ୱକପର ସଫଳ ଆୟୋଜନ ପାଇଁ ଶ୍ରୀ ମୋଦୀ ଏହି ଅବସରରେ ଶୁଭକାମନା
Read More...

ମୁକ୍ତ, ନିରାପଦ, ବିଶ୍ଵସନୀୟ ଓ ଉତ୍ତରଦାୟୀ ଇଣ୍ଟରନେଟ୍ ସେବା ପାଇଁ ସରକାରଙ୍କ ପଦକ୍ଷେପ

● ସୂଚନା ପ୍ରଯୁକ୍ତି (ମଧ୍ୟସ୍ଥ ମାର୍ଗଦର୍ଶିକା ଓ ଡିଜିଟାଲ ମିଡିଆ ଆଚାର ସଂହିତା) ନିୟମାବଳୀ ୨୦୨୧ରେ ସଂଶୋଧନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି● ନାଗରିକଙ୍କ ସାମ୍ବିଧାନିକ ଅଧିକାର ସୁରକ୍ଷା ପାଇଁ ସୁନିଶ୍ଚିତ ପଦକ୍ଷେପ● ଭାରତୀୟ ସମ୍ବିଧାନର ଧାରା ୧୪, ୧୯ ଓ ୨୧ ଅଧୀନରେ ଭାରତୀୟ
Read More...

ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ନୀତି ଆୟୋଗ ଓ ବଲାଙ୍ଗିର ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଆୟୋଜିତ ବିଭିନ୍ନ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଆକାଙ୍ଖୀ ଜିଲ୍ଲା ବଲାଙ୍ଗିର ନିମନ୍ତେ ନୀତି ଆୟୋଗ ଓ ବଲାଙ୍ଗିର ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି
Read More...

୧୦୦ କିଲୋ ଗଞ୍ଜେଇ ଜବତ : ୪ ଗିରଫ

ବ୍ରହ୍ମପୁର, (କେପିଏନ୍‌ଏ୍‌) : ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ଚଢାଉ କରାଯାଇ ଏକ ବୋଲେରୋ ଗାଡିରୁ ୧୦୦ କିଲୋ ଗଞ୍ଜେଇ ଜବତ କରାଯିବା ସହ ୪ଜଣଙ୍କୁ ଗିରଫ କରାଯାଇଥିବା ଜଣାପଡିଛି । ସେମାନେ ହେଲେ ଦାଶରଥୀ ଗୋମାଙ୍ଗା(୪୨), ଇରୋଶ ଶବତ(୨୨), ଜୟଦେବ ଜାନି(୨୧) ଓ ସାମୁଏଲ୍‌
Read More...