Daily Archives

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତ ନେଇ ଶ୍ରୀମନ୍ଦିର ପ୍ରଶାସନର ପ୍ରସ୍ତୁତି ବୈଠକ

ପୁରୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ହୋଇଯାଇଛି । ଏହି ବୈଠକରେ ଛତିଶା ନିଯୋଗ ଓ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟମାନେ ଯୋଗ ଦେଇଥିଲେ । ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ
Read More...

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପରିପ୍ରେକ୍ଷୀରେ ସଚେତନତା ସଭା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ସୋନପୁର ସରକାରୀ ମହାବିଦ୍ୟାଳୟ ଓ ଜିଲ୍ଲା ଦୁର୍ନୀତି ବିଭାଗ ଆନୁକୂଲ୍ୟରେ ଦୁର୍ନୀତି ମୁକ୍ତ ସମାଜ ଗଠନ ତଥା ସ୍ୱଛତା ଓ ବ୍ୟବସ୍ଥିତ କରିବା ଉଦେଶ୍ୟରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଚେତନତା ନିମିତ୍ତ
Read More...

କେନ୍ଦ୍ରୀୟ ସୁରକ୍ଷା ବଳ ଦ୍ୱାରା ଜନହିତକର କାର୍ଯ୍ୟକ୍ରମ ଆୟୋଜିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ମାଓ ଉପଦ୍ରବ ତୁମୁଡିବନ୍ଧ ଥାନା ସ୍ଥିତ କେନ୍ଦ୍ରୀୟ ସୁରକ୍ଷା ବଳ ଏ/୧୨୭ ବାଟାଲିୟନ ତରଫରୁ ଶୁକ୍ରବାର ଦିନ ଏକ ଜନ ସହାୟତା କାର୍ଯ୍ୟକ୍ରମ ତୁମୁଡିବନ୍ଧ ବସଷ୍ଟାଣ୍ଡ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ
Read More...

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨ ପାଳନ ଉପଲକ୍ଷେ କୁରୁଲ ଗ୍ରାମ ପଂଚାୟତ ଠାରେ ଗ୍ରାମସଭା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨ ଅକ୍ଟୋବର ୩୧ ତାରିଖ ଠାରୁ ଆରମ୍ଭ ହୋଇ ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ଏହି ସପ୍ତାହ ପାଳନ ଉପଲକ୍ଷେ ଆଜି ପୁଇଁତଲା ବ୍ଲକ ଅନ୍ତର୍ଗତ କୁରୁଲ ଗ୍ରାମ ପଂଚାୟତ ଠାରେ ଦୁର୍ନୀତି ନିବାରଣ ବିଭାଗ,
Read More...

ଅଟୋମେସନ କ୍ଷେତ୍ରରେ ଶିଳ୍ପରେ ରୋବୋଟିକ୍ସର ବ୍ୟବହାର ନେଇ ଏମଓୟୁ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅଟୋମେସନ କ୍ଷେତ୍ରରେ ଶିଳ୍ପରେ ରୋବୋଟିକ୍ସର ବ୍ୟବହାର ଉଦ୍ଦେଶ୍ୟରେ ଶୁକ୍ରବାର ଅପରାହ୍ନରେ ମଞ୍ଚେଶ୍ୱରସ୍ଥିତ ୱାଲର୍ଡ ସ୍କିଲ୍ ସେଣ୍ଟର(ଡବ୍ଲ୍ୟୁଏସସି) ଏବଂ ଏବିବି ଇଣ୍ଡିଆ ଲିମିଟେଡ ମଧ୍ୟରେ ଏକ ଦ୍ବିପାକ୍ଷିକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି । ଦକ୍ଷତା
Read More...

ବାଘମାରି ନିକଟରେ ବସ୍ ଓଲଟି ୧୨ ଆହତ

ଖୋର୍ଦ୍ଧା : ଖୋର୍ଦ୍ଧା ବାଘମାରି ନିକଟରେ ବସ୍ ଓଲଟି ୧୨ ଜଣ ଆହତ ହୋଇଥିବା ଜଣାପଡିଛି । ବଲାଙ୍ଗିରରୁ ଭୁବନେଶ୍ୱର ଆସିବା ବାଟରେ ବସ୍‌ଟି ଓଲଟି ପଡିଥିଲା । ଆହତଙ୍କ ମଧ୍ୟରେ ୨ ଗୁରୁତର ଥିବାରୁ ଚିକିତ୍ସା ପାଇଁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ଅନ୍ୟ ୧୦ ଜଣ ଆହତ ଖୋର୍ଦ୍ଧା
Read More...

ଭବାନୀପାଟଣାଠାରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨ ପାଳିତ

କଳାହାଣ୍ଡି : (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଯାଇଛି । ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ
Read More...

ପୋଲିସ ହାଇସ୍କୁଲ ପ୍ରଧାନ ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବିଦ୍ୟାଳୟର କାର୍ଯ୍ୟରତ ପ୍ରଧାନ ଶିକ୍ଷକ ବିରାଟ କେଶରୀ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପୂର୍ବତନ ପ୍ରଧାନ ଶିକ୍ଷକ ଯାଜ୍ଞସେନୀ ମିଶ୍ରଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ଜିଲ୍ଲା ବିଜ୍ଞାନ
Read More...

ଛଟେଇ କମ୍ପ୍ୟୁଟର ଶିକ୍ଷକ ସଂଘର ବୈଠକ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ଅଗ୍ରସେନ ଭବନ ଠାରେ ବଲାଙ୍ଗିର ଜିଲ୍ଲା ଛଟେଇ କମ୍ପ୍ୟୁଟର ଶିକ୍ଷକ ମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଭାପତି ଜ୍ୟୋତିର୍ମୟ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ବ୍ଲକର ପ୍ରାୟ ୬୦ ଜଣ ସଦସ୍ୟ ଯୋଗ ଦେଇ
Read More...

ବିଜ୍ଞାନ ଶିକ୍ଷକ ଦୟାନିଧି ଦାଶଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଟାଲଗ୍ରାମ ତଥା ଦୁବୁଲାବାହାଲ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଦୟାନିଧି ଦାଶଙ୍କ ଦେହାନ୍ତ ହୋଇଯାଇଛି । ଗତ କିଛି ମାସ ହେଲା ସେ ବ୍ରେନ ଟ୍ୟୁମର ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ । ସେ ଅନେକ ବାର ସାଧନ
Read More...