Daily Archives

ପାଟଣାଗଡ ପାର୍ସଲ ବୋମା ଘଟଣା : ୧୧ତମ ସାକ୍ଷୀର ବୟାନ ରେକର୍ଡ

ପାଟଣାଗଡ଼, (କେପିଏନ୍‌ଏସ୍‌) : ଦୀର୍ଘ ସାଢ଼େ ଚାରି ବର୍ଷ ପରେ ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ପୋରଣ ମାମଲାରେ ଗତ ଜୁଲାଇ ମାସରୁ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଛି । ଏହି ମାମଲାରେ ୧୧ ନମ୍ବର ସାକ୍ଷୀ ଭୋଲାନାଥ ମେହେରଙ୍କ ସାକ୍ଷ ପ୍ରମାଣ ଆଜି ଗ୍ରହଣ କରାଯାଇଥିବା ଜଣାପଡିଛି
Read More...

ତୁରେକେଲା ବ୍ଲକରେ ପ୍ରେସ୍‌ କ୍ଲବ ପକ୍ଷରୁ ନିଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର

ତୁରେକେଲା, (କୈଳାଶ ସଗ୍ରିଆ) : ଏସସିଡି ଟିଟିଲାଗଡ଼ ଚକ୍ଷୁ ଡାକ୍ତରଖାନା ସହଯୋଗରେ ପ୍ରେସ୍‌ କ୍ଲବ ପକ୍ଷରୁ ତୁରେକେଲା ବ୍ଲକ ଠାରେ ନିଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ହାଜି ମହମ୍ମଦ ଆୟୁବ ଖାଁ, ସମ୍ମାନିତ ଅତିଥି
Read More...

ହମିରପୁରର ସମସ୍ୟା ସମାଧାନ ପାଇଁ ବିଧାୟକଙ୍କ ପ୍ରତିଶ୍ରୁତି

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପାଲି ବିଧାୟକ ସୁବ୍ରତ ତରାଇ ନିଜ ନିର୍ବାଚନ ମଣ୍ଡଳୀର ହମିରପୁର ଅଂଚଳ ଗସ୍ତ କରି ସେଠାରେ ଥିବା ବିଭିନ୍ନ ସମସ୍ୟାର ସମାଧାନ କରିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି । ହମିରପୁର ଅଂଚଳର ନ୍ୟୁକଣ୍ଟ୍ରାକ୍ଟର କଲୋନୀ ଓ ବିଭିନ୍ନ ଅଂଚଳ ବୁଲିବା ସହ ସ୍ଥାନୀୟ
Read More...

ଖୁବଶୀଘ୍ର ନିଯୁକ୍ତି ହେବେ ୭୫୪୦ ହାଇସ୍କୁଲ ଶିକ୍ଷକ : ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଲେ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲମାନଙ୍କରେ ବିଭିନ୍ନ ବିଷୟରେ ଖାଲି ଥିବା ଶିକ୍ଷକ ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଖୁବଶୀଘ୍ର ୭୫୪୦ଟି ହାଇସ୍କୁଲ ଶିକ୍ଷକଙ୍କ
Read More...

ବିଶିଷ୍ଟ ବାମପନ୍ଥୀ ନେତା ସ୍ୱର୍ଗତ ସୁଶ୍ରୀପଦ ପଣ୍ଡାଙ୍କ ୭୪ତମ ଜୟନ୍ତୀ ପାଳିତ

ଭୋଗରାଇ : ସାଲିସ ବିହୀନ ସଂଗ୍ରାମର ଜନନେତା ସ୍ୱର୍ଗତ ସୁଶ୍ରୀପଦ ପଣ୍ଡାଙ୍କ ୭୪ତମ ଜୟନ୍ତୀ ନିଜ ଏନ୍ତୁଡ଼ିଶାଳ ବାଲେଶ୍ଵର ଜିଲ୍ଲାର ଅନଳିଆ ପଞ୍ଚାୟତ ଅନ୍ତର୍ଗତ ଉକ୍ତ ଗାଁରେ ପାଳିତ ହୋଇଯାଇଛି । ଅନଳିଆ ହୋଲି କମିଟି ଓ‌ ସ୍ଥାନୀୟ ଗ୍ରାମବାସୀଙ୍କ ମିଳିତ ଉଦ୍ୟମରେ ଏହି କାର୍ଯ୍ୟକ୍ରମ ଆୟୋଜିତ
Read More...

