ଅଁଳା ନବମୀରେ ରାଧାପାଦ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ
ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ହେଉଛି ପବିତ୍ର ଅଁଳା ନବମୀ । ଏହି ନବମୀରେ ରାଧାପାଦ ଦର୍ଶନ ପାଇଁ ପୁରୀ ସାକ୍ଷୀଗୋପାଳରେ ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ଼ । ସକାଳୁ ସକାଳୁ ରାଧାପାଦ ଦର୍ଶନ ନିମନ୍ତେ ଧାଡ଼ିରେ ଛୁଟିଛନ୍ତି ଶ୍ରଦ୍ଧାଳୁ । କରୋନା ପାଇଁ ଦୁଇ ବର୍ଷ ପରେ ଦର୍ଶନର ସୁଯୋଗ!-->…
Read More...
Read More...