ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨ ପାଳନ ଉପଲକ୍ଷେ ସଚେତନତା ରାଲି ଓ ପଥପ୍ରାନ୍ତ ନାଟକ ଅନୁଷ୍ଠିତ
ବଲାଙ୍ଗିର, (କେପିଏନ୍ଏସ୍) : ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨ ଅକ୍ଟୋବର ୩୧ ତାରିଖ ଠାରୁ ଆରମ୍ଭ ହୋଇ ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ଏହି ସପ୍ତାହ ପାଳନ ଉପଲକ୍ଷେ ଆଜି ଜିଲ୍ଲା ପ୍ରଶାସନ ଓ ଦୁର୍ନୀତି ନିବାରଣ ବିଭାଗ ବଲାଙ୍ଗିର ଶାଖା ପକ୍ଷରୁ ଏକ ସଚେତନତା!-->…
Read More...
Read More...