ନିଜ ପାଠଶାଳା ବୁଲିଲେ ରାଷ୍ଟ୍ରପତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ଦ୍ୱିତୀୟ ଦିନ । ସକାଳୁ ପ୍ରଥମେ ଭୁବନେଶ୍ୱର ତପୋବନ ହାଇସ୍କୁଲ, ଏହା ପରେ ଯୁନିଟ ୨ ସ୍ଥିତ ଗାର୍ଲ୍ସ ହାଇସ୍କୁଲରେ ପହଞ୍ଚିଥିଲେ ରାଷ୍ଟ୍ରପତି । ୧୯୭୦ରୁ ୭୪ ଯାଏଁ ସେ ଏହି ସ୍କୁଲରେ ପାଠ ପଢିଥିଲେ ।
Read More...

ସାଲେପୁରରେ ଗ୍ୟାସ ଟାଙ୍କି ଫାଟି ଜଳିଗଲା ଅଙ୍ଗନବାଡି

ସାଲେପୁର : ସାଲେପୁରରେ ଅଭାବନୀୟ ଘଟଣା । ଗ୍ୟାସ ଟାଙ୍କି ଫାଟି ଯିବାରୁ ହଠାତ୍ ନିଆଁ ଲାଗିଯାଇଥିବା ଜଣାପଡିଛି । ଅଙ୍ଗନବାଡିରୁ ପ୍ରଚୁର ମାତ୍ରାରେ ଧୂଆଁ ବାହାରିଥିଲା । ସୂଚନା ଅନୁସାରେ ମାହାଙ୍ଗା ଲଳିତଗିରି ଗାଁ ଅଙ୍ଗନବାଡି କେନ୍ଦ୍ରରେ ଏଭଳି ଅଘଟଣ ଦେଖିବାକୁ ମିଳିଛି । ପାଚିକା ରୋଷେଇ
Read More...

ଘୁମରେଶ୍ୱର ଶୈବ ପୀଠରେ ଜଳପ୍ରପାତରୁ ଖସି ଯୁବକ ନିଖୋଜ

ନବରଙ୍ଗପୁର : ସେଲ୍ଫି ହେଲା କାଳ । ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ ସଦର ପଞ୍ଚାୟତ ଅନ୍ତର୍ଗତ ପ୍ରସିଦ୍ଧ ଘୁମରେଶ୍ୱର ଶୈବ ପୀଠରେ ଘଟିଛି ଏକ ଅଘଟଣ । ଘଟଣା ଅନୁଯାୟୀ ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ସଦର ପଂଚାୟତ ଅନ୍ତର୍ଗତ ମଙ୍ଗରଦୋରା ନିକଟରେ ରହିଥିବା ପ୍ରସିଦ୍ଧ
Read More...

ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ଦାବୀ ଆନ୍ଦୋଳନ ତେଜିଲା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ଓକିଲ ସଂଘର ଆହ୍ୱାନ କ୍ରମେ ପଦ୍ମପୁର ଅଞ୍ଚଳର ବିଭିନ୍ନ ଅନୁଷ୍ଠାନ, ସଂଘ, ରାଜନୈତିକ ଦଳ, ଜନ ପ୍ରତିନିଧି ଏବଂ ଜନସାଧାରଣଙ୍କୁ ନେଇ ଓକିଲ ସଂଘର କାର୍ଯ୍ୟାଳୟରେ ଓକିଲ ସଂଘର ସଭାପତି ଉମେଶ ଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଏକ ମିଳିତ ବୈଠକ
Read More...

ଗାନ୍ଧୀ ଷ୍ଟାଡିୟମ ଠାରେ କଲେଜ ଛକ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ କ୍ରୀଡା ସମାରୋହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାୀନୟ ଗାନ୍ଧୀ ଷ୍ଟାଡିୟମ ଠାରେ କଲେଜ ଛକ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ତରଫରୁ ବାର୍ଷିକ କ୍ରୀଡା ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ବାର୍ଷିକ କ୍ରୀଡା ସମାରୋହରେ ବଲାଙ୍ଗିର ପୌର ପରିଷଦର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ମୁଖ୍ୟ ଅତିଥି ଭାବେ
Read More...